ଆମ ଜିଲା ଖବର

ପୁଣି ଦାଦନ ଦୁଃଖ: କେରଳରେ କାମ କରୁଥିବାବେଳେ ସିଡ଼ିରୁ ଖସିପଡ଼ିଲେ ଓଡ଼ିଆ ଯୁବକ, ଆଉ ତା’ପରେ ଘଟିଗଲା…

ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ଯନ୍ତ୍ରଣା ବଢିବାରେ ଲାଗିଛି। ଗତ କିଛି ଦିନ ତଳେ ତାମିଲନାଡୁ ରାଜ୍ୟରେ ରାସ୍ତା ଦୁର୍ଘଟଣାରେ ଉକ୍ତ ବ୍ଲକ ଗ୍ରୀନବାଡି ପଞ୍ଚାୟତର ଜଣେ ଯୁବକଙ୍କ ଜୀବନ ଚାଲିଯାଇଥିବାବେଳେ ଏବେ ପୁଣି…

ସୁନ୍ଦରଗଡ଼ରେ ନାବାଳିକାଙ୍କୁ ଗଣବଳାତ୍କାର: ୩ ଗିରଫ

ଭୁବନେଶ୍ୱର,୨୯ା୭: ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗରେ ପୋଲିସ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ମୁଖ୍ୟ ଅଭିଯୁକ୍ତ ଶିତେଶ ବରାଳ (୧୯)ଙ୍କୁ ସ୍ଥାନୀୟ ଅଦାଲତରେ ହାଜର କରିଥିବା ବେଳେ ଅନ୍ୟ ଦୁଇ ଅଭିଯୁକ୍ତ, ଯେଉଁମାନେ ନାବାଳକ,…

ଜମି ଦେବାକୁ କହି ମନ୍ତ୍ରୀଙ୍କଠାରୁ ଠକିନେଲେ ୨୫ ଲକ୍ଷ ଟଙ୍କା: ଥାନାର ଦ୍ୱାରସ୍ଥ

ଢେଙ୍କାନାଳ,୨୯ା୭(ରତନ ନାୟାର):ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଜମି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ କରାଯିବା ଘଟଣା ଢେଙ୍କାନାଳ ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଏ ସଂକ୍ରାନ୍ତରେ ଗତ ୨୬…

ପରିବା କିଆରୀକୁ ନେଇ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର: ମିଳିଳା ଏମିତି ଦଣ୍ଡ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ବରଗଡ଼ ପକ୍‌ସୋ ଜଜ୍‌ ଏହି ମାମଲାର ବିଚାର କରି ଅଭିଯୁକ୍ତ କୁନୁ ଓରଫ୍‌ ସମୀର ସେଠଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା…

ଧାନବିକ୍ରି ପଞ୍ଜୀକରଣରେ ନୂଆନୀତି, ମୁହଁ ଫେରାଉଛନ୍ତି ଚାଷୀ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ):ରାଜ୍ୟରେ ଭାଜପା ସରକାର ଶାସନକୁ ଆସିବା ପରେ ନିର୍ବାଚନୀ ପ୍ରତିଶ୍ରୁତି ଅନୁଯାୟୀ, ଧାନ କୁଇଣ୍ଟାଲ ପ୍ରତି ୮୦୦ଟଙ୍କା ଇନପୁଟ୍‌ ଆସିଷ୍ଟାଣ୍ଟ ପ୍ରଦାନ କରୁଛି। ଏଥିରେ ଚାଷୀମାନେ ଖୁସି ପ୍ରକଟ କରିଛନ୍ତି। କିନ୍ତୁ ଧାନବିକ୍ରିରେ ଯେଭଳି ଗୋଟିଏ ପରେ ଗୋଟିଏ କଟକଣା…

ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକଙ୍କ ଦେହାନ୍ତ, ମୃତ୍ୟୁ ପରେ ଅଙ୍ଗଦାନ

ବୁଗୁଡା,୨୮।୭(କାଳିଚରଣଦାଶ): ବୁଗୁଡ଼ା ବ୍ଲକ ବି.କରଡ଼ାବାଡ଼ି ଗ୍ରାମସ୍ଥିତ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠର ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକ ପ୍ରଫୁଲ୍ଲ କୁମାର ମହାପାତ୍ର(୭୨)ଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଚାରି ବର୍ଷ ହେବ ଶାରୀରିକ ଅସୁସ୍ଥତା ଅନୁଭବ କରିଆସୁଥିବା ବେଳେ ଗତ ରବିବାର…

ଦୁର୍ନୀତି କରି ଯନ୍ତ୍ରୀ ଠିକାଦାର ମାଲାମାଲ, ୧୫ ଦିନରେ ଧୋଇଗଲା ୧୦ ଲକ୍ଷ ଟଙ୍କାର ପୋଲ

ଥୁଆମୂଳ ରାମପୁର,୨୮।୭(ଦୁର୍ଗା କୀର୍ତ୍ତି): ସରକାର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀମାନଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ କାମ ଯୋଗୁ ତାହା ଅତି କମ୍‌ ଦିନ ମଧ୍ୟରେ ନଷ୍ଟ ହୋଇଯାଉଛି । ଟଙ୍କା ଆସୁଛି…

ଗୋଳାବାରୁଦ କାରଖାନାକୁ ବିରୋଧ, ୧୫୦ ଜଣଙ୍କ ପାଇଁ ବିପଦରେ ପଡ଼ିବେ ଦେଢ଼ ଲକ୍ଷ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ): ମହାରାଷ୍ଟ୍ରର ଏକ ଘରୋଇ ବିସ୍ଫୋରକ ଉତ୍ପାଦନ କମ୍ପାନୀ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଘାଟିପଲ୍ଲୀ ଓ ଲଣ୍ଡେଇହିଲଠାରେ ଗୋଳାବାରୁଦ କାରଖାନା ନିର୍ମାଣ ଯୋଜନା କରୁଛି। ତେଣୁ ଏହାକୁ ସଂପୃକ୍ତ ଅଞ୍ଚଳବାସୀ ଦୃଢ଼ ବିରୋଧ କରୁଛନ୍ତି। ଏହିଭଳି ପରିସ୍ଥିତିରେ ରବିବାର…

ୟୁନିଫାଏଡ ଅଟୋମେଶନ ସିଷ୍ଟମକୁ ଶିକ୍ଷକଙ୍କ ତୀବ୍ର ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓଙ୍କୁ ଦାବିପତ୍ର

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଗଣ ଶିକ୍ଷା ବିଭାଗ ପକ୍ଷରୁ ଗତ ସପ୍ତାହର ଗୁରୁବାର ଠାରୁ ୟୁନିଫାଏଡ ଅଟୋମେଶନ ସିଷ୍ଟମ ଲାଗୁ ହୋଇଛି। ଏହି ସିଷ୍ଟମ ଲାଗୁ ଦ୍ୱାରା ଶିକ୍ଷକ ମାନେ ବିଦ୍ୟାଳୟକୁ ଯିବାପରେ ନିଜ ମୋବାଇଲ ଫୋନରେ କ୍ଲକ ଇନ…

ବିବାହ ପ୍ରତିଶ୍ରୁତି ଦେଇ ରଖିଥିଲେ ସମ୍ପର୍କ, ଗର୍ଭବତୀ ଜାଣିବା ପରେ…

ଖଡ଼ିଆଳ,୨୮।୭(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡ଼ିଆଳ ବ୍ଲକ ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା କରାଯାଇଥିବା ନେଇ ଗତ ଜୁନ ୧୭ ତାରିଖ ଦିନ ଖଡ଼ିଆଳ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ତଦନ୍ତ କରି ଅଭିଯୁକ୍ତଙ୍କୁ ସୁଦୂର ମୁମ୍ବାଇରୁ ଗିରଫ…

ବିଶ୍ବ ମାନବ ଚାଲାଣ ବିରୋଧୀ ଦିବସକୁ ନେଇ ସଚେତନତା

ରାଇକିଆ,୨୮।୭(ପ୍ରଦୀପ ବେହେରା): ଆସନ୍ତା ଜୁଲାଇ ୩୦ ତାରିଖ ହେଉଛି ବିଶ୍ବ ମାନବ ଚାଲାଣ ବିରୋଧୀ ଦିବସ ମାନବ ଚାଲାଣର ଶିକାର ହୋଇଥିବା ଲୋକଙ୍କ ପରିସ୍ଥିତି ବିଷୟରେ ସଚେତନତା ବୃଦ୍ଧି କରିବା ଏବଂ ସେମାନଙ୍କ ଅଧିକାରକୁ ପ୍ରୋତ୍ସାହିତ ଏବଂ ସୁରକ୍ଷା କରିବା ପାଇଁ…

ସାକ୍ଷୀଗୋପାଳ ନିକଟରେ ଦ୍ରୁତଗତିରେ ଆସୁଥିଲା ଟ୍ରେନ, ପାର୍‌ ହେବା ବେଳେ ଟ୍ରାକ୍‌ରେ ଅଟକିଗଲା ଟ୍ରାକ୍ଟର,ତା’ପରେ…

ସାକ୍ଷୀଗୋପାଳ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସୋମବାର ଅପରାହ୍ନରେ ସାକ୍ଷୀଗୋପାଳ ରେଳଷ୍ଟେସନ ଠାରୁ କିଛି ଦୂରରେ ଏକବଡ଼ ଧରଣର ରେଳ ଦୁର୍ଘଟଣାରୁ ପୁରୀ -ପାଟନା ଏକ୍ସପ୍ରେସ ଅଳ୍ପକେ ବର୍ତ୍ତିଯାଇଛି । ସାକ୍ଷୀଗୋପାଳ ରେଳ ଷ୍ଟେଶନ ଠାରୁ ପ୍ରାୟ ଦୁଇ କିଲୋମିଟର ଦୂର ବୀରରମଚନ୍ଦ୍ରପୁରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri