ବୁଲିଲା ବୁଲ୍ଡୋଜର, ପାଲବଣିରୁ ମେଡିକାଲ କଲେଜ ରାସ୍ତା ଉଚ୍ଛେଦ
ବାରିପଦା,୨୮ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପ୍ରଶାସନ ଓ ବାରିପଦା ପୌରପରିଷଦ ପକ୍ଷରୁ ସରକାରୀ ଜମି ଉପରେ ବୁଲଡୋଜର ବୁଲୁଛି। ପାଲବଣିରୁ ପିଆରଏମ ମେଡିକାଲ କଲେଜକୁ ସଂଯୋଗ କରୁଥିବା ରାସ୍ତାର ପ୍ରଶସ୍ତିକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ୪…
ପୁଣି ଆକାଶରେ ଡ୍ରୋନ୍: ଗୋଟିଏ କି ଦୁଇଟି ନୁହେଁ ଏକାବେଳକେ ୧୦ରୁ ଅଧିକ , ଏବେ ସବୁ ଛାନିଆ
କଟକ,୨୮।୫: ପୁଣି ଆକାଶରେ ଡ୍ରୋନ୍। ଗୋଟିଏ କି ଦୁଇଟି ନୁହେଁ ଏକାବେଳକେ ୧୦ରୁ ଅଧିକ ଡ୍ରୋନ୍। ଯାହାକୁ ଦେଖି ଲୋକେ ଛାନିଆ। ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲା ବାରଙ୍ଗ ଥାନା ରତାଗଡ଼ ଗାଁରେ। ଡ୍ରୋନ ଆତଙ୍କରେ ପୁରା ଗାଁ…
ପରୀକ୍ଷା ଦେବାକୁ ଘରୁ ବାହାରି ଆସିଥିଲେ ପୁଅ: ରାସ୍ତାରେ ଯେମିତି ଚାହିଁ ବସିଥିଲା କାଳ….
ବାଣପୁର,୨୮।୫( ଦିଲ୍ଲୀପ କୁମାର ସ୍ବାଇଁ) ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ପୋଲିସ ବିଟହାଉସ ନିକଟସ୍ଥ କଉଡ଼ିଆ ଛକ ପେଟ୍ରୋଲ ପମ୍ପ ଠାରେ ବୁଧବାର ଦୂର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ବାଣପୁର ଥାନା…
ଗାଁ ସାଥିଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ଗ୍ରାମବାସୀ: ବିଡ଼ିଓଙ୍କ ଦ୍ବାରସ୍ଥ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ
ଥୁଆମୂଳ ରାମପୁର,୨୮।୫(ଦୁର୍ଗା କୀର୍ତ୍ତି): ଅଧିକାଂଶ ଗାଁରେ ଥିବା ଗାଁସାଥିଙ୍କ କାର୍ଯ୍ୟକଳାପରେ ଗ୍ରାମବାସୀ ଓ ଶ୍ରମିକମାନେ ଅସନ୍ତୋଷ ପ୍ରକାଶ କରି ବ୍ଳକ ଓ ଗ୍ରାମପଞ୍ଚାୟତରେ ସେମାନଙ୍କ ନାମରେ ବାରମ୍ବାର ଅଭିଯୋଗ କରିଆସୁଥିବା ସତ୍ତ୍ୱେ ସରପଞ୍ଚ କିମ୍ବା ବ୍ଳକ ପ୍ରଶାସନ ଏ ଦିଗରେ କୌଣସି…
ଆଜି ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ
ବଲାଙ୍ଗୀର/ପାଟଣାଗଡ଼,୨୮ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସଚ୍ଚିଦାନନ୍ଦ ମହାକୁର):ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପ୍ରକାଶ ପାଇବ। ଦୀର୍ଘ ୭ ବର୍ଷର ଅପେକ୍ଷା ପରେ ଏହି ରାୟ ପ୍ରକାଶ ପାଇବାକୁ ଯାଉଥିବାରୁ ବିଭିନ୍ନ ମହଲରେ…
ଅଘୋଷିତ ବିଦ୍ୟୁତ୍ କାଟ: ଲୋକେ ଅତିଷ୍ଠ
ନୂଆପଡ଼ା,୨୮ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରି ସେକ୍ସନ ଅଧୀନ ବିଭିନ୍ନ ଗାଁରେ ଅଘୋଷିତ ବିଦ୍ୟୁତ୍ କାଟ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଅସହ୍ୟ ଗୁଳୁଗୁଳି ସମୟରେ ବିଦ୍ୟୁତ୍ କାଟ ଲୋକଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଦେଇଛି। ସୋମବାର ରାତି…
ଗୁରୁଦେବ ଶ୍ରୀରାମ ଚନ୍ଦ୍ର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ସ୍ପନ୍ଦନ-ସୁମିତ ଯୁଗ୍ମ ଟପ୍ପର
କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରା ପଞ୍ଚାୟତ ଶିଶାଖାଲସ୍ଥିତ ଗୁରୁଦେବ ଶ୍ରୀରାମ ଚନ୍ଦ୍ର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁକ୍ତ ୨ ବିଜ୍ଞାନ ପାସ୍ ହାର ଶତ ପ୍ରତିଶତ ରହିଛି। ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ…
ଓଟିଇଟି ପାସ୍ ନ କଲେ ପଦୋନ୍ନତି ମନା: ଗଣଶିକ୍ଷା ବିଭାଗର ଅଜବ ନିର୍ଦ୍ଦେଶନାମା
ସୋନପୁର,୨୮ା୫(ମୃତ୍ୟୁଞ୍ଜୟ ଶତପଥୀ):୨୦୧୧ ମସିହା ପୂର୍ବରୁ ନିଯୁକ୍ତ ସମସ୍ତ ଶିକ୍ଷକଙ୍କୁ ପଦୋନ୍ନତି ପାଇବାକୁ ହେଲେ ଓଟିଇଟି(ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା) ଦେବାକୁ ପଡିବ l ଏପରିକି ଅବସରର ଦ୍ୱାରଦେଶରେ ଥିବା ପ୍ରାଥମିକ ଶିକ୍ଷକଙ୍କ ପାଇଁ ମଧ୍ୟ ଓଟିଇଟି ବିନା ପଦୋନ୍ନତି ମନା। ଏହିପରି…
ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍କୁ ଧକ୍କା, ଚାଲିଗଲା ୨ ବାଇକ ଆରୋହୀଙ୍କ ଜୀବନ
ରାୟଗଡା,୨୭।୫(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ସିର୍ଜୁଳି ପଞ୍ଚାୟତର କଇଠପଦର ନିକଟ ମୁଖ୍ୟରାସ୍ତା ଉପରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଛିଡା ହୋଇଥିବା ଏକ ଲୁହା ରଡ ବୋଝେଇ ଟ୍ରକକୁ ଧକ୍କା ଦେଇ ୨ ବାଇକ ଆରୋହୀଙ୍କ…
ଲଗାଣ ବର୍ଷା ସତ୍ତ୍ୱେ ପିଚୁ ଢ଼ାଳି ଚାଲିଛି ରାସ୍ତା କାମ, ବିରୋଧ କରିବାରୁ ନାଲିଆଖି ଦେଖାଇଲେ ଠିକାଦାର
ପାରଳାଖେମୁଣ୍ଡି,୨୭।୫(ଗିରିଧାରୀ ପରିଛା): ଗଜପତି ପୂର୍ତ୍ତ ବିଭାଗର ଯନ୍ତ୍ରୀ, ଠିକାଦାର, କର୍ମଚାରୀ ଆଦିଙ୍କ କାମ ଉପରେ କୌଣସି ପ୍ରକାରର ଲଗାମ ନାହିଁ । ଯାହାର ସଦ୍ୟ ଚିତ୍ର ଦେଖିବାକୁ ମିଳିଛି ପିଚୁ ରାସ୍ତା ତିଆରିରେ ହେଉଥିବା ବ୍ୟାପକ ଅନିୟମିତତାରେ। ସୂଚନାନୁଯାୟୀ, ଜିଲାରେ ରାସ୍ତା…
ସନ୍ଦିଗ୍ଧ ମାଓବାଦୀଙ୍କ ଦ୍ୱାରା ଅପହୃତ ବିସ୍ଫୋରକ ଭର୍ତ୍ତି ଟ୍ରକ ଉଦ୍ଧାର
କୋଇଡା,୨୭।୫: ମଙ୍ଗଳବାର ସକାଳେ ପ୍ରାୟ ୩୦ ଜଣ ସନ୍ଦିଗ୍ଧ ମାଓବାଦୀଙ୍କ ଦ୍ୱାରା ଅପହରଣ କରାଯାଇଥିବା ବିସ୍ଫୋରକ ଭର୍ତ୍ତି ଟ୍ରକଟି ସୁନ୍ଦରଗଡ଼ ପୋଲିସ ଏବଂ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ଦ୍ୱାରା ଏକ ମିଳିତ ସର୍ଚ୍ଚ ପରେ ସନ୍ଧ୍ୟାରେ ଉଦ୍ଧାର କରାଯାଇଛି।…
ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଜବତ, ୨୨ଜଣଙ୍କୁ ବାନ୍ଧିଲା…
କୋରାପୁଟ,୨୭।୫(ଅମିତାଭ ବେହେରା): କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଜବତ ହୋଇଥିବା ବେଳେ ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ପ୍ରକାଶ କରିଛନ୍ତି।…
Archives


