ଆମ ଜିଲା ଖବର

ଚଢ଼ାଦରରେ ବିକ୍ରି କରୁଥିଲେ ସାର, ବରଗଡ଼ର ଏହି ୨ ଦୋକାନୀଙ୍କ ଲାଇସେନ୍ସ ରବ୍ଦ କଲା…

ବରଗଡ଼,୧୧।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାର କଳାବଜାର ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରୀ ଧାର୍ଯ୍ୟ ମୂଲ୍ୟଠାରୁ ଅଧିକ ଦରରେ କିଛି ଦୋକାନୀ ସାର ବିକ୍ରି କରୁଥିବା ଯୋଗୁ ଚାଷୀମାନେ ଶୋଷିତ ହେଉଛନ୍ତି। ତେବେ ଏଭଳି ଚଢ଼ାଦରରେ ସାରବିକ୍ରି ଜିଲାର ୨ସାର…

ମାଟ୍ରିକ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍‌ ମାମଲା, ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା

ପଦ୍ମପୁର,୧୧ା୩(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁରରେ ଦଶମ ଶ୍ରେଣୀର ସାମାଜିକ ବିଜ୍ଞାନ ପ୍ରଶ୍ନ ପତ୍ର ଲିକ୍‌ ମାମଲାରେ ବିଭିନ୍ନ ସ୍କୁଲର ୮ଜଣ ଶିକ୍ଷକଙ୍କୁ ପୋଲିସ ଅଟକ ରଖିଥିଲା। ସେମାନଙ୍କ ମଧ୍ୟରୁ ୬ ଜଣ ଶିକ୍ଷକଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦିଆଯାଇଥିବା ଥିବା…

ରୁଦ୍ର ମହାଯଜ୍ଞ ନିମନ୍ତେ ସ୍ଥାପନ ହେଲା ଶୁଭସ୍ତମ୍ଭ, ଆସନ୍ତା ୨୨ରୁ…

ଦିଗପହଣ୍ଡି,୧୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତର ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶ୍ୱର ଶୈବପୀଠରେ ଆସନ୍ତା ୨୨ ତାରିଖଠାରୁ ଆରମ୍ଭ ହେବାକୁ ଥିବା ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ନିମନ୍ତେ ବୁଧବାର ମନ୍ଦିର ପ୍ରାଙ୍ଗଣରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି।…

ରାଜଗାଙ୍ଗପୁରରେ ଚାଞ୍ଚଲ୍ୟ: ୭ ବର୍ଷୀୟା ନାବାଳିକାଙ୍କୁ ହତ୍ୟା

ରାଜଗାଙ୍ଗପୁର,୧୧।୩: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୭ ବର୍ଷୀୟା ନାବାଳିକାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ରାଜଗାଙ୍ଗପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ପଚରାଉଚରା କରୁଛି। ମିଳିଥିବା ସୂଚନା ମୁତାବକ, ୩ ଦିନ…

ଡ୍ୟୁଟି ପାଇଁ ଯାଉଥିଲେ, ସାମ୍ନାରୁ ଆସି ପିଟିଲା ବାଇକ୍‌; ଚାଲିଗଲା ଗ୍ରାମରକ୍ଷୀଙ୍କ ଜୀବନ, ଜଣେ ଯବାନ…

କୋକସରା,୧୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ସ୍ଥିତ ଦାସ କଲୋନୀ ନିକଟରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗ୍ରାମରକ୍ଷୀଙ୍କ…

ଅନାସ୍ଥା ଭୋଟ୍‌ରେ ହାରିଗଲେ ପୌର ଉପାଧ୍ୟକ୍ଷା, ଜିତିଲେ…

ରାୟଗଡ଼ା,୧୧ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌରପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟିଂ ଫଳାଫଳ ବୁଧବାର ପ୍ରକାଶ ପାଇଛି। ହାଇକୋର୍ଟରେ ରାୟ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ଫଳାଫଳ ଘୋଷଣା କରାଯାଇଛି। ଏହାପରେ ପଦ…

ବାଇକ୍‌ରେ ଚୋରା ଚାଲାଣ କରୁଥିଲେ ମଦ, ଘଟଣାସ୍ଥଳରୁ ମିଳିଲା…

ଦିଗପହଣ୍ଡି,୧୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଢେପାଗୁଡ଼ା, ତେଲିଆପଲ୍ଲୀ ସମେତ ବ୍ରହ୍ମପୁର ସଦର ଥାନା ଡେଙ୍ଗାପଦର ଗ୍ରାମରେ ବୁଧବାର ଅବକାରୀ ଟିମ୍‌ ଅତର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ…

ପୋଖରୀରୁ ମାଛ ଧରିବା ନେଇ ଗ୍ରାମରେ ଦେଖା ଦେଇଥିବା ବିବାଦ ଥମିଲା

ପୁରୁଷୋତ୍ତମପୁର,୧୧ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଣୀଗାଁ କାନକାଟି ପୋଖରୀରୁ ମାଛ ଧରିବାକୁ କେନ୍ଦ୍ର କରି ଲାଗି ରହିଥିବା ବିବାଦର ଏକପ୍ରକାରର ଅନ୍ତ ଘଟିଛି। ଶେଷରେ ପୋଖରୀରେ ଜାଲପଡ଼ିଥିବା ବେଳେ ମାତ୍ର ୬୨୦ ଟଙ୍କା ଲାଭ ମିଳିଥିବା ଜାଣିବାକୁ ମିଳିଛି।…

୧୨ରୁ କାର୍ଯ୍ୟବନ୍ଦ କରିବେ ନର୍ସିଂ, ପାରା ମେଡିକାଲ କର୍ମଚାରୀ

କୋରାପୁଟ,୧୧ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ଜଣେ ଅଧିକାରୀଙ୍କ ବଦଳି ଦାବି କରି ଦୀର୍ଘ ଦିନରୁ ବିବାଦ ଲାଗି ରହିଛି। ହେଲେ ବିବାଦର ସମାଧାନ ନ ହେବାରୁ ନର୍ସିଂ ଓ ପାରା ମେଡିକାଲ କର୍ମଚାରୀମାନେ…

ମାଛ ଜାଲରୁ ସାପକୁ ଉଦ୍ଧାର କରିବାବେଳେ ମାରିଲା ଚୋଟ, ଆଉ ତା’ ପରେ…

ଆନନ୍ଦପୁର,୧୧ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା କଲରା ଗଡ଼ିଆ ଗ୍ରାମର ସୁଜିତ ନାଏକ (୪୫)ବିଷଧର ସାପ ଚୋଟରେ ମୃତ୍ୟୁ ଘଟିଛି। ସୂଚନାରୁ ଜଣାପଡ଼ିଛି, ସୁଜିତ ବୁଧବାର ସକାଳୁ ନିକଟସ୍ଥ ନଦୀରେ ଜାଲ ମାଛ ଧରିବା ପାଇଁ…

ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ, ଘୁମୁସରର ରାଜା-ପ୍ରଜାମାନଙ୍କ ପାଇଁ ଆଜି…

ଭଞ୍ଜନଗର,୧୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ବୁଧବାର ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟବକ୍ତା ଭାବେ ସଂସ୍କୃତି ଗବେଷକ ଡ. ଅନନ୍ତ ରାମ କର…

ନିଲମ୍ବିତ ହେଲେ ଫରେଷ୍ଟଗାର୍ଡ, ଏହି କାର୍ଯ୍ୟ ପାଇଁ ହେଡ୍‌ କ୍ୱାର୍ଟର୍ସରେ…

ପାଟଣା,୧୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନର ଫରେଷ୍ଟଗାର୍ଡ ହୃଦାନନ୍ଦ ମହାନ୍ତିଙ୍କୁ ମଙ୍ଗଳବାର ଡିଏଫ୍‌ଓ ଧନରାଜ ସରକାରୀ କାର୍ଯ୍ୟରେ ଅବହେଳା, ନିଆଁ ନିୟନ୍ତ୍ରଣରେ ବିଫଳ, ଟ୍ରେନିଙ୍ଗ ନ ଯିବା, ହାତୀ ନଷ୍ଟ କରିଥିବା ଫସଲର କ୍ଷୟ କ୍ଷତି ଆକଳନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri