ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…
ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ ବଂଶଧରମାନେ ଲୁଣା ହେନ୍ତାଳ ଜଙ୍ଗଲ ମଧ୍ୟରେ ବସବାସ କରିଆସୁଛନ୍ତି। ତେବେ ସ୍ୱାଧୀନତାର ଏତେ…
ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା
ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଉକ୍ତ ଗ୍ରାମର ଟୁନା ନାୟକ (୨୮)।…
ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି
ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ପ୍ରକାଶ ଯେ, ବ୍ଲକ ମୁଖ୍ୟାଳୟଠାରୁ ମାତ୍ର ଗୋଟିଏ…
କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍ଆଣ୍ଡ୍ଟି କର୍ମଚାରୀଙ୍କ ମୃତ୍ୟୁ
ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟି ଜଣେ ୧୯ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ…
ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ
ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ ଦାଦନ ଖଟିବାକୁ ଯାଉଛନ୍ତି। ହେଲେ ସେମାନଙ୍କ ପ୍ରତି ନିର୍ଯାତନା ଥମୁ ନାହିଁ। ଅଧିକ…
ବିଦ୍ୟୁତ୍ କାର୍ଯ୍ୟାଳୟରେ ପଡ଼ିଲା ତାଲା
କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି ସମୟରେ ଯାତାୟାତରେ ଅସୁବିଧା ହେଉଥିବାରୁ ବିଦ୍ୟୁତ୍ ବିଭାଗ ନିକଟରେ ଗ୍ରାମବାସୀ ଲିଖିତ ଅଭିଯୋଗ…
ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ
ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ଏକ ଦନ୍ତାହାତୀ ଗାଁ ଗାଁ ବୁଲୁଥିବା ବେଳେ ଲୋକଙ୍କ ସହ…
ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…
ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ କ୍ରମେ ଆନନ୍ଦପୁର ଉପଖଣ୍ଡରେ ନିରାପତ୍ତା ବ୍ୟବସ୍ଥାକୁ ଅତ୍ୟନ୍ତ କଡ଼ାକଡ଼ି କରାଯାଇଛି। ଏହି ପ୍ରସ୍ତୁତିର…
ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…
ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର ଜିଲାରେ ଚର୍ଚ୍ଚା ଜୋର ଧରିଛି। ଅନ୍ୟପକ୍ଷେ ଜିଲାସ୍ତରରେ ୮୦୦ ମିଟର ଦୌଡ଼ରେ ଭାଗ…
ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍ପିଙ୍କ ପ୍ରଶଂସା
ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା ମ୍ୟାକ୍ସ ପିକ୍ଅପ୍ ଭ୍ୟାନ୍ ଏବଂ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…
ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ
ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ନଗର କ୍ଲଷ୍ଟର ସିଆରସିସି ଅନିଲ କୁମାର…
କରଞ୍ଜିଆରୁ ଫେରୁଥିଲେ ଏସ୍ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…
ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡ଼ା ଫାଣ୍ଡି ଅଧିକାରୀ ପାର୍ତ୍ତ ଓରାମଙ୍କୁ ଶନିବାର ନିଲମ୍ବିତ କରାଯାଇଛି। କେନ୍ଦୁଝର ଏସ୍ପି…

