ବାଇକ୍କୁ ପିଟିଲା ବରଯାତ୍ରୀ ଗାଡ଼ି: ଦୁଇ ବାଇକ୍ ଆରୋହୀ ଗୁରୁତର
ଧର୍ମଶାଳା,୨୫।୫(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଶଙ୍ଖାଢିଅ ନିକଟରେ ଏକ ବରଯାତ୍ରୀ ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ଗୋକନେଶ୍ୱର ମନ୍ଦିରରେ ବାହାଘର ଚାଲିଥିବା ବେଳେ ବର ଗାଡ଼ିଟି ତେଲ ପକାଇବା ପାଇଁ ଶଙ୍ଖାରିଢିଅ ନିକଟସ୍ଥ…
ମଇଁଷି ଚାଲାଣ ପଡ଼ିଲା ମହଙ୍ଗା
ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଗୁରୁବାର ଖାରିଗୁଡ଼ା ଟୋଲ୍ ଗେଟ ନିକଟରୁ ବେଆଇନ ଭାବେ ମଇଁଷି ଚାଲାଣ କରୁଥିବା ଅଭିଯୋଗରେ ୪ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ଆଶିଷ କନ୍ଧ ପାଣି,…
ରାଜୀବ ଗାନ୍ଧୀଙ୍କ ନୀତି, ଆଦର୍ଶକୁ ଅନୁସରଣ କରାଯାଉ
କେସିଙ୍ଗା,୨୨ା୫(ତୁମେଶ୍ବର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା କଂଗ୍ରେସ ଭବନରେ ଗୁରୁବାର ଟାଉନ ସଭାପତି ସୁଭାଷ ଜୈନଙ୍କ ସଭାପତିତ୍ୱରେ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ସୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। ରାଜୀବ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ କାଳରେ ହୋଇଥିବା ବିଭିନ୍ନ ଦୃଷ୍ଟାନ୍ତମୂଳକ କାର୍ଯ୍ୟକ୍ରମ ବିଷୟରେ କର୍ମୀମାନେ…
ଜେଲ ଗଲେ କୁଖ୍ୟାତ ଅପରାଧୀ
ଦିଗପହଣ୍ଡି,୨୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣାଶୁଣା କୁଖ୍ୟାତ ଜଣେ ପେସାଦାର ଅପରାଧୀଙ୍କୁ ଦିଗପହଣ୍ଡି ପୋଲିସ ପୁଣି ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ଦିଗପହଣ୍ଡି-ଆସିକା ରାସ୍ତା କେନାଲ ସାହିରେ ରହୁଥିବା ପଦ୍ମନାଭପୁର ଗ୍ରାମର…
କୋର୍ଟରେ ମିଳିଲା ସାଂଘାତିକ ପ୍ରମାଣ! ପ୍ରିୟଙ୍କାଙ୍କ ସହ ଜ୍ୟୋତି ପୁରୀରେ…
ପୁରୀ,୨୨।୫: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ସହ ଓଡ଼ିଆ ୟୁଟ୍ୟୁବର ପ୍ରିୟଙ୍କା ସେନାପତିଙ୍କୁ ପୁରୀ ପୋଲିସ ଜେରା କରିଛି। ଜେରା ସମୟରେ ପ୍ରିୟଙ୍କା କହିଛନ୍ତି ଯେ ଜ୍ୟୋତି ମାଲହୋତ୍ରା ଓଡ଼ିଶାରେ ଥିବା ସମୟରେ କୋଣାର୍କ ଓ ଚିଲିକା ଗସ୍ତ କରିଥିଲେ। ଏହି ସୂଚନା…
୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୩୬୦୦୦ ନିଯୁକ୍ତି ସୁଯୋଗ…
ଭୁବନେଶ୍ୱର, ୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହା ୩୬,୦୦୦ ଲୋକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବ।…
ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ସ୍ବାମୀଙ୍କୁ ବାନ୍ଧିଲା ପୋଲିସ
ଦିଗପହଣ୍ଡି,୨୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମର ରିତୁ ବେହେରାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଥାନାରେ ଅଟକ ଥିବା ରିତୁଙ୍କ ସ୍ବାମୀ ମୟୂର ବେହେରାଙ୍କୁ ଗୁରୁବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା…
MGNREGA କାମରେ ମହା ଦୁର୍ନୀତି: ୪ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ
ରାୟଗଡ଼ା,୨୨।୫(ଆଶିଷ ରଞ୍ଜନ ପଣ୍ଡା:): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ପୋଖରୀ ଖନନ ନାଁରେ ସରକାରୀ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଜଳଛାୟା ମିଶନ ଓ ମୃତ୍ତିକା ସଂରକ୍ଷଣ ବିଭାଗର ୪ଜଣ ସରକାରୀ କର୍ମଚାରୀଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରଛି। କାଶୀପୁର ବ୍ଲକରେ…
ଚିଲିକାରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ
ଖଲ୍ଲିକୋଟ,୨୨ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଉପର ଆଲପୁର ନିକଟ ଚିଲିକା ମଝିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ବୁଧବାର ଅପରାହ୍ନରେ ସ୍ଥାନୀୟ ମାଛଧରାଳି ଦେଖିଥିଲେ। ପରେ ଖଲ୍ଲିକୋଟ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଖଲ୍ଲିକୋଟ…
ହାତୀପଲଙ୍କ ଦୌରାତ୍ମ୍ୟ: ବିଦ୍ୟାଳୟ କୋଠା ସମେତ ଭାଙ୍ଗିଲେ ୩ ଘର
ଭଞ୍ଜନଗର,୨୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ହାତୀପଲ କିଛିମାସ ନୀରବ ରହିବା ପରେ ବୁଧବାର ରାତିରେ ପୁଣି କେତେକ ଗ୍ରାମରେ ପଶି ଭଙ୍ଗାରୁଜା କରିଛନ୍ତି। ଗତକାଲି ରାତିରେ ୨୭ ଟିକିଆ ହାତୀପଲ କନ୍ଧମାଳ ଜିଲାରୁ ଆସି ମୁଜାଗଡ଼…
ପରଲୋକରେ ପାଟଣା ୨୧ ନଂ ଜିଲା ପରିଷଦ ଜୋନ୍ ସଦସ୍ୟ
ପାଟଣା,୨୨ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ୨୧ ନମ୍ବର ଜିଲା ପରିଷଦ ସଦସ୍ୟ ପ୍ରପୁଲ୍ଲ ନାୟକଙ୍କ ହୃଦ୍ଘାତରେ ବୁଧବାର ବିଳମ୍ବିତ ରାତିରେ କେନ୍ଦୁଝର ଧରଣୀଧର ମେଡିକାଲ କଲେଜରେ ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ…
ଟ୍ରେନ୍ରେ କଟି ଅଜଣା ବ୍ୟକ୍ତିଙ୍କ ଜୀବନ ଗଲା, ୭ ଘଣ୍ଟା ପରେ ବି…
କେସିଙ୍ଗା,୨୨ା୫(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ଼ ଷ୍ଟେଶନଠାରୁ ୫୦୦ ମିଟର ଦୂରରେ ଏକ ଅଜଣା ବ୍ୟକ୍ତି ଟ୍ରେନରେ ଗୁରୁବାର ସକାଳେ କଟି ରେଳ ଧାରଣା ପାର୍ଶ୍ୱରେ ପଡ଼ିଥିବାର ଜଣା ପଡ଼ିଛି। କାର୍ଯ୍ୟରତ କିମ୍ୟାନ୍ ଦେଖିଲା ପରେ କାଣ୍ଡେଲ…
Archives


