ବାଇକ୍ରେ ଚୋରା ଚାଲାଣ କରୁଥିଲେ ମଦ, ଘଟଣାସ୍ଥଳରୁ ମିଳିଲା…
ଦିଗପହଣ୍ଡି,୧୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଢେପାଗୁଡ଼ା, ତେଲିଆପଲ୍ଲୀ ସମେତ ବ୍ରହ୍ମପୁର ସଦର ଥାନା ଡେଙ୍ଗାପଦର ଗ୍ରାମରେ ବୁଧବାର ଅବକାରୀ ଟିମ୍ ଅତର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ…
ପୋଖରୀରୁ ମାଛ ଧରିବା ନେଇ ଗ୍ରାମରେ ଦେଖା ଦେଇଥିବା ବିବାଦ ଥମିଲା
ପୁରୁଷୋତ୍ତମପୁର,୧୧ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଣୀଗାଁ କାନକାଟି ପୋଖରୀରୁ ମାଛ ଧରିବାକୁ କେନ୍ଦ୍ର କରି ଲାଗି ରହିଥିବା ବିବାଦର ଏକପ୍ରକାରର ଅନ୍ତ ଘଟିଛି। ଶେଷରେ ପୋଖରୀରେ ଜାଲପଡ଼ିଥିବା ବେଳେ ମାତ୍ର ୬୨୦ ଟଙ୍କା ଲାଭ ମିଳିଥିବା ଜାଣିବାକୁ ମିଳିଛି।…
୧୨ରୁ କାର୍ଯ୍ୟବନ୍ଦ କରିବେ ନର୍ସିଂ, ପାରା ମେଡିକାଲ କର୍ମଚାରୀ
କୋରାପୁଟ,୧୧ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ଜଣେ ଅଧିକାରୀଙ୍କ ବଦଳି ଦାବି କରି ଦୀର୍ଘ ଦିନରୁ ବିବାଦ ଲାଗି ରହିଛି। ହେଲେ ବିବାଦର ସମାଧାନ ନ ହେବାରୁ ନର୍ସିଂ ଓ ପାରା ମେଡିକାଲ କର୍ମଚାରୀମାନେ…
ମାଛ ଜାଲରୁ ସାପକୁ ଉଦ୍ଧାର କରିବାବେଳେ ମାରିଲା ଚୋଟ, ଆଉ ତା’ ପରେ…
ଆନନ୍ଦପୁର,୧୧ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା କଲରା ଗଡ଼ିଆ ଗ୍ରାମର ସୁଜିତ ନାଏକ (୪୫)ବିଷଧର ସାପ ଚୋଟରେ ମୃତ୍ୟୁ ଘଟିଛି। ସୂଚନାରୁ ଜଣାପଡ଼ିଛି, ସୁଜିତ ବୁଧବାର ସକାଳୁ ନିକଟସ୍ଥ ନଦୀରେ ଜାଲ ମାଛ ଧରିବା ପାଇଁ…
ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ, ଘୁମୁସରର ରାଜା-ପ୍ରଜାମାନଙ୍କ ପାଇଁ ଆଜି…
ଭଞ୍ଜନଗର,୧୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ବୁଧବାର ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟବକ୍ତା ଭାବେ ସଂସ୍କୃତି ଗବେଷକ ଡ. ଅନନ୍ତ ରାମ କର…
ନିଲମ୍ବିତ ହେଲେ ଫରେଷ୍ଟଗାର୍ଡ, ଏହି କାର୍ଯ୍ୟ ପାଇଁ ହେଡ୍ କ୍ୱାର୍ଟର୍ସରେ…
ପାଟଣା,୧୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନର ଫରେଷ୍ଟଗାର୍ଡ ହୃଦାନନ୍ଦ ମହାନ୍ତିଙ୍କୁ ମଙ୍ଗଳବାର ଡିଏଫ୍ଓ ଧନରାଜ ସରକାରୀ କାର୍ଯ୍ୟରେ ଅବହେଳା, ନିଆଁ ନିୟନ୍ତ୍ରଣରେ ବିଫଳ, ଟ୍ରେନିଙ୍ଗ ନ ଯିବା, ହାତୀ ନଷ୍ଟ କରିଥିବା ଫସଲର କ୍ଷୟ କ୍ଷତି ଆକଳନ…
ଭୁଶୁଡୁଛି ମାଓବାଦୀଙ୍କ ଗଡ଼, ଏକାଥରେ ଆତ୍ମସମର୍ପଣ କଲେ ୧୦ ଦୁର୍ଦ୍ଦାନ୍ତ….
ଫୁଲବାଣୀ,୧୧।୩(ରାକେଶ କୁମାର ରାଉତ): ଫୁଲବାଣୀ ରିଜର୍ଭ ପୋଲିସ୍ ପଡ଼ିଆରେ ଆତ୍ମସମର୍ପଣ କଲେ ୧୦ ମାଓବାଦୀ । ପାଖେଇ ଆସୁଛି ମାର୍ଚ୍ଚ ୩୧ ତାରିଖ। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡିଶା ଆସି ଫେରି ଯାଇଛନ୍ତି । ପୋଲିସ ମାଓବାଦୀ…
‘ଛାତ୍ରୀମାନେ ଶାରୀରିକ-ମାନସିକ ସ୍ତରରେ ସୁଦୃଢ଼ ହେବାକୁ ପଡିବ’
ଭଞ୍ଜନଗର,୧୧/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ ଦିନ ବ୍ୟାପି ଚାଲିଥିବା ବାଳିକା ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଡିଓ ଭାରତୀ ଦେବୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀମାନଙ୍କୁ…
ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ବିଧାୟକ କହିଲେ, ଏଥର ଲେଖାଯିବ ନୂଆ ଇତିହାସ
ଭଞ୍ଜନଗର,୧୧/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରା ପାଇଁ ବୁଧବାର ଶୁଭ ସ୍ତମ୍ଭ ସ୍ଥାପନ ହୋଇଛି। ଏନେଇ ଠାକୁରାଣୀ ମନ୍ଦିର ଏବଂ କୁଲାଡ ବ୍ୟାଘ୍ର ଦେବୀ ମନ୍ଦିରରୁ ଶୋଭାଯାତ୍ରାରେ ବରଣମାଳା ଶୁଭ ସ୍ତମ୍ଭ ସ୍ଥାପନସ୍ଥଳକୁ ଅଣାଯାଇଥିଲା। ଏହାପରେ ପୂଜାର୍ଚ୍ଚନା ପରେ…
ଜାରକା ବଜାରରେ ନକଲି ଡାକ୍ତର! ରୋଗୀଙ୍କ ଜୀବନ ସହ ଖେଳୁଛନ୍ତି ନକଲି….
ଧର୍ମଶାଳା,୧୧।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ବିଭିନ୍ନ ଛକ ବଜାରରେ ମାଳମାଳ ଔଷଧ ଦୋକାନ ସହିତ ରୋଗୀ ଦେଖିବା ପାଇଁ ଡାକ୍ତର ଚାମ୍ବର କରାଯାଇଛି । ଏହି ଚମ୍ବାରକୁ ବିଭିନ୍ନ ବିଭାଗର ଡାକ୍ତରମାନେ ଆସି ରୋଗୀମାନଙ୍କୁ ଦେଖିଥାନ୍ତି…
୫ ମାସ ପରେ ମିଳିଲା ଚୋରି ଟ୍ରାକ୍ଟର, ୫ ଜଣଙ୍କୁ ବାନ୍ଧିଲା ପୋଲିସ
ଲୋଇସିଂହା,୧୧।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାହାଜଛାପର ଗାଁରୁ ୨୦୨୫ ଅକ୍ଟୋବର ମାସରେ ଚୋରି ହୋଇଥିବା ଏକ ଟ୍ରାକ୍ଟରକୁ ଲୋଇସିଂହା ପୋଲିସ ଆନ୍ଧ୍ରରୁ ଉଦ୍ଧାର କରିଛି। ଏହି ଚୋରି ଘଟଣାରେ ୫ ଜାଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ…
ଛତିଶଗଡ଼ରୁ ଟିଟିଲାଗଡ଼ ଆସୁଥିବାବେଳେ ଗଛରେ ପିଟିହେଲା ପିକ୍ଅପ୍ ଭ୍ୟାନ୍: ତା’ପରେ…
ବଲାଙ୍ଗୀର,୧୧।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ ୨୬ନମ୍ବର ଜାତୀୟ ରାଜପଥ ରାସ୍ତା ବିଜୟାନନ୍ଦ ଚିନିକଲ କଲୋନୀର ନିକଟରେ ବୁଧବାର ସକାଳେ ଏକ ସଡକ ଦୁର୍ଘଟଣା ଘଟିଛି। ପିକ୍ଅପ୍ ଗାଡି ଧରି ରାସ୍ତାରେ ଆସୁଥିବାବେଳେ ଗାଡ଼ି ଚାଳକଙ୍କ ଆଖି ଲାଗିଯିବାରୁ ଭାରସାମ୍ୟ…
Archives


