ଆମ ଜିଲା ଖବର

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ ପରିସରରେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ତ୍ରିପତି ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ ଗାଁ, ବିକଶିତ ଓଡ଼ିଶା ବିକାଶ ଯୋଜନା ଏବଂ ଝରିଗାଁ ବିଧାୟକଙ୍କ ନିଜସ୍ବ ଫଣ୍ଡରୁ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ ପିଟି ହୋଇ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ ଚଳିତ ବର୍ଷ ଧାନ ବିକ୍ରୟ କାର୍ଡ ପାଇଁ ପଞ୍ଜୀକରଣ ହେଉଛି। ଚଳିତବର୍ଷ ସ୍ବାଭାବିକଠାରୁ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା ସହ ଘଟଣାସ୍ଥଳରୁ ଫେରାର ମାରିଥିଲେ। ପରେ ଲୋକେ ଚାଳକଙ୍କୁ କାବୁ କରି ଥାନାରେ…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର କାରବାରର ମୁଖ୍ୟ କିଙ୍ଗ୍‌ପିନ୍‌ ବାଲିଗୁଡ଼ା କଟାରୀ ସାହିର ରାଧେଶ୍ୟାମ କାର୍ଜି (୨୭)ଙ୍କୁ ୫୯…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇ ଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଝରିଗାଁ ଗ୍ରାମର ଶିବ ରାମ ପାଢ଼ୀ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ହେଲେ ଯୁବକଙ୍କ ପରିଚୟ ମିଳିପାରିନାହିଁ। ଯୁବକଙ୍କ ବୟସ ଆନୁମାନିକ ୪୫ ବର୍ଷ ହେବ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ଅନୁସାରେ, ବିବାହର ପ୍ରତିଶ୍ରୁତି…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା ଭବନ କନଭେନସନ୍ ସେଣ୍ଟରଠାରେ ‘Mission Zero—Ending Fatality in Sanitation Work’ ଶୀର୍ଷକ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭ ଫୁଟ ଲମ୍ବର ଏକ ଅଜଗରକୁ ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରିଛନ୍ତି।…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ ଶୋଭାଯାତ୍ରା ପାଇଁ ପୋଲିସ ଅନୁମତି ବାଧ୍ୟତାମୂଳକ। ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?