ଆମ ଜିଲା ଖବର

ଗାଜଲବାଡ଼ି ଘାଟିରେ ଫସିଛି ଟ୍ୟାଙ୍କର; ଦାରିଙ୍ଗବାଡ଼ିରୁ ବ୍ରହ୍ମପୁର, ଭଞ୍ଜନଗର ଯାତାୟାତ ଠପ୍‌

ଦାରିଙ୍ଗବାଡି, ୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଯାତାୟାତ ଠପ ହୋଇଯାଇଛି। ଉକ୍ତ ଘାଟି ରାସ୍ତାର ଏକ ବୁଲାଣିରେ ଟ୍ୟାଙ୍କର ଫସିଯିବା କାରଣରୁ ଏଭଳି ସ୍ଥିତି ସୃଷ୍ଟି…

ଟୋଲ୍‌ପ୍ଲାଜା ବୁଥ୍‌ ଉପରକୁ ଚଢ଼ିଗଲା କାର୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବୈଶିଙ୍ଗା,୨୦ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ପଦ୍ମନାଭପୁର ଟୋଲ୍‌ପ୍ଲାଜା ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି…

ରେଲୱେରେ ଚାକିରି କରାଇବା ନାଁ ରେ ଯୁବତୀଙ୍କୁ …

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର) ରେଲୱେରେ ଚାକିରି କରାଇବା ନାଁରେ ଜଣେ ଯୁବତୀଙ୍କଠାରୁ ୧୩ ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଦିଗପହଣ୍ଡି ଥାନା ଫାସିଗୁଡ଼ା ଗ୍ରାମର ସଙ୍ଗୀତା ପାତ୍ର ଥାନାରେ ଏତଲା ଦେଇଛନ୍ତି । ଭାରପ୍ରାପ୍ତ ଥାନା ଆଇଆଇସି…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ଭାଇରାଲ ଭୟ ଦେଖାଇ ୫ ଲକ୍ଷ, ସୁନାଗହଣା ନେଇଗଲେ…

କୁଆଁରମୁଣ୍ଡା,୨୦।୭(ମହେନ୍ଦ୍ର କୁମାର ସାହୁ): ଜଣେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରିବା ଏବଂ ବଳାତ୍କାର ସମୟର ଭିଡିଓ ଭାଇରାଲ କରିବା ଧମକ ଦେଇ ୫ ଲକ୍ଷ ଟଙ୍କା ଓ ସୁନାଗହଣା ଠକି ନେବା ଭଳି ସଙ୍ଗିନ ଅଭିଯୋଗ ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର…

ଘରକୁ ସାଇକେଲରେ ଫେରୁଥିବା ବେଳେ ଯୁବତୀଙ୍କୁ ଅସଦାଚରଣ କରି ଯୁବକ ଫେରାର

ବଅଁରପାଳ,୨୦।୭ (ସୁବାସ ସାହୁ): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅଞ୍ଚଳରେ ଶୁକ୍ରବାର ରାତି ପ୍ରାୟ ୯ଟା ୩୦ରେ ଜଣେ ଯୁବତୀଙ୍କୁ ଅସଦାଚରଣ କରାଯାଇଛି। ଏ ନେଇ ଥାନାରେ ଯୁବତୀଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇ ନ ଥିଲେ ମଧ୍ୟ ପୋଲିସ ଘଟଣାସ୍ଥଳକୁ…

ଅବ୍ୟବସ୍ଥା ଘେରରେ କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ: ଖାଲିପଡ଼ିଛି ଅନେକ ପଦବୀ, ଲୋକେ ପାଉନାହାନ୍ତି ସେବା

କର୍ଲାମୁଣ୍ଡା,୨୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅବ୍ୟବସ୍ଥା ଘେରରେ ରହୁଥିବାରୁ ଲୋକେ ଉପଯୁକ୍ତ ସମୟରେ ସରକାରୀ ସେବାଗୁଡ଼ିକ ଠିକ୍‌ ଭାବେ ପାଇପାରୁ ନ ଥିବା ଅଭିଯୋଗ ହେଉଛି। ୧୨ଟି ପଞ୍ଚାୟତକୁ ନେଇ ଗଠିତ ଏହି ବ୍ଲକରେ ଅନେକ ଗୁଡ଼ିଏ…

ପରକୀୟା ପ୍ରୀତିରୁ ଝୁଲିପଡ଼ିଲେ ସ୍ତ୍ରୀ, ସୁଇସାଇଡ୍‌ ନୋଟ୍‌ରେ ଲେଖିଦେଇ ଗଲେ ମୋ’ ସ୍ବାମୀ ଆଉ ପ୍ରେମିକା ମିଶି…

ଭବାନୀପାଟଣା,୨୦।୭(ଉତ୍ତମ କୁମାର ଦାଶ): ସ୍ବାମୀ ଆଉ ପ୍ରେମିକା ମିଶି ଦେଉଥିଲେ ନିର୍ଯାତନା ଦେବା ଶେଷରେ ନିର୍ଯାତନା ସହି ନ ପାରି ବାପଘରେ ଆତ୍ମହତ୍ୟା କରି ସୁଇସାଇଡ୍‌ ନୋଟ୍‌ରେ ସ୍ବାମୀ ଆଉ ପ୍ରେମିକାଙ୍କୁ ଦାୟୀ କରି ନ୍ୟାୟ ମାଗିଛନ୍ତି। ଏପରି ଅଭାବନୀୟ ଘଟଣା…

ସୌମ୍ୟାଶ୍ରୀ ଆତ୍ମାହୁତି ମାମଲା: ଫକୀରମୋହନ ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି

ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ପାଇଁ ରବିବାର ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଡିଜି ମିଶ୍ର ପ୍ରଥମେ ପୂର୍ବାଞ୍ଚଳ ଡିଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚି ଡିଆଇଜି ଡା.…

ଦୋକାନରେ ନଥିଲେ ମା’ ,ସଉଦା ଆଣିବାକୁ ଯାଇ ଶିଶୁକନ୍ୟାଙ୍କୁ ବଳାତ୍କାର

ବାଲେଶ୍ୱର,୨୦।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଟାଉନ ଥାନା ଅଧୀନ ମଧୁଆମିଲ୍‌ ଛକ ନିକଟରେ ଥିବା ଏକ ଦୋକାନ ଭିତରେ ଜଣେ ୮ବର୍ଷର ଶିଶୁକନ୍ୟାକୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ ୧୭୧/୨୫) ରୁଜୁ କରି ଅଭିଯୁକ୍ତ ବଡ଼ଖୁଆ…

ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପୂର୍ବରୁ ଆଇସିସି ନିକଟରେ ଅଭିଯୋଗ କରିଥିଲେ ବାପା, କହିଥିଲେ ଏ ଦିଗରେ ଦୃଷ୍ଟି ନ ଦେଲେ ମୋ’ ଝିଅ…

ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍‌ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

ପରକୀୟା ପ୍ରୀତିର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା କରି ନଦୀକୁ ଫିଙ୍ଗିଦେଲେ, ଥାନାରେ ଆତ୍ମସମର୍ପଣ କରି କହିଲେ ପୂରା ଘଟଣା…

ବଣାଇଁ,୨୦ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆଥାନା ଅନ୍ତର୍ଗତ ପଙ୍କଡ଼ିହି ଅଙ୍ଗନଓ୍ବାଡ଼ିରେ କର୍ମୀ ଥିବା ଜୟନ୍ତୀ କୁଜୁର୍‌ଙ୍କୁ ପରକିୟା ପ୍ରୀତି ସନ୍ଦେହରେ ସ୍ବାମୀ ଲକ୍ଷ୍ମଣ ଓରାମ ହତ୍ୟା କରି ଏକ ଅଖାରେ ପୂରାଇ ନଦୀରେ ଫୋପାଡ଼ି ଥିବା ବିଷୟ ରବିବାର…

ଦାରିଙ୍ଗବାଡ଼ି-ବେଲଘରରେ ହେବ ପର୍ଯ୍ୟଟକଙ୍କ ପାଇଁ ବ୍ୟବସ୍ଥା: ଗାଁ ଭିତରେ ହେବ ହୋମ୍‌ ଷ୍ଟେ

ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଆଉ ଗୋଟିଏ ପାଦ ଆଗକୁ ବଢ଼ିଛନ୍ତି। ଏଥିପାଇଁ ନୂତନ ଯୋଜନାକୁ ସଫଳ କରିବା ପାଇଁ ସର୍ଭେ କାର୍ଯ୍ୟ କରାଉଛନ୍ତି। ବିଶେଷକରି କନ୍ଧମାଳ ଜିଲା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ରହିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri