ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପୂର୍ବରୁ ଆଇସିସି ନିକଟରେ ଅଭିଯୋଗ କରିଥିଲେ ବାପା, କହିଥିଲେ ଏ ଦିଗରେ ଦୃଷ୍ଟି ନ ଦେଲେ ମୋ’ ଝିଅ…
ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…
ପରକୀୟା ପ୍ରୀତିର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା କରି ନଦୀକୁ ଫିଙ୍ଗିଦେଲେ, ଥାନାରେ ଆତ୍ମସମର୍ପଣ କରି କହିଲେ ପୂରା ଘଟଣା…
ବଣାଇଁ,୨୦ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆଥାନା ଅନ୍ତର୍ଗତ ପଙ୍କଡ଼ିହି ଅଙ୍ଗନଓ୍ବାଡ଼ିରେ କର୍ମୀ ଥିବା ଜୟନ୍ତୀ କୁଜୁର୍ଙ୍କୁ ପରକିୟା ପ୍ରୀତି ସନ୍ଦେହରେ ସ୍ବାମୀ ଲକ୍ଷ୍ମଣ ଓରାମ ହତ୍ୟା କରି ଏକ ଅଖାରେ ପୂରାଇ ନଦୀରେ ଫୋପାଡ଼ି ଥିବା ବିଷୟ ରବିବାର…
ଦାରିଙ୍ଗବାଡ଼ି-ବେଲଘରରେ ହେବ ପର୍ଯ୍ୟଟକଙ୍କ ପାଇଁ ବ୍ୟବସ୍ଥା: ଗାଁ ଭିତରେ ହେବ ହୋମ୍ ଷ୍ଟେ
ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଆଉ ଗୋଟିଏ ପାଦ ଆଗକୁ ବଢ଼ିଛନ୍ତି। ଏଥିପାଇଁ ନୂତନ ଯୋଜନାକୁ ସଫଳ କରିବା ପାଇଁ ସର୍ଭେ କାର୍ଯ୍ୟ କରାଉଛନ୍ତି। ବିଶେଷକରି କନ୍ଧମାଳ ଜିଲା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ରହିଥିବା…
ତାମିଲନାଡୁରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା: ପରିବାରକୁ ମିଳିନି ହରିଶ୍ଚନ୍ଦ୍ର ଅନୁଦାନ
ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଜଣେ ଯୁବକ ତାମିଲନାଡୁରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିବାବେଳେ ରାସ୍ତା ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା। ସେ ହେଲେ ମୃତକ ରଘୁନାଥ ନାୟକ। ତାଙ୍କ ମୃତ ଶରୀର ନିଜ…
ହଷ୍ଟେଲରେ ନାବାଳିକା ଛାତ୍ରୀ ଗର୍ଭବତୀ
ବାରିପଦା,୧୯।୭: ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଆଦିବାସୀ ବାଳିକା ହଷ୍ଟେଲରେ ଜଣେ ଛାତ୍ରୀ ଗର୍ଭବତୀ ହୋଇଥିବା ଜଣାପଡିଛି। ସ୍କୁଲରେ ଅସୁସ୍ଥତା ପରେ ଛାତ୍ରୀଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ପରୀକ୍ଷା ପରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଜଣକ ଗର୍ଭବତୀ ଥିବା ସୂଚନା ମିଳିଛି। ଅଭିଯୋଗ…
AIIMS ବର୍ଣ୍ଣ ୱାର୍ଡ ନିଷିଦ୍ଧାଞ୍ଚଳ: ୧୬୩ ଧାରା ଲାଗୁ
ଭୁବନେଶ୍ୱର,୧୯।୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ନାବାଳିକା ଜଣକ ଗୁରୁତର ଅବସ୍ଥାରେ ଭୁବନେଶ୍ୱର AIIMS ବର୍ଣ୍ଣ ୱାର୍ଡରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ ଶନିବାର ରାତିରେ AIIMS ବର୍ଣ୍ଣ…
ଆତ୍ମହୁତି ପୂର୍ବରୁ ଆଇସିସିଙ୍କୁ ଗୁହାରି ଜଣାଇଥିଲେ ବାପା
ବାଲେଶ୍ୱର,୧୯।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଇଣ୍ଟରନାଲ କମ୍ପ୍ଲେଣ୍ଟ…
ଅଚେତ ହୋଇ ରାସ୍ତାରେ ପଡ଼ିଥିଲେ ବ୍ୟକ୍ତି, ଉଦ୍ଧାର କରି ନିଜ ଗାଡ଼ିରେ ମେଡିକାଲ ନେଲେ ଛତ୍ରପୁର ଏସ୍ଡିପିଓ
ଛତ୍ରପୁର, ୧୯।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଜାତୀୟ ରାଜପଥ ଏକ୍ରାମ ନଗର ସ୍ଥିତ ସର୍ଭିସ ରୋଡ଼ରେ ଜଣେ ବ୍ୟକ୍ତି ଆହତ ହୋଇ ଅଚେତ ଅବସ୍ଥାରେ ରାସ୍ତାରେ ପଡିରହିଥିଲେ। ଛତ୍ରପୁର ପୋଲିସ ଏସ୍ଡିପିଓ ଚନ୍ଦନ ଘଡେଇ ତାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ…
ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ବାମୀର ଗୁଳି ମାଡ଼ରେ ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୧୯।୭(ସୁନିଲ ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଚୁଲୁଦା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀର ଗୁଳି ମାଡ଼ରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ୩୫ ବର୍ଷୀୟ ପ୍ରହଲ୍ଲାଦ ମଲ୍ଲିକ ସ୍ତ୍ରୀ ନୀର ମଲ୍ଲିକଙ୍କୁ ଚଢେଇ ମରା ବନ୍ଧୁକରେ ଫାୟାରିଂ…
୫ ବର୍ଷ ତଳେ ପ୍ରେମ ବିବାହ, ହଠାତ ଶ୍ୱଶୁର ଘର ଲୋକେ ମହିଳାଙ୍କ ମୃତ୍ୟୁ ହେବା ଜଣାଇଲେ; ଥାନାରେ ବାପା ପହଞ୍ଚି…
କୋକସରା,୧୯।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଥାନା ବଡ଼ପୋଡ଼ାଗୁଡ଼ା ଗ୍ରାମର ରିକିରାମ ପ୍ରଧାନୀଙ୍କ ସ୍ତ୍ରୀ ଉର୍ମିଳା ପ୍ରଧାନୀଙ୍କ ଶନିବାର ହଠାତ ମୃତ୍ୟୁ ହୋଇ ଯାଇଥିବା ବେଳେ ତାଙ୍କ ବାପଘର ଲୋକେ ହତ୍ୟା ସନ୍ଦେହ କରି ଥାନାରେ ଅଭିଯୋଗ କରିଛନ୍ତି।…
ବିଜେଡିକୁ ବଡ଼ ଝଟ୍କା: ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଇଂ.ଦିନେଶ ରାଉତ
ଭବାନୀପାଟଣା,୧୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ବିଜେଡିକୁ ଶକ୍ତ ଝଟ୍କା ଲାଗିଛି। ଶନିବାର ଶଙ୍ଖ ଛାଡି ପଦ୍ମ ଧରିଛନ୍ତି ସ୍ଥାନୀୟ ବୃନ୍ଦାବାହାଲ ସରପଞ୍ଚ ତଥା ଅଞ୍ଚଳର ଟାଣୁଆ ନେତା ଇଂ.ଦିନେଶ ରାଉତ। ଭବାନୀପାଟଣା ଟାଉନ ହଲଠାରେ ଶନିବାର ଅପରାହ୍ନରେ…
୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: ବାଳସୁଧାର ଗୃହ ଗଲେ ନାବାଳକ…
ଦିଗପହଣ୍ଡି,୧୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ଶନିବାର ଦିଗପହଣ୍ଡି ଥାନା ଏସଆଇ ସୋଫିଆ ମିଶ୍ର ଥାନା ମାମଲା ନଂ.୧୮୭/୨୫ ଅନୁଯାୟୀ…
Archives


