୫ଟି ପଞ୍ଚାୟତବାସୀ ନିର୍ଭର କରୁଥିବା ରାସ୍ତା ଏବେ ବିପଦପୂର୍ଣ: ମାଡି ଆସିଲାଣି ଗଛ ଡାଳ
ଗଞ୍ଜାମ,୧୮।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ଗ୍ରାମଠାରୁ କଲ୍ୟାଣପୁର ପର୍ଯ୍ୟନ୍ତ ରାସ୍ତା ବର୍ତ୍ତମାନ ବିପଦପୂର୍ଣ । ପାଞ୍ଚଟି ପଞ୍ଚାୟତ ତଥା କାଇଁଚପୁର,ମଲାଡ଼,ସନ୍ତୋଷ ପୁର, ଖଣ୍ଡ ଦେଉଳୀ ଓ ପୋଇରାଶି ଆଦି ପଞ୍ଚାୟତବାସୀ ନିର୍ଭର କରୁଥିବା ମୁଖ୍ୟ…
ବଲାଙ୍ଗିରରେ ଲକ୍ଷାଧିକ ଟଙ୍କାର କେନ୍ଦୁକାଠ ବୋଝେଇ ଟ୍ରକ ଜବତ, ଦୁଇ ଅଭିଯୁକ୍ତ ଅଟକ
ବଲାଙ୍ଗିର,୧୮ା୯: ବଲାଙ୍ଗିର ବନ ଖଣ୍ଡ ବିଭାଗ ପକ୍ଷରୁ ବିଜାଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର କେନ୍ଦୁକାଠ ବୋଝେଇ ଏକ ଟ୍ରକ (WB 25N 9883) ଜବତ କରାଯାଇଛି। ସକାଳ ୬:୩୫ରେ ବଲାଙ୍ଗିର-ଟିଟିଲାଗଡ଼ ରାସ୍ତାରେ ପେଟ୍ରୋଲିଂ ବେଳେ ବନ କର୍ମଚାରୀମାନେ…
‘ଆସ ସ୍କୁଲ ଯିବା’: ଅଧାରୁ ପାଠ ଛାଡିଥିବା ୨୬ ଛାତ୍ରୀଛାତ୍ର ପୁଣି ପଢିବେ ପାଠ
ବରଗଡ,୧୮।୯(ପ୍ରେମାନନ୍ଦ ଖମାରୀ): ଅଧାରୁ ପାଠ ଛାଡିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆସ ସ୍କୁଲ ଯିବା’ ଅଭିଯାନ ଆରମ୍ଭ ହୋଇଛି। ଏହି କ୍ରମରେ ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ ଡ. ସୁରେନ୍ଦ୍ର…
କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର
ଗୋପାଳପୁର,୧୮ା୯(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ଏକ ଗ୍ରାମର ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ମାମଲାରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କୋଳଥିଗାଁ ଦିବାକର ଦାସ (୧୯)। ଏହି…
୨୧ରେ ମାଓବାଦୀ ପାଳିବେ ପ୍ରତିଷ୍ଠା ଦିବସ: ବ୍ୟାନର ଲଗାଇ…
ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା, ସୁଡ୍ରା ଓ ଖମଣଖୋଲ ପଞ୍ଚାୟତରୁ ଫିରିଙ୍ଗିଆ ବ୍ଲକ୍କୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାର ଏକାଧିକ ସ୍ଥାନରେ ଗୁରୁବାର କେକେବିଏନ୍ ମାଓବାଦୀ ସଂଗଠନ ପକ୍ଷରୁ ବ୍ୟାନର ଲଗାଯାଇଛି। ଆସନ୍ତା ୨୧ ତାରିଖରେ…
ଫାଇନାନ୍ସ ସଂସ୍ଥାର ଏଜେଣ୍ଟଙ୍କୁ ଅପହରଣ କରି କୋଟିଏ ଟଙ୍କା ରଖିଥିଲେ ମୁଣ୍ଡ ଜାମିନ: ଧରାପଡିବା ପରେ…
ଦିଗପହଣ୍ଡି/ଚିକିଟି,୧୮।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଅପହରଣ ଏବଂ ହତ୍ୟା ଉଦ୍ୟମ ଅଭିଯୋଗରେ ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଜଣେ ଫେରାର ଥିବା ଅଭିଯୁକ୍ତଙ୍କୁ ଆନ୍ଧ୍ରପ୍ରଦେଶରୁ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବ୍ରହ୍ମପୁର ଗୋଷାଣୀ ନୂଆଗାଁ ଥାନା…
ଦେଶୀ, ବିଦେଶୀ ମଦ ବିକ୍ରିକୁ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କଲେ ଗ୍ରାମବାସୀ
ନୂଆପଡ଼ା,୧୮ା୯ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଜୋଙ୍କ ଥାନା ବୁଢିପାଲି ପଞ୍ଚାୟତ ଜେଞ୍ଜରା ଗାଁରେ ବେଆଇନ ଦେଶୀ ଓ ବିଦେଶୀ ମଦ ବିକ୍ରିକୁ ବିରୋଧ କରି ଗୁରୁବାର ଗ୍ରାମବାସୀ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି…
ଯାତ୍ରୀଙ୍କୁ ମାଡ଼ ମାରିବା ଆମ ବସ କଣ୍ଡକ୍ଟରଙ୍କୁ ପଡ଼ିଲା ମହଙ୍ଗା: ହେଲା ବଡ଼ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର,୧୮।୯: ଯାତ୍ରୀଙ୍କୁ ‘ଆମ ବସ’ କଣ୍ଡକ୍ଟରଙ୍କ ମାଡ଼ ଘଟଣାରେ CRUT(କ୍ରୁଟ୍) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। CRUT ପକ୍ଷରୁ ସମ୍ପୃକ୍ତ କଣ୍ଡକ୍ଟରଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଏପରିକି ଏହି ଘଟଣା ପାଇଁ CRUT ସୋସିଆଲ ମିଡିଆ ‘ଏକ୍ସ’ ଜରିଆରେ ଦୁଃଖ ପ୍ରକାଶ…
ହତ୍ୟା ଉଦ୍ୟମ ଘଟଣା: ୨ ଅଭିଯୁକ୍ତ ଜେଲ ଗଲେ
ଦିଗପହଣ୍ଡି,୧୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟ ପଦ୍ମନାଭପୁର ଲାଡିଗାଁର ଭୁକୁଲି ସେଠୀ ଏବଂ ତାଙ୍କ ପ୍ରତିପକ୍ଷ ବି. ତୁରୁବୁଡ଼ିି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ମିଥୁନ ସେଠୀଙ୍କୁ ଦିଗପହଣ୍ଡି ପୋଲିସ ହତ୍ୟା ଉଦ୍ୟମ ଘଟଣାରେ ଗିରଫ…
କୋମ୍ବିଂ ଅପରେଶନବେଳେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳିବିନିମୟ: ଯବାନ ଗୁରୁତର
ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୀମା ଠାରୁ ୫ କି.ମି. ଭିତରକୁ କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଗୁରୁବାର ଏସଓଜି ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ…
ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ଅସ୍ତ୍ରୋପଚାର ପରେ ଅଧାରୁ ଅଚଳ ହେଲା ମେଶିନ , ଆଉ ତା’ପରେ…
ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି। ଜିଲାର ଡାକ୍ତରଖାନାଗୁଡିକରେ ଡାକ୍ତର ପଦବୀ ଖାଲି ପଡିଥିବା ସାଧାରଣରେ ପରିଣତ ହୋଇଥିବାବେଳେ ଜିଲା ମୁଖ୍ୟ ଡାକ୍ତରଖାନାରେ ହାଡଭଙ୍ଗା ରୋଗୀଙ୍କୁ କାର୍ଡବୋର୍ଡ ଚିକିତ୍ସା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିଲା ।…
ମିଳିଲା ସଫଳତା: ରାଜ୍ୟସ୍ତରକୁ ମନୋନୀତ ହେଲେ ୩ ଛାତ୍ର
ମୋରଡ଼ା,୧୮।୯(ସ୍ମାରକ ମାଜୀ): ଜିଲାସ୍ତରୀୟ କବାଡି ଏବଂ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲା ମୋରଡ଼ା ଆଦର୍ଶ ବିଦ୍ୟାଳୟକୁ ସଫଳତା ମିଳିଛି। ବିଦ୍ୟାଳୟର ୩ଜଣ ଛାତ୍ର ରାଜ୍ୟସ୍ତରକୁ ମନୋନୀତ ହୋଇଛନ୍ତି । ମନୋନୀତ ହୋଇଥିବା ଛାତ୍ରମାନେ ହେଲେ ଏକାଦଶ ଶ୍ରେଣୀର କରଣ ଅର୍ଜୁନ ମହାନ୍ତ,…
Archives


