ଆମ ଜିଲା ଖବର

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଏକ ମାଈ ହାତୀର ମୃତଦେହ ଠାବ କରିଛି। ସୂଚନା ଅନୁଯାୟୀ, ଶୁକ୍ରବାର…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଚଢ଼ାଉ କରିବା ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ କରିଥିବା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି l ମୃତ ବୃଦ୍ଧଙ୍କ ପରିବାର ଲୋକେ ଏହି ଅଭିଯୋଗ କରିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର ସମ୍ମୁଖରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ମୃତ ବୃଦ୍ଧ ଜଣକ କୁଲାଙ୍ଗି ଗ୍ରାମର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ ଗ୍ରାମାଞ୍ଚଳରେ ଏହାର ବାସ୍ତବ ଚିତ୍ର ଅତ୍ୟନ୍ତ ନୈରାଶ୍ୟଜନକ ହୋଇପଡ଼ିଛି। ସମ୍ବଲପୁର ଜିଲା ଜମନକିରା…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର ଶ୍ରମିକ ତୁଳସୀ ବଗର୍ତ୍ତୀ (୪୫) ଚିକିତ୍ସାଧୀନ ଅଛନ୍ତି। ସୂଚନା ଅନୁଯାୟୀ,…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା ପାଇଁ ସରକାରଙ୍କ ଉଠାଜଳସେଚନ ବିଭାଗ ପକ୍ଷରୁ ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ହାତକୁ ନିଆଯାଇଛି।…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ୩ ଶ୍ରମିକଙ୍କୁ ତାଳଚେର ଏନଟିପିସି ମେଡିକାଲରେ ଚିକିତ୍ସାଧିନ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ ୪୨୭.୮୦ କୋଟି ଟଙ୍କା ଖର୍ଚ୍ଚରେ ହୋଇଥିବା ୭ଟି ନୂତନ ପ୍ରକଳ୍ପ ବିଭିନ୍ନ ସ୍ଥାନରେ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ ଅନ୍ୟଥର ଭଳି ଏଥର ମଧ୍ୟ ପଞ୍ଜୀକରଣରେ ନୂଆ କଟକଣା ଚାଷୀଙ୍କୁ ଅଡ଼ୁଆ ସାଜିଥିଲା…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା ଦେଇଛି। ପାଟଦରା(କୁଇମୁଣ୍ଡା) ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଅବ୍ୟବସ୍ଥା ମଧ୍ୟରେ ଚାଲିଛି।…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ ସ୍ବୀକାର କରିଛନ୍ତି ଅଭିଯୁକ୍ତ। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି. ଶୁକ୍ରବାର ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?