ଆମ ଜିଲା ଖବର

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମନୋଜ କୁମାର ସେଠୀ ସଭାପତିତ୍ୱ କରିଥିବା…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ ରଖାଯାଇଥିବା ୪ଟି ଶାଳ ଗଛର ଗଣ୍ଡିକୁ ଶୁକ୍ରବାର ବନ ବିଭାଗ ଜବତ କରିଛି।…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ କଙ୍କାଳ ଜବତ କରିଛି । କଙ୍କାଳ ଟି ପାରିପାର୍ଶ୍ବିକ ସ୍ଥିତି ରୁ ଜଣେ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨ ଜଣ ଆହତ ହୋଇଛନ୍ତି। ଦ୍ରୁତଗତିରେ ଆସୁଥିବା ଏକ ମେକ୍ସ ପିକ୍‌ଅପ୍‌ ରାସ୍ତାକଡ଼ରେ ଠିଆ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର ଦିଗପହଣ୍ଡି ପୋଲିସ ଏକ ହତ୍ୟା ଉଦ୍ୟମ ମାମଲାରେ ସମ୍ପୃକ୍ତ ଥିବା ଦର୍ଶାଇ ଗିରଫ…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ ବାଇକ୍ ଚଳାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିବା ଜଣାପଡ଼ିଛି।…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ ଶ୍ବଶୁର ଘର ଲୋକଙ୍କ ଯୌତୁକ ନିର୍ଯ୍ୟାତନା କାରଣରୁ ମାନସିକ ଭାରସାମ୍ୟ ହରାଇ ଗତ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ ଦାବି କରି ନିର୍ଯାତନା ଦେବା ସହ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି। ଜିଲାରେ ଅତିରିକ୍ତ ସତର୍କତା ଓ ନିରାପତ୍ତା ବ୍ୟବସ୍ଥାକୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି ହାତୀଙ୍କ ଏକ ପଲ ତୁମୁଡିବନ୍ଧ ବନାଞ୍ଚଳ ଅଧୀନ ଲଙ୍କାଗଡ଼ ଅଞ୍ଚଳକୁ ଆସି ବାରେଙ୍ଗିଲି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଶୁକ୍ରବାର ଦିଗପହଣ୍ଡି ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଥିଲା…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଜଣେ ବି-ଟେକ୍ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?