ଆମ ଜିଲା ଖବର

୨ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ: ମାସିକ ଋତୁସ୍ରାବରୁ ଜଣାପଡ଼ିଲା ସବୁକିଛି, ଏବେ…

ତୁମୁଡିବନ୍ଧ,୨୫।୭(ଦୀପକ କୁମାର ପରାସେଠ): କନ୍ଧମାଳରେ ପୁଣି ଲଜ୍ୟା।ପିଛା ଛାଡ଼ୁନି ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା। ଦୁଇ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଚିହ୍ନଟ ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଥାନାରେ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ତୁମୁଡିବନ୍ଧ ବ୍ଳକ ଅଞ୍ଚଳର ସରକାରୀ ଆବାସିକ…

ତାରାତାରିଣୀଙ୍କ ପୀଠରୁ ଆଉ ଭୋକିଲା ଫେରିବେନି ଭକ୍ତ: ସରକାର ନେଲେ ବଡ ପଦକ୍ଷେପ

ପୁରୁଷୋତ୍ତମପୁର,୨୫।୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ଏଣିକି ଭକ୍ତମାନଙ୍କୁ ଆଉ ଭୋକିଲା ହୋଇ ଫେରିବାକୁ ପଡିବନି। ଏଥିନେଇ ସରକାରଙ୍କ ପକ୍ଷରୁ ନିଆଯାଇଛି ବଡ ପଦକ୍ଷେପ। କିପରି ଭକ୍ତମାନେ ସ୍ବଳ୍ପ ମୂଲ୍ୟରେ ଉତ୍ତମମାନର ରନ୍ଧା ଖାଦ୍ୟ…

ରାସ୍ତା ଖରାପ, ଆମ୍ବୁଲାନ୍ସକୁ ଟାଣିଲା ଟ୍ରାକ୍ଟର

ପଲସାଗୋରା,୨୫।୭(ଅଶ୍ୱିନୀ କୁମାର ନନ୍ଦ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡା ପଞ୍ଚାୟତର ତବଡ଼ା-ବିରାମୁଣ୍ଡା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଲୋକଙ୍କ ଗମନାଗମନ ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟରେ ରାସ୍ତା ନିର୍ମାଣ ହେଉଥିବା ବେଳେ ବିରାମୁଣ୍ଡା ଗ୍ରାମବାସୀଙ୍କ ପାଇଁ…

ସ୍ତ୍ରୀ ସରପଞ୍ଚ, ସ୍ବାମୀ ଚଳାଉଛନ୍ତି ପଞ୍ଚାୟତ, ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ…

ଖୋର୍ଦ୍ଧା, (ପ୍ରଭାତ ପାଣିଗ୍ରାହୀ),୨୫।୭: ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଦଳେଇ ସାହି ପଞ୍ଚାୟତ ସରପଞ୍ଚଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ। ଅନାସ୍ଥା ପ୍ରସ୍ତାବ ଆଣିଲେ ଉକ୍ତ ପଞ୍ଚାୟତର ସମସ୍ତ ୱାର୍ଡ ମେମ୍ବର। ଏନେଇ ଉପଜିଲାପାଳ କିଶୋର ଚନ୍ଦ୍ର ପଣ୍ଡାଙ୍କ ନିକଟରେ ଲିଖିତ ଅଭିଯୋଗ…

ବ୍ୟାପିଲା ବାର୍ଡ ଫ୍ଲୁ, ମରାଗଲା ୪୦୭ ବତକ

ଖୋର୍ଦ୍ଧା,୨୫।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଖୋର୍ଦ୍ଧା ବ୍ଲକ ଜଂକିଆ ମୁଣ୍ଡାଆମ୍ବ ବାର୍ଡ ଫ୍ଲୁ ଘୋଷଣା କରାଯାଇଛି। ଗତକାଲି ପ୍ରଥମ ଦିନରେ ୪୫୦୭ କୁକୁଡା ମରାଯାଇ ପୋତାଯାଇଛି । ଦ୍ବିତୀୟ ଦିନରେ ବି ଏହି ଅଭିଯାନ ଜାରି ରହିଛି। ଶୁକ୍ରବାର ଦ୍ୱିତୀୟ ଦିନରେ…

ବିଦ୍ୟାଳୟ କୋଠା ନିର୍ମାଣରେ ଅନିୟମିତତା, ଭିଜିଲାନ୍ସ ତଦନ୍ତ ଦାବି କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୫ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିରିକୋଟ ପଞ୍ଚାୟତସ୍ଥିତ ବଲଙ୍ଗି ଗ୍ରାମର ପ୍ରାଥମିକ ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥା ଅତ୍ୟନ୍ତ ଦୟନୀୟ। ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ୩୮ ଜଣ ପିଲାଙ୍କୁ ୨ଜଣ ଶିକ୍ଷକ ଶିକ୍ଷାଦାନ କରନ୍ତି।…

ଜୁଆଆଡ୍ଡାରେ ଚଢ଼ାଉ: ୪ ଲକ୍ଷରୁ ଅଧିକ ଟଙ୍କା ଜବତ, ୧୮ ଗିରଫ

ଜଗନ୍ନାଥପ୍ରସାଦ,୨୫ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ଥାନା ପୋଲିସ ଗୁରୁବାର ମଧ୍ୟ ରାତିରେ ଝାଡ଼ାଭୂମି ପଞ୍ଚାୟତର ବରକୋଳିଆ ଅଞ୍ଚଳରେ ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରି ୧୮ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୪ ଲକ୍ଷ ୪ ହଜାର ୩୪୦ ଟଙ୍କା ସହ ୧୮ଟି…

ଦାରିଙ୍ଗବାଡ଼ିରେ ଏ ହାତରୁ ସେ ହାତକୁ ଘୂରି ବୁଲୁଛି ୫୦୦ ଟଙ୍କିଆ ନୋଟ୍‌, ବ୍ୟାଙ୍କରେ ଜମା କରିବାବେଳେ…

ଦାରିଙ୍ଗବାଡ଼ି,୨୫ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୫ ଶହ ଟଙ୍କିଆ ନକଲି ନୋଟ୍‌ ଏ ହାତରୁ ସେ ହାତକୁ ଘୂରି ବୁଲୁଥିବା ନେଇ ବ୍ୟବସାୟୀ ଏବଂ ଲୋକଙ୍କ ଭିତରେ ଭୟ ଦେଖାଯାଇଛି। ବିଶେଷକରି ମୂଲିଆ ଶ୍ରେଣୀ ଲୋକଟି ଯଦି…

ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ କାର୍ଯ୍ୟକୁ ନେଇ ଗ୍ରାମବାସୀଙ୍କ ଅସନ୍ତୋଷ: ବିଡିଓଙ୍କ ନିକଟରେ ଅଭିଯୋଗ କରି କହିଲେ…

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କଛାର ପଦର ଗ୍ରାମରେ ଦୀର୍ଘ ମାସ ହେଲାଣି ନିମ୍ନମାନର ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣକୁ ନେଇ ବିଡିଓଙ୍କ ନିକଟରେ ଗ୍ରାମବାସୀ ଅଭିଯୋଗ କରିଥିବାର ଜଣାପଡ଼ିଛି। ଏହି ଅଙ୍ଗନଓ୍ବାଡ଼ି କେନ୍ଦ୍ରଟି ଗ୍ରାମରେ ଥିବା ସରକାରୀ…

ଡେପୁଟି ରେଞ୍ଜରଙ୍କ ଘରେ ବିଡ଼ା ବିଡ଼ା ଟଙ୍କା, ଜବତ ହେଲାଣି ନଗଦ ୧ କୋଟି ୪୪ ଲକ୍ଷ ଟଙ୍କା

କୋରାପୁଟ/ଜୟପୁର,୨୫ା୭(ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁର ଫରେଷ୍ଟ ଡିଭିଜନର ଡେପୁଟି ରେଞ୍ଜର ତଥା ଇନଚାର୍ଜ ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ କରିଛି। ଶୁକ୍ରବାର ସକାଳ ୯:୪୧ରୁ ଜୟପୁର ଓ ଭୁବନେଶ୍ୱରର ୬ଟି ସ୍ଥାନରେ…

ନାବାଳିକାଙ୍କୁ ବର୍ଷେ ହେବ ବଳାତ୍କାର କରୁଥିଲେ ୨ ଭାଇ, ଗର୍ଭବତୀ ହେବାପରେ…

କୁଜଙ୍ଗ,୨୫।୭(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ସହ ହତ୍ୟା ଧମକ ଦିଆଯାଇଛି। ଏହି ଅଭିଯୋଗରେ ଉକ୍ତ ଅଞ୍ଚଳର ୨ ଭାଇଙ୍କୁ ପୋଲିସ ଗୁରୁବାର ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ଏନେଇ ପୀଡ଼ିତାଙ୍କ…

ଲଗାଣ ବର୍ଷାରେ ଭାଙ୍ଗିଲା ପୋଲ

ନୂଆପଡ଼ା,୨୫ା୭ (ମକାରୁ ବେମାଲ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକର ଏକ ନାଳ ଉପରେ ଥିବା ପୋଲ ଭାଙ୍ଗିଯାଇଛି। ଫଳରେ ଆଖପାଖର ୧୦ରୁ ଊର୍ଦ୍ଧ୍ୱ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ସୂଚନା ଅନୁଯାୟୀ କୋମନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri