ଆମ ଜିଲା ଖବର

ବାଲିମାଫିଆଙ୍କ କବ୍‌ଜାରେ ଋଷିକୂଲ୍ୟା: ପୁଣି ରାଇପୁରରେ ବେଆଇନ ବାଲିଘାଟକୁ ଗ୍ରାମବାସୀଙ୍କ ବିରୋଧ

ପୁରୁଷୋତ୍ତମପୁର,୧୯ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବାଲିମାଫିଆମାନେ ଦିନକୁଦିନ ସକ୍ରିୟ ହୋଇଉଠିଛନ୍ତି। ଲଘୁ ଖଣିଜ ଦ୍ରବ୍ୟର ଚୋରା କାରବାରକୁ ରୋକିବା ଲାଗି ଖୋଦ୍‌ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଡ଼ା ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ମାଫିଆମାନେ ବିନାଦ୍ବିଧାରେ ଋଷିକୂଲ୍ୟା ନଦୀର…

ଚିପ୍ସ ପ୍ୟାକେଟ୍‌ରେ ଥିବା ପ୍ଲାଷ୍ଟିକ୍‌ ଖେଳନା ଖାଇ ଶିଶୁ ମୃତ୍ୟୁ ଘଟଣାର ହେବ ତଦନ୍ତ, ସ୍ବାସ୍ଥ୍ୟାଧିକାରୀ କହିଲେ…

ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମ ନିକଟ ମୂଷିମାହା ଗ୍ରାମରେ ଜଣେ ୪ ବର୍ଷର ଶିଶୁ ବିଗିଲ ପ୍ରଧାନଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟବିଭାଗର ଚିନ୍ତା ବଢ଼ିବା ସହ ବହୁ ପରିବାରର ଶିଶୁଙ୍କ…

ତୁର୍ଲା ଗାଁ ପରିଦର୍ଶନ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ବଲାଙ୍ଗୀର,୧୯ା୧୧(ସୁନିଲ କୁମାର ମହାନ୍ତି): ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ, ବଲାଙ୍ଗୀର ଲୋକ ସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ସଚିବ ଏସ୍‌ଏନ୍‌ ଗିରିଶ, ଓରମାସ ଡାଇରେକ୍ଟର, ଦାଦନ ଟାକ୍ସ ଫୋର୍ସ ଟିମ ସଦସ୍ୟ, ଅତିରିକ୍ତ ଜିଲାପାଳ ପବିତ୍ର ବେହେରା, ସିଡିଓ…

‘ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ନ ଥିଲେ ଦେଶର ଚିତ୍ର ଅଲଗା ହୋଇଥାନ୍ତା’

ଭଞ୍ଜନଗର,୧୯ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ବୁଧବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରୁ ଏକ…

ଇକୋ ରିଟ୍ରିଟ୍‌ କର୍ମଚାରୀ ଶିଖୁଛନ୍ତି ନିଆଁ ଲିଭାଇବାର କୌଶଳ

ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ ପରିସର ମଧ୍ୟରେ ପର୍ଯ୍ୟଟକଙ୍କୁ ନିଆଁ ଦାଉରୁ ସୁରକ୍ଷା ଦେବା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ବୁଧବାର ପୂର୍ବ ଯୋଜନା ଅନୁଯାୟୀ ଅଗ୍ନିଶମ ବିଭାଗର ଗାଡ଼ି ସାଇରନ ଦେଇ…

ବିଦ୍ୟାଳୟ ପାଇଖାନା ଘରେ ପଡ଼ି ଚାଲିଗଲା ଆଦିବାସୀ ଛାତ୍ରୀଙ୍କ ଜୀବନ

କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଭୀମାକାଣ୍ଡ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଜଣେ ଛାତ୍ରୀ ପାଇଖାନା ଯାଇଥିବା ବେଳେ ସେଠାରେ ପଡ଼ି ମୃତ୍ୟୁ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତଳେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ ଶକ୍ତ…

ଆଦିବାସୀ ଟଙ୍କାରେ ଅୟସ କରୁଥିଲେ ଯନ୍ତ୍ରୀ, ଡେପୁଟେଶନରେ ଯିବାକୁ ଜାରି ହେଲା ଅର୍ଡର

ନୀଳଗିରି,୧୯ା୧୧ (ପ୍ରଶାନ୍ତ କୁମାର ବିଶ୍ୱାଳ): ନୀଳଗିରିର ବହୁ ବାଦବିବାଦରେ ଲିପ୍ତ ନୀଳଗିରି ବ୍ଲକର ସହକାରୀ ଯନ୍ତ୍ରୀ ଶରତଚନ୍ଦ୍ର ଉପାଧ୍ୟାୟ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକକୁ ଡେପୁଟେଶନରେ ବଦଳି ଅର୍ଡର ହୋଇଥିବା ଜଣାଯାଇଛି। ଆଇଟିଡିଏ କାର୍ଯ୍ୟରତ ଥିବାବେଳେ ଆଦିବାସୀ ଟଙ୍କାରେ ଅୟସ କରୁଥିଲେ…

ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା: ତାପମାତ୍ରା ରହିଛି…

ଦାରିଙ୍ଗବାଡି, ୧୯।୧୧ (ଅରୁଣ ସାହୁ): ଶୀତରେ ଥରୁଛି ସାରା ରାଜ୍ୟ। ୧୦ ଡିଗ୍ରୀ ତଳେ ୨ ସହର। ୮.୫ ଡିଗ୍ରୀ ସହ ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ପାଲଟିଥିବା ବେଳେ ଫୁଲବାଣୀରେ ତାପମାତ୍ରା ୯ ଡିଗ୍ରୀ ରହିଛି। ସେହିପରି କଟକରେ ତାପମାତ୍ରା ୧୪.୪…

ଡିସେମ୍ବର ୨୪ରୁ ବରଗଡ଼ ଧନୁଯାତ୍ରା: ନଭେମ୍ବର ୨୪ରେ ଶୁଭସ୍ତମ୍ଭ ସ୍ଥାପନ

ବରଗଡ଼,୧୯।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏହି…

ଚୋରି କରିବାକୁ ଯାଇ ମାଡ଼ରେ ଗଲା ପ୍ରାଣ: ପରେ…

ଉଦଳା,୧୯।୧୧(ସନ୍ତୋଷ କୁମାର ବାଚ୍ଛିନୀ): ଗାଁ କୁ ଚୋରି କରିବାକୁ ପଶିଥିଲେ, ଆଉ ଗାଁ ଲୋକଙ୍କ ହାବୁଡ଼ରେ ଧରା ପଡିଯିବା ପରେ ଖାଇଲେ ନିର୍ଘାତ ମାଡ଼। ମାଡ଼ରେ ଚାଲିଗଲା ଚୋରଙ୍କ ଜୀବନ। ଅନ୍ୟ ଜଣେ ଗୁରୁତର। ଏଭଳି ଘଟଣା ଘଟିଛି ଉଦଳା ଥାନା…

ସଫଳ ମତ୍ସ୍ୟ ଚାଷୀମାନଙ୍କୁ ପୁରସ୍କୃତ

ପାରଳାଖେମୁଣ୍ଡି,୧୯।୧୧(ଗିରିଧାରୀ ପରିଚ୍ଛା): ଗୁମ୍ମାରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମେଳା ପଞ୍ଚାୟତ ସମିତି ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ମେଳାରେ ମତ୍ସ୍ୟ, ପ୍ରାଣୀ ସମ୍ପଦ ଓ ଅନ୍ୟାନ୍ୟ ବିଭାଗର ପ୍ରଦର୍ଶନୀ ସହ ଚାଷୀ ବିଶେଷଜ୍ଞମାନଙ୍କୁ ନେଇ ଆଲୋଚନାଚକ୍ର ଅନୁଷ୍ଠିତ…

ଭୁବନେଶ୍ବର ଏଜି ଛକରେ ଲାଗିବ ସଡ଼କ ଦୁର୍ଘଟଣା ଘଣ୍ଟା

ଭୁବନେଶ୍ୱର,୧୯।୧୧: ଭୁବନେଶ୍ବର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା। ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଦେଶକଙ୍କ ଚିଠି କରିଛନ୍ତି। ସଡ଼କ ଦୁର୍ଘଟଣା ବାବଦରେ ସଚେତନ କରିବ ସଡ଼କ ଦୁର୍ଘଟଣା ଘଣ୍ଟା। ସଚେତନ ସହ ସକରାତ୍ମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?