ଆମ ଜିଲା ଖବର

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ କରୁଥିବା ବେଳେ ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ସେହିପରି ବଜ୍ରପାତରେ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ ମରାମତି କରାଯିବା ଦାବିରେ ଶୁକ୍ରବାର ଛତ୍ରପୁର ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଞ୍ଜାମ ଜିଲାପାଳ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର କରିଛି। ମାନେଶ୍ୱର ମାଳତୀଯୋର ବ୍ରିଜ ଠାରୁ ପ୍ରାୟ ୫ଶହ ମିଟର ଦୂରରେ ଯୋର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ ବଢ଼ିଯିବାରୁ ଦଳ ସଫା କାର୍ଯ୍ୟରେ ନିୟୋଜିତ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିରେ ପହଞ୍ଚିଥିଲେ। କମିଟିର ଅଧ୍ୟକ୍ଷ ତଥା ଟିଟିଲାଗଡ ବିଧାୟକ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ ସୃଷ୍ଟି କରିଥିଲା। ବାରହାଟି ଗ୍ରାମର ଇନୋଦ ସେଠୀ ଓ ବିନୋଦ ସେଠୀଙ୍କୁ ଆକ୍ରମଣ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ ଅପ୍ରେଣ୍ଟିସ୍‌ଶିପ୍‌-କମ୍‌-ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଛି। ବିଶ୍ୱବିଦ୍ୟାଳୟର ବିଜନେସ୍‌ ମ୍ୟାନେଜମେଣ୍ଟ ବିଭାଗ ଏହାର ସଂଯୋଜନା…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରି ଯନ୍ତ୍ରୀ ଦ୍ୱୟଙ୍କୁ ଉଦ୍ଧାର କରିଥିଲା। ଏହି ଘଟଣା ଏବେ ଅଞ୍ଚଳରେ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ବୈଠକରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ ସାଧାରଣ ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ଏଭଳି ଏକ ସଙ୍ଗିନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ପଡ଼ିଆରେ ଦ୍ୱାଦଶ ଗ୍ରାମ ସଭା ଶେଷ ହୋଇଛି। ଯମୁନାପଶି…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ହେବା ପାଇଁ ବ୍ୟବସାୟୀମାନଙ୍କୁ ବାରମ୍ବାର ସଚେତନ କରାଯାଉଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?