ଆମ ଜିଲା ଖବର

୫ କନ୍ୟା ସନ୍ତାନଙ୍କୁ ଜନ୍ମ ଦେବାରୁ ସ୍ତ୍ରୀଙ୍କୁ ସ୍ବାମୀଙ୍କ ଅକଥନୀୟ ନିର୍ଯାତନା, ସହି ନ ପାରି…

ଭୁବନ,୧୬ା୧୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଚମ୍ପାନାଳିଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହି ଗ୍ରାମର ବାବୁଲି ନାଏକଙ୍କ ଝିଅ ସୁଲୋଚନା ୫ କନ୍ୟା ସନ୍ତାନଙ୍କୁ ଜନ୍ମ ଦେବାରୁ ତାଙ୍କ ସ୍ବାମୀ ଅକଥନୀୟ ନିର୍ଯାତନା ଦେଉଥିଲେ।…

ପୋଲିସ ସହାୟତାର ଆପ “ସାଥି” ଏବେ ବେସାହାରା: ଲୁଚି ଯାଇଛି …

ଦାରିଙ୍ଗବାଡି,୧୬।୧୧ (ଅରୁଣ ସାହୁ): କନ୍ଧମାଳ ପୋଲିସ ପକ୍ଷରୁ ଲୋକଙ୍କ ପାଇଁ ଏକ ଆପର ପ୍ରଚଳନ କରାଯାଇଥିଲା । ଯାହାର ନାମ ରହିଛି “ସାଥି” । କନ୍ଧମାଳ ଏସ୍‌ପି ହରିଶ ବିସିଙ୍କ ତତ୍ତ୍ୱାବଧାନରେ ଏହି ଆପ ପ୍ରସ୍ତୁତ କରାଯାଇ ଜିଲାର ବିଭିନ୍ନ ଜନଗହଳି…

ଏମିତି ବି ଆସେ ମୃତ୍ୟୁ: ରୋଗୀ ଦେଖୁଦେଖୁ ଚାଲିଗଲା ଡାକ୍ତରଙ୍କ ଜୀବନ

ନୀଳଗିରି,୧୬ା୧୧: ଓପିଡିରେ ରୋଗୀ ଦେଖୁଦେଖୁ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ନୀଳଗିରି ଉପଖଣ୍ଡ ଡାକ୍ତରଖାନାରେ। ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ତ୍ରିନାଥ ପାଲ ରୋଗୀ ଦେଖିବା ସମୟରେ ହଠାତ୍‌ ଛାତିରେ ଯନ୍ତ୍ରଣା…

ଶୋଇଥିବାବେଳେ ଘରେ ଲାଗିଗଲା ନିଆଁ, ଜଳିଗଲା ନଗଦ ୮ ଲକ୍ଷ ଟଙ୍କା ସହ…

ଖଲ୍ଲିକୋଟ,୧୬ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଟାଉନସ୍ଥିତ ଧରାକୋଟ ସାହିରେ ଶନିବାର ବିଳମ୍ବିତ ରାତିରେ ଦିଲୀପ ଖୁଣ୍ଟିଆଙ୍କ ପରିବାର ଖାଇ ପିଇ ଶୋଇଥିବାବେଳେ ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଯାଇଥିଲା। ହଠାତ୍‌ ପଛଘର ପଟୁ ନିଆଁ ବାହାରିବା ଦେଖି ଦିଲ୍ଲୀପ ପରିବାରର ସମସ୍ତ…

ହାଡ଼ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି:ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ 

ଜି.ଉଦୟଗିରି,୧୬।୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି। ପ୍ରତିଦିନ ଶୀତ କ୍ରମଶଃ ବୃଦ୍ଧି ପାଉଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସା ହେଲା ମାତ୍ରେ ଲୋକେ ଶୀତ ଦାଉରୁ ରକ୍ଷା ପାଇବାକୁ ନିଆଁର ସାହାରା ନେଉଛନ୍ତି। ସକାଳ…

ବିଦ୍ୟୁତ୍‌ ଫାଶ ପକାଇ ବନ୍ୟଜନ୍ତୁ ଶିକାର: ୨ ଗିରଫ

ଦେବଗଡ,୧୬।୧୧(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ କପାଗୋଳା ଗ୍ରାମ ନିକଟସ୍ଥ ଜଙ୍ଗଲରେ ବିଦ୍ୟୁତ୍‌ ଫାଶ ପକାଇ ବନ୍ୟଜନ୍ତୁ ଶିକାର ପାଇଁ ଉଦ୍ୟମ କରୁଥିବା ବେଳେ ବନ ବିଭାଗ ଦ୍ୱାରା ୨ ଶିକାରୀ ଗିରଫ ହୋଇଛନ୍ତି । ସୂଚନା ଅନୁଯାୟୀ,…

ଦାଉ ସାଧିଲା ଦଇବ: ଅଧା ରାସ୍ତାରେ ଲିଭିଗଲା ତିତିତିନି ଜଣଙ୍କ ଜୀବନ ଦୀପ

ପରଜଙ୍ଗ,୧୬।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୧୪୯ ନଂ ଜାତୀୟ ରାଜପଥର କୁଲେଇ ଗ୍ରାମ ନିକଟସ୍ଥ ଜିଏମ ଆଣ୍ଡ ଆଇରନ ଷ୍ଟିଲ ପ୍ଲାଣ୍ଟ ନିକଟରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

ମୁଖ୍ୟ ରାସ୍ତାରେ ପଡି ଗୁରୁତର ସାଇକେଲ ଆରୋହିଙ୍କୁ ମିଳିଲାନି ଆମ୍ବୁଲାନ୍ସ: ଡାକ୍ତରଖାନାରେ ମୃତ୍ୟୁ

ଲାଞ୍ଜିଗଡ଼,୧୬।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ଅନ୍ତର୍ଗତ ବିଜେପୁର-ବିଶ୍ୱନାଥପୁର ମୁଖ୍ୟ ରାସ୍ତାର ଖଜୁରଗୁଡା ଗାଁ ମାଣ୍ଡିଆ ରୁଚା ନିକଟରେ ଏକ ସାଇକେଲ ଆରୋହି ମୁଖ୍ୟ ରାସ୍ତାରେ ପଡି ଗୁରୁତର ହୋଇ ପ ବେଳେ ଆରୋହିଙ୍କୁ ମିଳିନଥିଲା ଆମ୍ବୁଲାନ୍ସ। ଯାହା…

ସଂଗ୍ରାମୀ ନେତାଙ୍କୁ ଆଜି ବି ଝୁରେ ସାନଖେମୁଣ୍ଡି: ସେ ଥିଲେ କୃଷକ ଆନ୍ଦୋଳନର କର୍ଣ୍ଣଧାର

ଦିଗପହଣ୍ଡି,୧୬।୧୧(ଅଶେଷ ନାଥ ମିଶ୍ର): ବିଶିଷ୍ଟ କମ୍ୟୁନିଷ୍ଟ ନେତା ତଥା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ସାଥୀ ଉଦୟ ଚନ୍ଦ୍ର ପାତ୍ରଙ୍କ ୨୫ ତମ ଶ୍ରାଦ୍ଧ ବାର୍ଷିକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି…

୩୫ ନମ୍ବର ରାଜ୍ୟ ରାଜପଥରେ ଦୁର୍ଘଟଣା: ଚୁନା ହୋଇଗଲା କାର

ଧୂଷୁରୀ,୧୬।୧୧,(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଛକ ନିକଟରେ ଆରଡି-ଭଦ୍ରକ ୩୫ ନମ୍ବର ରାଜ୍ୟ ରାଜପଥରେ ଏକ କାର ଦୁର୍ଘଟଣା ଗ୍ରସ୍ତ ହୋଇଛି । କାର୍‌ ମଧ୍ୟରେ ଥିବା ସମସ୍ତ ବେଲୁନ…

ଲାଞ୍ଜିଗଡ଼ର ବିକାଶ ପାଇଁ ଜିଲାପାଳଙ୍କୁ ଭେଟିଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୧୫ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସହରକୁ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ରୂପେ ଘୋଷଣା କରାଯିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କରିବା ସହିତ ଲାଞ୍ଜିଗଡ଼ ସହରର ମୁଖ୍ୟ ରାସ୍ତାକୁ ସମ୍ପ୍ରସାରଣ କରିବା ପାଇଁ ଲାଞ୍ଜିଗଡ଼…

୮ ଏସ୍‌ସିବି ମେଡିକାଲ କର୍ମଚାରୀଙ୍କୁ ନୋଟିସ, ସରପ୍ରାଇଜ ଭିଜିଟ ସମୟରେ ଧରିଲେ ମେଡିକାଲ କର୍ତ୍ତୃପକ୍ଷ

କଟକ, ୧୫।୧୧ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଡ୍ୟୁଟି ସମୟରେ ଅନୁପସ୍ଥିତ ରହିଥିବା ୮ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ମେଡିକାଲ କର୍ତ୍ତୃପକ୍ଷ। ମେଡିକାଲର ଟ୍ରମା କାଜୁଆଲିଟି ଭଳି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଡ୍ୟୁଟି ସମୟରେ କେଉଁ କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?