ଆମ ଜିଲା ଖବର

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌ ଦୋକାନ । ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କଲେ ଅଗ୍ନିଶମ…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା ବିଶୋଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦ ଜଣ ବରିଷ୍ଠ ନାଗରିକ…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ ବୁଧବାର ସନ୍ଧ୍ୟାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଶୁଭଖୁଣ୍ଟି ସ୍ଥାପନ…

ସିଡିପିଓ ମମତାରାଣୀ ଦାସଙ୍କ ଗୁଣୁପୁର ବଦଳି, କଲ୍ୟାଣସିଂହପୁରରେ ସମ୍ବର୍ଦ୍ଧନା….

କଲ୍ୟାଣସିଂହପୁର,୨।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସମନ୍ୱିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍) କାର୍ଯ୍ୟାଳୟ ପରିସରରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ମମତାରାଣୀ ଦାସଙ୍କ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଗୁରୁବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟର…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି । ଚଳିତ ରୁତୁରେ ଦ୍ବିତୀୟବାର ଜଳଭଣ୍ଡାରର ଜଳସ୍ତର ଏହାର ସର୍ବୋଚ୍ଚ ଜଳଧାଣ କ୍ଷମତା…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ ଊର୍ଦ୍ଧ୍ୱ ପିଲା ପଢ଼ୁଥିବାବେଳେ ଧୀରେ ଧୀରେ ପିଲାଙ୍କ ସଂଖ୍ୟାରେ ହ୍ରାସ ପାଇ ୪ବର୍ଷ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ନିଆଁରେ ଦୋକାନରେ ଥିବା ବିଭିନ୍ନ ସାମଗ୍ରୀ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି ଗ୍ରାମକୁ ପାଣି ଆସି ପାରୁନାହିଁ। ଫଳରେ ଲୋକେ ପିଇବା ପାଣି ପାଇଁ ନାହିଁ…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି। ଡଙ୍ଗା ସୁବିଧା ନାହିଁ କି ବିଜୁଳି ସୁବିଧା ନାହିଁ, ଏଭଳି ସ୍ଥିତିରେ ମାର୍ଶାଘାଇ…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ ବର୍ଷା ସହିତ ମହାନଦୀରେ ରହିଥିବା ଛତିଶଗଡ଼ର ବିଭିନ୍ନ ବ୍ୟାରେଜରୁ ହଠାତ୍‌ ମାତ୍ରାଧିକ ଜଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ଓ କର୍ମୀମାନେ ଗତ ତିନି ଦିନ ଧରି ଭୁବନେଶ୍ୱରସ୍ଥିତ ନବୀନ…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଙ୍ଗଠନର ବରିଷ୍ଠ ସଦସ୍ୟ ଅର୍ଦ୍ଦୁ. ଘନଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?