କ୍ରୀଡ଼ା ଇତିହାସରେ ଯୋଡିହେଲା ବଲାଙ୍ଗୀରର ନବନିର୍ମିତ ଲନ୍ବଲ୍ କୋର୍ଟ: ହୋଇପାରିବ ଜାତୀୟ, ଅନ୍ତର୍ଜାତୀୟସ୍ତରର ମ୍ୟାଚ୍
ବଲାଙ୍ଗୀର, ୧୩ା୧୧ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର କ୍ରୀଡା ଇତିହାସରେ ଗୁରୁବାର ଏକ ଗୌରବମୟ ଫର୍ଦ୍ଦ ଯୋଡି ହୋଇଛି। ସ୍ଥାନୀୟ ରାଜେନ୍ଦ୍ର ନାରାୟଣ ସିଂଦେଓ ସ୍ପୋଟର୍ସ୍ କମ୍ପ୍ଲେକ୍ସ ଭିତରେ ନବନିର୍ମିତ ଲନ୍ବଲ୍ କୋର୍ଟକୁ ବିଶେଷଜ୍ଞ ଟିମ୍ ସ୍ବୀକୃତି ପ୍ରଦାନ କରିଛି। ଆଗାମୀ…
ଭଉଣୀଙ୍କ ସହ ଘରୁ ବାହାରିଥିଲେ, ଆଉ ଫେରିଲେନି; ଦୁର୍ଘଟଣାରେ ଚାଲିଗଲା…
ମୋହନା,୧୩।୧୧( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ କଟାମା ପଞ୍ଚାୟତର ପୂର୍ବତନ ସରପଞ୍ଚ ହାଡ଼ିଆ କନ୍ଧଙ୍କ ପୁଅ ବାଇକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି। ସେ ହେଲେ ପୃଥିବୀରାଜ କନ୍ଧ(୧୭)। ସୂଚନା ପ୍ରକାରେ, ଅଡବା ଥାନା ଅନ୍ତର୍ଗତ କାଟାମା…
ପୂର୍ବ ଶତ୍ରୁତାକୁ ନେଇ ଖଣ୍ଡାରେ ହାଣିଲେ, ଭୀଷଣ ଆଘାତ ଯୋଗୁ…
ଦିଗପହଣ୍ଡି, ୧୩।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବି.ତୁରୁବୁଡି ଗ୍ରାମରେ ଗୁରୁବାର ଅପରାହ୍ନରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯାଇଛି। ଖଣ୍ଡା ଚୋଟରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତି ଜଣକ…
ଦିଗପହଣ୍ଡି ମୁଖ୍ୟରାସ୍ତା ଶୋଚନୀୟ: ଉଠି ଗଲାଣି ପିଚୁ,କର୍ତ୍ତୃପକ୍ଷଙ୍କ ନିଘା ନାହିଁ
ଦିଗପହଣ୍ଡି,୧୩ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଲାଇଫ ଲାଇନ୍ ଭାବେ ପରିଚିତ ବ୍ରହ୍ମପୁର-ଦିଗପହଣ୍ଡି ୧୭ ନଂ. ରାଜ୍ୟ ରାଜପଥର ଅନେକ ସ୍ଥାନରେ ପିଚୁ ଗୋଡ଼ି ଉଠି ଗଲାଣି। ବିଶେଷକରି ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ଠାରୁ ପୁଞ୍ଜିକଂୟା ଛକ ମୁଖ୍ୟରାସ୍ତା ଅବସ୍ଥା ଖରାପ…
ମିଥ୍ୟା ସତ୍ୟପାଠ ଦାଖଲକରି ପଦ ହରାଇଲେ ମାର୍ଲାଙ୍ଗା ସରପଞ୍ଚ
କୋଟଗଡ଼,୧୩ା୧୧ (ସରୋଜ ବଳିୟାରସିଂ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ମାର୍ଲାଙ୍ଗା ପଞ୍ଚାୟତର ସରପଞ୍ଚ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ୨୦୨୨ରେ ପଞ୍ଚାୟତ ନିର୍ବାଚନ ବେଳେ ଅଶୋକ ମୁଠା ମାଝୀଙ୍କର ୨ରୁ ଅଧିକ ପିଲା ଥିବାବେଳେ ମାତ୍ର ୨ଜଣ ସନ୍ତାନ ଥିବାକଥା ମିଥ୍ୟାରେ ଉଲ୍ଲେଖ…
ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼: ଠେଲାପେଲାରେ ୨ ଅଚେତ୍
କଟକ,୧୩।୧୧: କଟକ ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ଲୋକଙ୍କ ପ୍ରବଳ ଭିଡ଼ ହୋଇଛି। ଏପରିକି ବଲିଉଡ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ଠେଲାପେଲା ହୋଇ ୨ଜଣ ଦର୍ଶକ ଅଚେତ୍ ହୋଇଯାଇଥିବା ସୂଚନା ମିଳିଛି। ଆମ୍ବୁଲାନ୍ସ ଯୋଗେ ୨ ଅଚେତଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।…
ମାଁ ପଁର୍ରାପାଟ କପ୍ ଫୁଟବଲ୍ ପ୍ରତିଯୋଗିତା: ସେମିଫାଇନାଲରେ…
ବରଗଡ଼,୧୩।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ବ୍ଲକ ଅନ୍ତର୍ଗତ ବରହାଗୋଡା ଫୁଟବଲ୍ ପଡିଆରେ ବୁଧବାର ମାଁ ପଁର୍ରାପାଟ କପ୍ ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ପୂର୍ବତନ ବିଧାୟକ ସାଧୁ ନେପାକ, ନଥୁରମ୍ ଶେଠ୍ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ । ସାଇ ଇଲେଭେନ…
ଶ୍ରୀଅନ୍ନ ଯୋଜନାରେ ଉଦ୍ଘାଟନ ହେଲା ମାଣ୍ଡିଆ ରଥ
ଦାରିଙ୍ଗବାଡ଼ି,୧୩ା୧୧ (ଅରୁଣ ସାହୁ): ଶ୍ରୀଅନ୍ନ ଯୋଜନାରେ ମାଣ୍ଡିଆ ଚାଷ ଓ ମାଣ୍ଡିଆ ଖାଦ୍ୟକୁ ବହୁଳ ପରିମାଣରେ ବ୍ୟବହାର କରିବା ଲକ୍ଷ୍ୟରେ ଏକ ସଚେତନତା ରଥକୁ ଗୁରୁବାର ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ଉଦ୍ଘାଟନ କରାଯାଇଛି। ଏହାକୁ ଗୋଷ୍ଠୀ କୃଷି ଅଧିକାରୀ ସୀତାଂଶୁ…
ପୂରଣ ହେବ ଦୀର୍ଘ ଦିନର ସ୍ବପ୍ନ: ଜୁନାଗଡ଼ ରୋଡ଼ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେଲା ଇସ୍ପାତ ଟ୍ରେନ
ଭବାନୀପାଟଣା,୧୩।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେବାକୁ ଯାଉଛି। କାରଣ ଇସ୍ପାତ ଏକ୍ସପ୍ରେସ ଟ୍ରେନ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେବା ନେଇଁ ଭାରତ ସରକାରଙ୍କ ରେଳ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…
ଫଳାଫଳ କାଉନ୍ଡାଉନ୍ ଆରମ୍ଭ: ରାତିପାହିଲେ ମିଳିବ ନୂଆ ନେତା
ନୂଆପଡ଼ା,୧୩ା୧୧(ମକାରୁ ବେମାଲ): ୧୯୫୧ଠାରୁ ୨୦୨୪ ପର୍ଯ୍ୟନ୍ତ ନୂଆପଡ଼ା ନିର୍ବାଚନମଣ୍ଡଳୀରେ ୮ ଜଣ ନେତାଙ୍କୁ ପରଖିଲେଣି ନୂଆପଡ଼ା ମତଦାତା। ଓଡ଼ିଶା ବିଧାନସଭା ନିର୍ବାଚନ ଆରମ୍ଭ ହେବାଠାରୁ ୨୦୨୪ ପର୍ଯ୍ୟନ୍ତ ଅନୁପ ସିଂଦେଓ, ଚୈତନ୍ୟ ମାଝି, ଜଗନ୍ନାଥ ପଟ୍ଟନାୟକ, ଓମ୍କାର ସିଂ ମାଝି, ଭାନୁ…
ଭିଜିଲାନ୍ସ ଜାଲରେ ବାଲିଅନ୍ତା ଥାନା ASI
ଭୁବନେଶ୍ୱର, ୧୩। ୧୧(ତ୍ରିନାଥ ମହାନ୍ତି): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲିଅନ୍ତା ଥାନା ASI ସୋମନାଥ ପଲେଇ। ଏକ ପାରିବାରିକ ବିବାଦର ସମାଧାନ ପାଇଁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ASI ସୋମନାଥ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି।…
ଅଙ୍ଗନଓ୍ବାଡି କେନ୍ଦ୍ରରେ ଅଣ୍ଡା ବଣ୍ଟନକୁ ନେଇ ଅସନ୍ତୋଷ, ଖଣ୍ଡନ କଲେ ଯାଞ୍ଚ କମିଟି ସଭାନେତ୍ରୀ, ସୁପରଭାଇଜର…
କେସିଙ୍ଗା,୧୩।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଅଧିନସ୍ଥ ପାଷ୍ଟିକୁଡ଼ି ଅଙ୍ଗନୱାଡି କେନ୍ଦ୍ରରେ ଅଣ୍ଡା ଓ ଛତୁଆ ବଣ୍ଟନକୁ ନେଇ ନିର୍ଦ୍ଧିଷ୍ଟ ହିତାଧିକାରୀ ସିଡିପିଓଙ୍କ ନିକଟରେ ଅଭିଯୋଗ କରିଥିବାର ଜଣାପଡିଛି। ସୂଚନାନୁସାରେ,ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ…

