ଆମ ଜିଲା ଖବର

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ସଂଗଠନ ତରଫରୁ ଏକ ଶୋଭାଯାତ୍ରା ଅନୁଗୋଳ ଆମ୍ବେଦକର ଭବନଠାରୁ ବାହାରି ଜିଲାପାଳଙ୍କ…

କ୍ଷମା ପ୍ରାର୍ଥନା କଲେ ବ୍ରହ୍ମପୁର ଏସ୍‌ପି

କଟକ,୧୧।୧୧(କାର୍ତ୍ତିକ ସାହୁ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବିବାଦୀୟ ମନ୍ତବ୍ୟ ଦେଇଥିବା ବ୍ରହ୍ମପୁର ଏସ୍‌ପି ଶ୍ରବଣ ବିବେକ ଏମ୍‌ ହାଇକୋର୍ଟରେ ମଙ୍ଗଳବାର ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। କ୍ଷମା ପ୍ରାର୍ଥନାକ ହାଇକୋର୍ଟ ଗ୍ରହଣ କରିଛନ୍ତି। ଏଥିସହ ତାଙ୍କ ବିରୋଧରେ ମାମଲା…

ଦିଲ୍ଲୀରେ ବିସ୍ଫୋରଣ ପରେ ଆସିଲା ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ଓଡ଼ିଶାରେ…

ଭୁବନେଶ୍ୱର,୧୧।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ରାଜଧାନୀବାସୀଙ୍କୁ ଥରାଇ ଦେଇଛି। ଦିଲ୍ଲୀ ପୋଲିସ ଘଟଣାର ତଦନ୍ତକୁ ଜୋରଦାର କରିଥିବା ବେଳେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଏଭଳିସ୍ଥିତିରେ ଓଡ଼ିଶାରେ ମଧ୍ୟ…

ସର୍ଗିଫୁଲ ମହୋତ୍ସବ: ସାମ୍ନାକୁ ଆସିବ ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭା

ଦାରିଙ୍ଗବାଡି,୧୧।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ମଙ୍ଗଳବାର ବ୍ଲକ ସ୍ତରୀୟ ସର୍ଗିଫୁଲ ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏଥିରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟଙ୍କ…

ପୂର୍ବାହ୍ନ ୧୧ଟା ସୁଦ୍ଧା ନୂଆପଡ଼ାରେ ୩୨.୫୧% ମତଦାନ

ନୂଆପଡ଼ା,୧୧ା୧୧(ମକାରୁ ବେମାଲ): ମଙ୍ଗଳବାର ସକାଳ ୭ଟାରୁ ଚାଲିଛି ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ନୂଆପଡ଼ାରେ ୩୨.୫୧% ଭୋଟର ମତଦାନ କରିସାରିଛନ୍ତି। ମତଦାନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ଅନ୍ୟ ସାଧାରଣ ଭୋଟ ଗ୍ରହଣ କେନ୍ଦ୍ରଗୁଡ଼ିକରେ ଅପରାହ୍ନ…

ଫୁଲ ତୋଳିବାକୁ ଉଠିଥିଲେ ମହିଳା: ପଡିଗଲେ ହାତୀ ସମ୍ମୁଖରେ, ଆଉ ତା’ପରେ…

ରାଉରକେଲା,୧୧।୧୧(ସଂଗୀତା ଜେନା) ମଙ୍ଗଳବାର ଭୋର ସମୟରେ ରାଉରକେଲା କୋଏଲ ନଗର ଅଞ୍ଚଳରେ ଏକ ଗୋଠ ଛଡା ଦନ୍ତା ହାତୀ ପଶି ଜଣେ ମହିଳାଙ୍କୁ ଦଳି ଦେଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ମହିଳା ଜଣଙ୍କ ମୃତ୍ୟୁବରଣ କରିଛନ୍ତି। ମୃତକ ହେଉଛନ୍ତି କୋଏଲ ନଗର…

ସାଙ୍ଗମାନଙ୍କ ସହ ନିଆଁରେ ସେକି ହେଉଥିଲେ ୨ୟ ଶ୍ରେଣୀ ଛାତ୍ରୀ, ସାର୍ଟରେ ଲାଗିଲା ନିଆଁ, ତା’ପରେ…

ପାଟଣା,୧୧।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ସ୍ଥିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆବାସିକ ଛାତ୍ରାବାସର ଜଣେ ୨ୟ ଶ୍ରେଣୀ ଛାତ୍ରୀ ସୋମବାର ରାତିରେ ନିଆଁ ପୁଇଁ ହେଉଥିବା ବେଳେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି। ଗୁରୁତର…

୧୮ ବେଆଇନ ବାଲି ବୋଝେଇ ଗାଡି ଜବତ: ଡ୍ରାଇଭର ଫେରାର

ହାଟଡିହୀ,୧୧l୧୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବୈତରଣୀ ନଦୀର ବିଭିନ୍ନ ସ୍ଥାନରୁ ବେଆଇନ ବାଲି ପରିବହନ କରୁଥିବା ୧୮ଟି ବାଲି ଗାଡିକୁ ଆନନ୍ଦପୁର ଏସଡିପିଓ ପ୍ରଶାନ୍ତ ବେହେରା ଜବତ କରିଛନ୍ତି l ସେଥିମଧ୍ୟରୁ ୧୭ଟି ହାଇୱା ଏବଂ ଗୋଟିଏ ଟ୍ରାକ୍ଟର…

ପ୍ରିଜାଇଡିଂ ଅଫିସର ସସ୍‌ପେଣ୍ଡ୍‌: ଗୋପନୀୟତା ଉଲ୍ଲଂଘନ ଅଭିଯୋଗରେ..

ନୂଆପଡ଼ା,୧୧।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ପ୍ରକ୍ର୍ରିୟା ଚାଲିଥିବାବେଳେ ଜଣେ ପ୍ରିଜାଇଡିଂ ଅଫିସରଙ୍କ ସସ୍‌ପେଣ୍ଡ୍‌ କରାଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି। କୁଳିଆବନ୍ଧ ୩୬ ନଂ ବୁଥର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକଙ୍କୁ ସସ୍‌ପେଣ୍ଡ୍‌…

ନୂଆପଡ଼ା ଉପନିର୍ବାଚନ: ୯ଟା ସୁଦ୍ଧା ୧୪.୯୯ ପ୍ରତିଶତ ଭୋଟିଂ

ନୂଆପଡ଼ା,୧୧।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ପ୍ରକ୍ରିୟା ମଙ୍ଗଳବାର ସକାଳ ୭ଟାରୁ ଆରମ୍ଭ ହୋଇଛି। ସୁରୁଖୁରୁରେ ଭୋଟିଂ ଚାଲିଥିବା ଜଣାପଡ଼ିଛି। ସକାଳ ୯ଟା ସୁଦ୍ଧା ନୂଆପଡ଼ାରେ ୧୪.୯୯% ଭୋଟିଂ ହୋଇଛି। ଭୋଟିଂ ସ୍ଥାନ ଗୁଡିକରେ ସକାଳ ୭ଟାରୁ ଗହଳି ଦେଖିବାକୁ…

ଦିଲ୍ଲୀ ବିସ୍ଫୋରଣ ପରେ ଉପକୂଳରେ ହାଇ ଆଲର୍ଟ

ମହାକାଳପଡ଼ା, ୧୧ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଦିଲ୍ଲୀରେ ଆତଙ୍କବାଦୀଙ୍କ ବିସ୍ଫୋରଣ ପରେ ଓଡ଼ିଶାର ସମ୍ବେଦନଶୀଳ ସ୍ଥାନଗୁଡିକରେ ହାଇ ଆଲର୍ଟ ଜାରି କରାଯାଇଛି। ଉପକୂଳ ଅଞ୍ଚଳରେ ସତର୍କ ସୂଚନା ଜାରି କରାଯାଇଛି ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। କେନ୍ଦ୍ରାପଡ଼ା ଏସ୍‌ପି ସିଦ୍ଧାର୍ଥ କଟରିଆଙ୍କ ନିର୍ଦ୍ଦେଶକ୍ରମେ…

ସରପଞ୍ଚଙ୍କ ମହାନତା: ଦିବ୍ୟାଙ୍ଗଙ୍କୁ ବଢାଇଲେ ସହାୟତାର ହାତ

ଦାରିଙ୍ଗବାଡି, ୧୧।୧୧ (ଅରୁଣ ସାହୁ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇଦେଉଛନ୍ତି। ଏଥିପାଇଁ କାର୍ଯ୍ୟାଦେଶ ସହ ଅଗ୍ରିମ ଅନୁଦାନ ମଧ୍ୟ ପ୍ରଦାନ କରୁଛନ୍ତି। ହେଲେ ଏହା ଅନେକ ସମୟରେ ବାଟମଣା ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?