ଆମ ଜିଲା ଖବର

ଜୟ ଢୋଲକିଆଙ୍କ ବୁଥ୍‌ରେ EVMରେ ତ୍ରୁଟି: ଆରମ୍ଭ ହୋଇପାରିଲାନି ଭୋଟିଂ

ନୂଆପଡ଼ା,୧୧।୧୧(ମକାରୁ ବେମାଲ): ଆଜି ନୂଆପଡ଼ା ଉପନିର୍ବାଚନକୁ ଅନୁଷ୍ଠିତ ହୋଇଛି। ଏଠାରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବାବେଳେ ଖରିଆର ରୋଡ ମୋଙ୍ଗରାପାଲିରେ EVMରେ ତ୍ରୁଟି ଦେଖାଯାଇଛି। ମୋଙ୍ଗରାପାଲିର ୬୬ ନଂ ବୁଥରେ EVMରେ ସମସ୍ୟା ରହିଛି। ଫଳରେ ଏଯାଏ ଭୋଟିଂ ଆରମ୍ଭ…

ବିଦ୍ୟାଳୟରେ ପଶି କୁନି ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିଲେ ୨ ଯୁବକ: ପୋଲିସର କାର୍ଯ୍ୟାନୁଷ୍ଠାନରେ ତେଜିଲା ଅସନ୍ତୋଷ

ଗଞ୍ଜାମ, ୧୧।୧୧(ଅଖିଳ ତରାଇ): ରମ୍ଭା ସହରର ଲକ୍ଷ୍ମୀପୁର ସେବାଶ୍ରମ ବିଦ୍ୟାଳୟରେ ଅବାଧ ପ୍ରବେଶ କରି କୁନି ଛାତ୍ରୀଛାତ୍ରମାନଙ୍କୁ ମାରପିଟ୍‌ କରିବା ଘଟଣା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣାରେ ଦୁଇ ଯୁବକଙ୍କ ନାମରେ ମାମଲା ରୁଜୁ ହୋଇଛି। କିନ୍ତୁ ପୋଲିସର…

ବେଆଇନ ଭାବେ ମାଛ ଧରୁଥିବାବେଳେ ଆନ୍ଧ୍ରପ୍ରଦେଶର ଦୁଇ ଡଙ୍ଗାକୁ ଧରିଲା ମତ୍ସ୍ୟବିଭାଗ, ତାଗିଦ ପରେ…

ଛତ୍ରପୁର, ୧୧।୧୦ (ଦିଲ୍ଲୀପ ସାମଲ) ଆର୍ଯ୍ୟପଲ୍ଲୀ ସମୁଦ୍ରକୁ ବେଆଇନ ଭାବେ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶରୁ ଅଧିକାଂଶ ସମୟରେ ବଡ ବଡ ଡଙ୍ଗା ଓ ଟ୍ରଲର ଆସି ଏଠାରେ ବଡ ବଡ ଜାଲରେ ମାଛ ମାରୁଥିବା ନେଇ ସ୍ଥାନୀୟ ମତ୍ସ୍ୟଜୀବୀମାନେ ବହୁବାର ଅଭିଯୋଗ…

ପାହାଳ ରସଗୋଲାକୁ ନେଇ ଏମିତି କଥା କହିଦେଲେ କେନ୍ଦ୍ରମନ୍ତ୍ରୀ: ବାଟରେ…

ବାଲିଅନ୍ତା ୧୧। ୧୧ (ନୀଳମାଧବ ସାହୁ):କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସୋମବାର ଓଡ଼ିଶା ବିଖ୍ୟାତ ପାହାଳ ରସଗୋଲାର ସ୍ବାଦ ଚାଖିଛନ୍ତି। କଟକରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭୁବନେଶ୍ୱର ଫେରିବା…

ଘରେ ପଶି ମହିଳାଙ୍କୁ ହାଣିଲେ, ଚିତ୍କାର କରିବାରୁ ସାର୍ଟ, ହେଲମେଟ ଛାଡ଼ି ଦୌଡିଲେ ଆକ୍ରମଣକାରୀ

ହିଞ୍ଜିଳିକାଟୁ, ୧୧।୧୧( ଦ୍ବିତୀକୃଷ୍ଣ ପଣ୍ଡା): ସକାଳେ ପରିବା ଦେବା ବାହାନାରେ ଘରକୁ ଆସି ପରିବା ଦେଇଗଲେ। ସନ୍ଧ୍ୟାରେ ବଳପୂର୍ବକ ଘରେ ପଶି ଖଣ୍ଡାରେ ମହିଳାଙ୍କୁ ହାଣିଲେ। ଅନ୍ୟ ପକ୍ଷରେ ଆକ୍ରମଣକାରୀଙ୍କୁ ସାହାସିକତା ସହ ମୁକାବିଲା କରି ମହିଳା ଜଣକ ପାଟି କରିବାରୁ…

ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ: ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆପଡ଼ା,୧୧।୧୧(ମକାରୁ ବେମାଲୁ):ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ଆରମ୍ଭ ହୋଇଛି। ଭୋଟିଂ ସ୍ଥାନ ଗୁଡିକରେ ସକାଳ ୭ଟାରୁ ଗହଳି ଦେଖିବାକୁ ମଳିଛି। ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ରାଜ୍ୟର ପ୍ରମୁଖ ୩ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସମେତ ମୋଟ୍‌ ୧୪…

କନ୍ଧମାଳ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି: ୨୨୯ଟି ଅଭିଯୋଗ ଶୁଣିଲେ…

ଦାରିଙ୍ଗବାଡି, ୧୦ ।୧୧ (ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ସୋମବାର ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ଅଭିଯୋଗ ଶୁଣିଛନ୍ତି । ସେ ମୋଟ ୨୨୯ଟି ଅଭିଯୋଗ ଶୁଣିଛନ୍ତି। ସେଥିରେ ବ୍ୟକ୍ତିଗତ ୧୨୨ ଟି ଅଭିଯୋଗ ଶୁଣିଥିବା ବେଳେ ମୋଟ ୧୦୭…

ଏହି ଦିନ ଖୋଲିବ ଇକୋ ରିଟ୍ରିଟ: ଜିଲାପାଳ ଦେଲେ ବଡ଼ ସୂଚନା, ଏଥର ପର୍ଯ୍ୟଟକଙ୍କୁ…

ଦାରିଙ୍ଗବାଡି, ୧୦।୧୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବଢିବା ସାଙ୍ଗକୁ ପର୍ଯ୍ୟଟକ ମଧ୍ୟ ଭିଡ଼ ମଧ୍ୟ ବଢିଛି। ସ୍ଥାନୀୟ ପ୍ରଶାସନ ଏବଂ ଜିଲା ପ୍ରଶାସନ ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରର ଉନ୍ନୟନ ପାଇଁ ବିଭିନ୍ନ ଯୋଜନା…

ଦାଦନ ଖଟିବାକୁ ଯାଇଥିଲେ ଶବ ହୋଇ ଫେରିଲେ, ମୃତଦେହ ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡିଲା ଗାଁ

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମର ଦାଦନ ଶ୍ରମିକ ରାଜେନ୍ଦ୍ର ବେହେରା(୩୭) ମହାରାଷ୍ଟ୍ରର ମୁମ୍ବାଇ ସାମ୍ବାଜି ଷ୍ଟେଶନର ଟ୍ରେନ ଲାଇନରେ କଟି ମୃତ୍ୟୁବରଣ କରିଛନ୍ତି। ସୋମବାର ସନ୍ଧ୍ୟା ପ୍ରାୟ ୭ଟାରେ ତାଙ୍କ ମୃତଦେହ ସତନ୍ତ୍ର ଆମ୍ବୁଲାନ୍ସରେ…

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୋଲିସ-ଚାଷୀ ମୁହାଁମୁହିଁ: ଧାନ କିଣାବିକା ପଞ୍ଜିକରଣକୁ ନେଇ…

ବରଗଡ଼,୧୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନ ଅମଳ କାର୍ଯ୍ୟ ଜୋର୍‌ ଧରିଛି। ଜିଲାର ସବୁ ଅଞ୍ଚଳରେ ଚାଷୀମାନେ ନିଜ କଷ୍ଟୋପାର୍ଜିତ ଧାନ ଅମଳ କରୁଛନ୍ତି। ଅନ୍ୟପଟେ, ଏ ପର୍ଯ୍ୟନ୍ତ ଜିଲାରେ ମଣ୍ଡି ଖୋଲିବା ତ ଦୂରର କଥା, ଜିଲାର ପ୍ରାୟ…

ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ଜଳ ପ୍ରକଳ୍ପ: ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସଚିବଙ୍କ ନିର୍ଦ୍ଦେଶ

ଭଞ୍ଜନଗର,୧୦।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ପ୍ରକଳ୍ପ ବାବଦରେ ପ୍ରାୟ ୧୫୦୯ କୋଟି ଟଙ୍କା ଖର୍ଚ୍ଚ ହେଉଛି।…

ଦିଲ୍ଲୀରେ ବିସ୍ଫୋରଣ କଲେ ଆତଙ୍କବାଦୀ! ପୁରୀରେ ହାଇଆଲର୍ଟ ଜାରି…

ଭୁବନେଶ୍ୱର,୧୦।୧୧: ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍‌ପି ସୂଚନା ଦେଇଛନ୍ତି। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡ ସହ ଶ୍ରୀମନ୍ଦିର ଚତୁଃପାଶର୍‌ବ, ରେଲେୱ ଷ୍ଟେଶନ, ବସ୍‌ଷ୍ଟାଣ୍ଡରେ ହାଇଆଲର୍ଟ ଜାରି କରାଯାଇଛି। ପାଟ୍ରୋଲିଂ ବୃଦ୍ଧି ସହ ସମସ୍ତ ଆଇଆଇସିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?