ଆମ ଜିଲା ଖବର

ହୋମ୍‌ଗାର୍ଡଙ୍କୁ ଆକ୍ରମଣ କରି ବାଇକ୍‌ ଜାଳିଦେଲେ ଆଉ ଜଣେ ବାଇକ୍‌ ଚାଳକ

ଭଞ୍ଜନଗର,୧୦ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନାରେ କାର୍ଯ୍ୟରତ ଥିବା ହୋମ୍‌ଗାର୍ଡ ଗଜେନ୍ଦ୍ର ନାୟକଙ୍କୁ ରବିବାର ତାଙ୍କ ଗ୍ରାମର ଜିତୁ ନାୟକ ଆକ୍ରମଣ କରିଥିଲେ। ଏହାପରେ ଗଜେନ୍ଦ୍ରଙ୍କ ବାଇକ୍‌କୁ ଜିତୁ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଏନେଇ ଏକ ମାମଲା…

ସରିଲା ପ୍ରଚାର, ଏବେ ଗାଁ ନେତା ଭରସା

ନୂଆପଡ଼ା,୧୦ା୧୧(ସୁନିତ୍‌ ମିଶ୍ର):ନୂଆପଡ଼ା ଉପନିର୍ବାଚନ ଲାଗି ଚାଲିଥିବା ପ୍ରଚାର ରବିବାର ସନ୍ଧ୍ୟା ୬ଟାରେ ଶେଷ ହୋଇଛି। ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବାକୁ ଥିବାରୁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଲଗାଯାଇଥିବା କଟକଣା ମୁତାବକ ସବୁ ଦଳ ସେମାନଙ୍କ ପ୍ରଚାର ବନ୍ଦ କରିଛନ୍ତି।…

ପମ୍ପ ଅଚଳ ଯୋଗୁଁ ଭଞ୍ଜନଗର ସହରକୁ ପାଣି ଯୋଗାଣ ବନ୍ଦ: ନାହିଁ ବିକଳ୍ପ ବ୍ୟବସ୍ଥା

ଭଞ୍ଜନଗର,୯।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏକ ପ୍ରମୁଖ ରାଜସ୍ୱ ଉପଖଣ୍ଡ ସହର ଭଞ୍ଜନଗରକୁ ୨୪ ଘଣ୍ଟିଆ ଜଳ ଯୋଗାଣ ସୁବିଧା ମିଳିବା କଥା ଥିଲେ ମଧ୍ୟ ଏହା ବହୁ ବର୍ଷ ହେବ କାର୍ଯ୍ୟକାରୀ ହୋଇପାରିନାହିଁ। ଏହି ପରିପ୍ରେକ୍ଷୀରେ, ଶନିବାର ରାତିରୁ ପମ୍ପ…

ବାୟୁ ପ୍ରଦୂଷଣରେ ଦିଲ୍ଲୀବାସୀ ଅତିଷ୍ଠ: କାର୍ଯ୍ୟାନୁଷ୍ଠାନ ଦାବିରେ ବାହାରିଲା ରାଲି

ନୂଆଦିଲ୍ଲୀ,୯ା୧୧: ଦିଲ୍ଲୀ ବାୟୁ ପ୍ରଦୂଷଣ କ୍ରମଶଃ ଉତ୍କଟ ହୋଇ ଶନିବାର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୦୦ ଅତିକ୍ରମ କରିଥିଲା। ଦିଲ୍ଲୀ ରେଡ୍‌ ଜୋନ୍‌ରେ ପ୍ରବେଶ କରିଥିବା ବେଳେ ପ୍ରଦୂଷଣ ରୋକିବା ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯିବା ଦାବିରେ ରବିବାର…

ଦିଗପହଣ୍ଡିର ୩ ବର୍ଷୀୟ ବିସ୍ମୟ ବାଳକ ମୋକ୍ଷିତ: ଜାତୀୟ ସ୍ତରରେ ସୃଷ୍ଟି କଲେ ଇତିହାସ

ଦିଗପହଣ୍ଡି,୯।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣେ ମାତ୍ର ୩ ବର୍ଷ ବୟସର ଶିଶୁ ପୁଅ ଜାତୀୟ ସ୍ତରରେ ରେକର୍ଡ ସୃଷ୍ଟି କରି ସାରା ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ଏହି ଶିଶୁଟି ହେଉଛନ୍ତି ଶାସନ ସାହିର ମୋକ୍ଷିତ ମିଶ୍ର…

ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ: ଫେରିଲେ କନ୍ଧମାଳ ଭାଜପା ନେତା, କର୍ମୀ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାରର ରବିବାର ଥିଲା ଶେଷ ଦିନ। ଏହି ଅବସରରେ କନ୍ଧମାଳ ଜିଲାର ବହୁ ଭାଜପା ନେତା ଓ କର୍ମୀ ପ୍ରଚାର ସମାପ୍ତ କରି ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ନିଜ ନିଜ ଅଞ୍ଚଳକୁ ଫେରିଛନ୍ତି।…

ଗୋଟିଏ ଦିନ ପରେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏଏସପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଦାରିଙ୍ଗବାଡ଼ି ବ୍ଲକ୍ ସଭାଗୃହ ପରିସରରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଅଞ୍ଚଳବାସୀ ଏବଂ ଲୋକ ପ୍ରତିନିଧିମାନେ ବହୁ ସଂଖ୍ୟାରେ ଅଭିଯୋଗ ନେଇ…

ଦାରିଙ୍ଗବାଡ଼ିକୁ ବିଳମ୍ବରେ ଆସିଲା ଶୀତ: ଖସୁଛି ପାରଦ, ଘନ କୁହୁଡ଼ି ଯୋଗୁଁ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ‘ଓଡ଼ିଶାର କାଶ୍ମୀର’ ଭାବେ ପରିଚିତ ଦାରିଙ୍ଗବାଡ଼ିରେ ଚଳିତ ବର୍ଷ ଶୀତ ଆସିବାରେ ବିଳମ୍ବ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ଫଳରେ ସହରରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଘର…

ଛାଡ଼ଖାଇରେ କରୁଥିଲେ ଛେଳି ଚୋରି : ନିର୍ଧୁମ ଛେଚିଲେ ଗ୍ରାମବାସୀ

ଆନନ୍ଦପୁର,୯ା୧୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଚକ୍ରତୀର୍ଥ ନିକଟରୁ ଏକ ଛେଳିକୁ ବାଇକରେ ନେଇଯାଉଥିବା ବେଳେ ଗ୍ରାମବାସୀ ୨ ଜଣକୁ କାବୁ କରି ଉତ୍ତମ ମଧ୍ୟମ ଦେଇ ପୋଲିସ ଜିମା ଦେଇଛନ୍ତି। ୨ ଯୁବକ ସାଙ୍ଗଙ୍କ ସହ…

୩ ସନ୍ତାନ ପ୍ରସବ କଲେ ମହିଳା

ମୋହନା,୯ା୧୦(ମନ୍ମଥ ମିଶ୍ର ): ଗଜପତି ଜ଼ିଲା ମୋହନା ବ୍ଲକ ଖାରିଗୁଡା ପଞ୍ଚାୟତ ଅନ୍ତର୍ଗତ ବନ୍ଦ୍ରିରି ଗାଁର ଜଣେ ମହିଳା ରବିବାର ୩ଟି ସନ୍ତାନ ପ୍ରସବ କରିଛନ୍ତି l ଗ୍ରାମର ଜିତେନ୍ଦ୍ର ମାଝୀଙ୍କ ସ୍ତ୍ରୀ ପୁଲିନା ଗର୍ଭବତୀ ଥିଲେ। ତାଙ୍କ ପ୍ରସବ ଯନ୍ତ୍ରଣା…

ଦିଗପହଣ୍ଡି ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ: ଜଣେ ଅଟକ

ଦିଗପହଣ୍ଡି,୯।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାମାରି ଗ୍ରାମ ପୋଲିସ ଫାଣ୍ଡି ନିକଟରୁ ରବିବାର ସକାଳ ପ୍ରାୟ ସାଢ଼େ ୯ଟାରେ ଏକ ଗଞ୍ଜେଇ ବୋଝେଇ ଯାତ୍ରୀବାହୀ ଅଟୋକୁ ପାଟପୁର ପୋଲିସ ଜବତ କରିଛି। ପାଟପୁର ଥାନାର ଏସ୍.ଆଇ.…

ଦିଗପହଣ୍ଡିରେ ଜାତୀୟ ଆଇନ ସେବା ଦିବସ ପାଳିତ

ଦିଗପହଣ୍ଡି,୯।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକା ଆଇନ ସହାୟତା କମିଟି ପକ୍ଷରୁ ରବିବାର ଆଙ୍କୋରଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜାତୀୟ ଆଇନ ସେବା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଗ୍ରାମବାସୀଙ୍କୁ ସମାଜର ବିଭିନ୍ନ ବର୍ଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?