ଆମ ଜିଲା ଖବର

ଢେଙ୍କାନାଳରେ ମଦ ନେଲା ୨ ଜୀବନ

ଢେଙ୍କାନାଳ,୧୨ା୭(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ଥାନା ବମ୍ପା ଗ୍ରାମରେ ମଦ ପିଇ ଗତ ୨୪ଘଣ୍ଟା ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ମନ୍ମଥ ସାମଲ ଓ ପ୍ରଫୁଲ…

‘ମା’ଙ୍କ ନାଁରେ ଗଛଟିଏ’: ରାମଜୀ ମହାବିଦ୍ୟାଳୟରେ…

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ଅଧିନସ୍ଥ ଭିଷ୍ମଗିରୀ ରାମଜୀ ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ବନମହୋତ୍ସବ ସପ୍ତାହ ପାଳିତ ହୋଇଛି। ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଆୟୋଜିତ ଚାରାରୋପଣ ସଚେତନତା ସଭାରେ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଜେନାମଣି…

ମାଓବାଦୀ କହି ମାଗୁଥିଲେ ଚାନ୍ଦା: ୨ ଯୁବକଙ୍କ ସହ ନାବାଳକଙ୍କୁ ଧରିଲା ପୋଲିସ

ରାୟଗଡ଼ା,୧୨।୭(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା): ନିୟମଗିରି ମାଓବାଦୀ ନାଁରେ ଧମକ ଦେଇ ଚାନ୍ଦା ମାଗୁଥିବା ୨ଜଣ ଯୁବକ ଓ ଜଣେ ନାବାଳକଙ୍କୁ ଦୋରାଗୁଡ଼ା ପୋଲିସ ଗିରଫ କରିଛି। ପୋଲିସ ତଦନ୍ତ ବେଳେ ସମ୍ପୃକ୍ତ ୩ଜଣ ମାଓବାଦୀ ନାଁରେ ଲୋକଙ୍କୁ ଧମକ…

ଗାଈ ମୋ ଜମିରେ କାହିଁକି ଛାଡ଼ିଛୁ କହି ବାଡେଇଲେ ,ଏବେ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର କେ.ନୂଆଗାଁ ଥାନା ମେଘଝୋଳି ଗ୍ରାମର ନରସିଂହ ଗୌଡ଼ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୨୪୬/୨୫ ଅନୁଯାୟୀ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ…

ପ୍ରେମୀ ଯୁଗଳଙ୍କୁ ଜୁଆଳି ପକାଇ ବୁଲାଇଥିଲେ ହଳ, ପରେ ଏବେ …

ରାୟଗଡ଼ା/କଲ୍ୟାଣସିଂହପୁର,୧୨।୭(ଆଶିଷ ରଞ୍ଜନ ପଣ୍ଡା): ପ୍ରେମୀ ଯୁଗଳଙ୍କୁ ଜୁଆଳି ପକାଇ ବଳଦ ବଦଳରେ ହଳ କରାଇବା ଘଟଣା ସମଗ୍ର ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ନିଖୋଜ ପ୍ରେମୀ ଯୁଗଳଙ୍କ ଅବସ୍ଥିତି ନେଇ କଲ୍ୟାଣସିଂହପୁର ପୋଲିସ ଓ ପ୍ରଶାସନ ଛାନଭିନ ଆରମ୍ଭ କରିଛି। ଏଣେ…

ଯେମିତି ଡାକୁଥିଲା ମୃତ୍ୟୁ, ଥରେ ମରଣ ମୁହଁରୁ ଫେରି, ପୁଣି ସମାନ ସେଇ ଯାଗାରେ…

ଧର୍ମଶାଳା,୧୨।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ରୋଡ଼ ଥାନା ଯୋକଡିଆ ପୁରୁଣା ବ୍ରିଜ ଉପରୁ ଖରସ୍ରୋତା ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ଅଛନ୍ତି। ଯୁବକ ଜଣକ ସ୍ଥାନୀୟ ରାଛିପୁର ଗ୍ରାମର ମାନସ ରଞ୍ଜନ ବିଶ୍ୱାଳଙ୍କ ଏକମାତ୍ର ପୁଅ କୈବଲ୍ୟ ବିଶ୍ୱାଳ (୨୨)…

କରୁଥିଲେ କେନାଲ କାମ: ପଡ଼ିଲା ବଜ୍ରପାତ

ନୀଳଗିରି,୧୨।୭:(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ବରହମପୁର ଥାନା ରାଇପାଳ ଅଞ୍ଚଳରେ ଏକ ଅଘଟଣ ଘଟିଛି। କେନାଲ କାମ ଚାଲିଥିବା ବେଳେ ଶନିବାର ବଜ୍ରପାତ ଘଟି ୩ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମନ୍ତ୍ରୀ: ପ୍ରିନ୍ସିପାଲ ଏଚ୍‌ଓଡି ନିଲମ୍ବିତ

ବାଲେଶ୍ଵର,୧୨।୭(ବାଞ୍ଛାନିଧି ଦେ) FM କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ପ୍ରିନ୍ସିପାଲ ଓ ଶିକ୍ଷା ବିଭାଗ ଏଚ୍‌ଓଡି ଙ୍କୁ ନିଲମ୍ବନ କରାଯାଇଛି। ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ, ଏଚ୍‌ଓଡି ସମୀର ସାହୁଙ୍କୁ ଛାତ୍ରୀ ଆତ୍ମାହୂତୀ ଉଦ୍ୟମ ଘଟଣାରେ ଉଚ୍ଚଶିକ୍ଷା ବିଭାଗ ନିଲମ୍ବିତ କରଛି।…

ସାମ୍ନାକୁ ଆସିଲେ ଅଧ୍ୟାପକ: ଟାଣିଟାଣି ନେଲା ପୋଲିସ

ବାଲେଶ୍ଵର,୧୨।୭(ବାଞ୍ଛାନିଧି ଦେ): ସାମ୍ନାକୁ ଆସିଲେ ଅଧ୍ୟାପକ। ଟାଣିଟାଣି ନେଲା ପୋଲିସ। ବାଲେଶ୍ବର ଏଫଏମ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ ରହିଛନ୍ତି। ଶିକ୍ଷା ବିଭାଗର ମୁଖ୍ୟ ସମୀର ସାହୁ ଥାନାରେ ଅଟକ ହୋଇଛନ୍ତି। ସହଦେବଖୁଣ୍ଟା ଥାନାରେ ଅଟକ ରଖି ପଚରାଉଚରା କରୁଛି…

ଯୁକ୍ତ ୩ ସ୍ପଟ ନାମ ଲେଖା ତାଲିକା ପ୍ରକାଶିତ: କେଏସୟୁବି କଲେଜରେ ଖାଲି ଅଛି ୪୦୮ ସିଟ୍‌

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ସମେତ ଅନ୍ୟାନ୍ୟ ବିଭାଗର ନାମଲେଖା ତିନୋଟି ପର୍ଯ୍ୟାୟରେ ପୂର୍ବରୁ ସରିଛି। ଶନିବାର ଅପରାହ୍ନ ୨ଟାରେ ସ୍ପଟ ନାମ ଲେଖା ପାଇଁ ତାଲିକା ପ୍ରକାଶିତ ହୋଇଛି। ଛାତ୍ରୀଛାତ୍ରମାନେ ନିଜ ଆଇଡିରେ ନାମ ଦେଖିପାରିବେ।…

ପୁରୀରୁ ପୁଣି ଗଡ଼ିଲା ଘରୋଇ ବସ୍‌, ଜନସାଧାରଣଙ୍କୁ ମିଳିଲା ଆଶ୍ୱସ୍ତି

ପୁରୀ,୧୨।୭(ତୁଷାର ରଞ୍ଜନ ନାୟକ): ଆଜିଠୁ ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍‌ ଚଳାଚଳ। ପୁରୀଠାରେ ବସିଥିବା ରାଜ୍ୟ ଘରୋଇ ବସ ମାଲିକ ସଂଘର ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ବସ୍‌ ଚଳାଚଳ କରୁନଥିବାରୁ ସାରା ରାଜ୍ୟରେ ଯାତ୍ରୀଙ୍କ ସମସ୍ୟାକୁ…

ଅଧ୍ୟାପକ କରିଥିଲେ ଦୁର୍ବ୍ୟବହାର: କଲେଜ ଆଗରେ ନିଜକୁ ଜାଳିଲେ …

ବାଲେଶ୍ଵର,୧୨।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri