୩୫ ଲିଟର ଦେଶୀମଦ ଜବତ: ୨ ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୩|୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ମହୁରୀ କାଳୁଆ ନିକଟ କୁମ୍ଭଝରି ଗ୍ରାମର ପ୍ରଭାକର ମଲ୍ଲିକଙ୍କୁ ଗିରଫ କରି ବ୍ରହ୍ମପୁର ଏସଡିଜେଏମ କୋର୍ଟକୁ ଚାଲାଣ କରିଛନ୍ତି। ତାଙ୍କ ନିକଟରୁ ୨୫ ଲିଟର ଦେଶୀମଦ ଜବତ କରାଯାଇଛି। ଥାନା…
ଶିଶୁକନ୍ୟାଙ୍କୁ କରିଥିଲେ ହତ୍ୟା: ସାବତ ମା’, ବାପାଙ୍କୁ ଏହି ଦଣ୍ଡରେ ଦଣ୍ଡିତ କଲେ କୋର୍ଟ
ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍-୩ ବିବସ୍ବତ ଗୌତମ ମଙ୍ଗଳବାର ଏକ ଶିଶୁକନ୍ୟା ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ହତ୍ୟାରେ ସମ୍ପୃକ୍ତ ଶିଶୁକନ୍ୟାଙ୍କ ବାପା ଓ ସାବତ ମା’ଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ଜେଲ ଦଣ୍ଡାଦେଶ…
୩୫ ଭରଣ ଜମିର ଧାନ ଜଳିଯିବା ଘଟଣା: ପହଞ୍ଚିଲେ ବିଧାୟକ, ତହସିଲଦାର
ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଖଳାରେ ମଙ୍ଗଳବାର ଅପରାହ୍ନରେ ହଟାତ ନିଆଁ ଲାଗିଯାଇଥିଲା । ଖଳାରେ ଅମଳ ହେବାକୁ ଥିବା ୩୫ ଭରଣ ଜମିର ଧାନ ସମ୍ପୂର୍ଣ ଜଳି ପୋଡି ନଷ୍ଟ ହୋଇ ଯାଇଛି…
ପୀତବାସ ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କ ଜାମିନ ଖାରଜ
ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ୬ ଅଭିଯୁକ୍ତଙ୍କ ଜାମିନ ଖାରଜ ହୋଇଛି। ବ୍ରହ୍ମପୁରସ୍ଥିତ ଏସଡିଜେଏମ୍ କୁମାର ସ୍ପନ୍ଦନ ଅଭିଯୁକ୍ତ ତଥା ବ୍ରହ୍ମପୁର ମହାନଗର ନିଗମ କର୍ପୋରେଟର ମଳୟ ବିଷୋୟୀ,…
ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି: ଏଥର ରାଜରାସ୍ତାରେ ଆୟୋଜିତ ହେବ ପରେଡ୍
ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଦର ମହକୁମାଠାରେ ୭୭ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଜିଲା ପରିଷଦ ମୁଖ୍ୟ…
ମୃତ ଚାଷୀଙ୍କ ପରିବାରଙ୍କୁ ମିଳିଲା ୪ ଲକ୍ଷ ଟଙ୍କା ସହାୟତା
ଚିକିଟି,୧୩ା୧(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ୍ କେ.ନୂଆଗାଁ ଥାନା ଅଧୀନ ନୂଆପଡା ଗ୍ରାମର କେ.ଶୁକ୍ରୁ ବିଲରେ ଚାଷ କରୁଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଦୁଃଖଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ…
ମା’ଙ୍କୁ ନେଇ ଘଟଗାଁ ତାରିଣୀଙ୍କ ଦର୍ଶନ ପାଇଁ ଯାଇଥିଲେ: ପୁଅ ଆଖି ଆଗରେ ଚାଲିଗଲା ମା’ଙ୍କ ଜୀବନ
ଆନନ୍ଦପୁର,୧୩।୧(ସୁଶାନ୍ତ କୁମାର ସାହୁ): ୨୦ ନଂ ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଖଲଣା ଛକ ନିକଟରେ ମଙ୍ଗଳବାର ଦୁର୍ଘଟଣାରେ ଜଣେ ମହିଳାଙ୍କ ମତ୍ୟୁ ଘଟିଛି। ମୃତ ମହିଳା (ଝରଣା ସାହୁ )ଙ୍କ ଘର ଯାଜପୁର ଜିଲା ପାଣିକୋଇଲି ବଡ଼ଚଣା ଅଞ୍ଚଳରେ…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି: ନିର୍ଦ୍ଦେଶନାମା ରଦ୍ଧ ପାଇଁ ବନ ନିଗମ ସଙ୍ଘ ପକ୍ଷରୁ ଦାବି
ଭଞ୍ଜନଗର,୧୩।୧(ବାବୁଲା ପ୍ରଧାନ): ଓଡ଼ିଶା ବନ ଉନ୍ନୟନ ନିଗମରେ ଆଉଟ ସୋର୍ସିଂ ଆଳରେ ପୁନଃ ନିଯୁକ୍ତି ବଞ୍ଚେଇ ରଖିବା ପାଇଁ ନିଗମ କର୍ତ୍ତୃପକ୍ଷଙ୍କ ମସୁଧା ଚଳାଇଛନ୍ତି। ଦୀର୍ଘଦିନ ଧରି ବନ ଉନ୍ନୟନ ନିଗମରେ ପୁନଃ ନିଯୁକ୍ତି ଆଳରେ ପ୍ରାୟ ୨୦୦ ଶହ ଅବସରପ୍ରାପ୍ତ…
ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ଖଣ୍ଡଗିରିରେ ହେବନି…
ଭୁବନେଶ୍ୱର,୧୩।୧: ଯାତ୍ରା ପେଣ୍ଡାଲରେ ଆଇଟମ୍ ଗର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଭଳିସ୍ଥତିରେ ଆଇନ ଏବଂ ପୂର୍ତ୍ତ ବିଭାଗ…
ବଣାଇଁ ବନଖଣ୍ଡରେ ହାତୀ ଶାବକ ମୃତ୍ୟୁ: କାରଣ ଅସ୍ପଷ୍ଟ
ବଣାଇଁ, ୧୩।୧(ପ୍ରଦୀପ ତ୍ରିପାଠୀ): ଗତକାଲି ଅପରାହ୍ନରେ ବଣାଇଁ ବନଖଣ୍ଡ ଜର୍ଡା ବନାଞ୍ଚଳ ଅନ୍ତର୍ଗତ କେଲୋ ସଂରକ୍ଷିତ ଜଙ୍ଗଲରେ ଗୋଟିଏ ହାତୀ ଶାବକର ମୃତ୍ୟୁ ଘଟିଥିବା ସୂଚନା ବିଭାଗକୁ ମିଳିଥିଲା। ସୂଚନା ମିଳିବା ପରେ ବଣାଇଁ ଡିଏଫଓ ଦାୟିତ୍ୱରେ ଥିବା ଦେଓଗଡ଼ ଡିଏଫଓଙ୍କ…
ଛାତ୍ରୀଛାତ୍ରଙ୍କ ଲାଗି କ୍ରୀଡାର ଆବଶ୍ୟକତା: ଗରୁରତ୍ୱାରୋପ କଲେ…
ପୁରୁଷୋତ୍ତମପୁର,୧୩।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଇପୁର ସରକାରୀ ଉନ୍ନିତ ଉଚ୍ଚବିଦ୍ୟାଳୟର ବାର୍ଷିକ କ୍ରୀଡାଉତ୍ସବ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଅନିତା କୁମାରୀ ବେହେରା ପୌରହିତ୍ୟ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର…
ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଜାତୀୟ ସ୍ତରକୁ ମନୋନୀତ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ଜି.ଉଦୟଗିରି,୧୩।୧(ଚିନ୍ମୟ କୁମାର ସେଠୀ) : କନ୍ଧମାଳ ଜିଲା ଜି.ଉଦୟଗିରି ପରିଷଦ ଅନ୍ତର୍ଗତ ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଜାତୀୟସ୍ତରରେ ସ୍ବଚ୍ଛ ଏବଂ ହରିତ୍ ରେଟିଂ ପୁରସ୍କାର ପାଇଁ ରାଜ୍ୟ ଚୟନ କମିଟି ଦ୍ୱାରା ମନୋନୀତ। ସୂଚନା ଅନୁସାରେ ଗତ ବର୍ଷ…
Archives


