ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍ପେଣ୍ଡ କରି…
ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ ଅଭିଯୋଗରେ ତାଙ୍କୁ ସସ୍ପେଣ୍ଡ କରାଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…
ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ
କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ବଡ଼ ଡେଙ୍ଗନେଲି ଗ୍ରାମ ନିକଟସ୍ଥ ଏକ କଲଭର୍ଟର ଗୋଟିଏ ପାର୍ଶ୍ୱ…
ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ
ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ ଚିତ୍କାର ଶୁଣି ପଥଚାରି ଦୌଡିଯାଇ ଉଦ୍ଧାର କରିଥିଲେ । ଅଭିଯୁକ୍ତଙ୍କୁ କାବୁ କରି…
ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା
କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଗୁରୁବାର ବ୍ୟାପକ ସଫେଇ ଅଭିଯାନ ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ…
ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…
ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା । ଜିଲାପାଳଙ୍କ ପୁରୁଣା କାର୍ଯ୍ୟାଳୟ ଉପର ଦେଇ ଯାଇଥିବା ବିଦ୍ୟୁତ୍ କେବୁଲରେ ସର୍ଟସର୍କିଟ ଯୋଗୁଁ…
ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର
ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି ଲୋକଙ୍କ ଯାତାୟାତ ପାଇଁ ହୋଇଥିବା ରାସ୍ତାକୁ ତାଡି ଦିଆଯାଇଛି। ସେହି ରାସ୍ତାରୁ ମାଟି…
ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍, ୨ ଗେଟ୍ରେ ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୧।୧୦(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ ଜଳଭଣ୍ଡାରର ପୂର୍ବରୁ ଖୋଲାଥିବା ୧୫ଟି ସ୍ଲୁଇସ୍ ଗେଟ୍ ମଧ୍ୟରୁ ଗୁରୁବାର ସକାଳେ ୩…
ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ
ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି। ବର୍ଷା ଛାଡିବା ପରେ ପ୍ରବଳ ସ୍ରୋତରେ ରାସ୍ତା ଭୁଶୁଡି ଖାଲ ଖମା ହୋଇଛି…
ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ
ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା ଘଟଣା ସମ୍ନାକୁ ଆସିଛି। ଅଙ୍ଗନଓ୍ବାଡି କେନ୍ଦ୍ରକର୍ମୀ ଓ ସହାୟିକା ପିଲାଙ୍କୁ ତାଲା ପକାଇ…
ଏମ୍ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି
ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା ଓ ଦୀର୍ଘଦିନର ଦାବିର ସମାଧାନ ପାଇଁ ବ୍ରହ୍ମପୁର ଏମ୍ପି ଡ. ପ୍ରଦୀପ କୁମାର…
ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା
ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ ଭାସମାନ ଅବସ୍ଥାରେ ଉଦ୍ଧାର କରାଯାଇଛି। ରଘୁ ଗଙ୍ଗାପୁର ଗାଁର ମିଟୁ ଗୌଡ଼ଙ୍କ ଘରେ…
ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…
ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର ସହ ସମ୍ପୃକ୍ତ ଛଣମେରୀ ଗ୍ରାମର ଲିକୁ ବେହେରା ଏବଂ ଗୌରା ବେହେରା ନାମକ…

