ଆମ ଜିଲା ଖବର

ମାଷ୍ଟରମାଇଣ୍ଡ ଯୁବତୀଙ୍କ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ବଡବଜାର ଥାନା ଶ୍ରୀକ୍ଷେତ୍ରବିହାର ରାସ୍ତାରେ ଗତ ୨୭ ତାରିଖରେ ପି.ରାଜେଶ ରାଓଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ ହୋଇଥିଲା। ବଡବଜାର ପୋଲିସ ତଦନ୍ତ କରି ଏଥିରେ ସଂପୃକ୍ତ ଥିବା ଜଣେ ଯୁବତୀ ସମେତ ୩ଜଣଙ୍କୁ ଗିରଫ...

କଂଗ୍ରେସ ନେତାଙ୍କ ପରଲୋକ

ବାଲିଗୁଡ଼ା,୫ା୪:(ଡି.ଏନ.ଏ): ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଟଗଡ଼ ବ୍ଲକ ପିସିସି ସଭ୍ୟ ତଥା ବରିଷ୍ଠ କଂଗ୍ରେସ ନେତା ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ(୭୭)ଙ୍କ ପରଲୋକ ହୋଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥତା ଥିବାରୁ ପୁନେ ଠାରେ ସାନପୁଅ ନିକଟରେ ରହି...

ଖେଳବେଳେ ଅଘଟଣ, କୂଅରେ ପଡ଼ି ଦୁଇ ଭଉଣୀ ମୃତ

ଅମରପାଲି,୫।୪(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ମଙ୍ଗଳବାର ଖେଳୁଥିବା ବେଳେ କୂଅରେ ପଡି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେଢବର୍ଷର ସିଦ୍ଧିଶ୍ରୀ ଶତପଥୀ ଏବଂ ତିନିବର୍ଷର ଦିଶା ମିଶ୍ର। ମୃତା ଶିଶୁକନ୍ୟା ସମ୍ପର୍କରେ ମାମୁ ଝିଅ ଓ ପିଉସୀ...

ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ

ପାରଳାଖେମୁଣ୍ଡି,୫ା୪(ଡି.ଏନ୍‌.ଏ.): ଗଜପତି ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅବସରରେ କିପରି ଜନ ସାଧାରଣଙ୍କୁ ସଚେତନତା କରାଯିବ ସେ...

ନକଲି ସାର୍ଟିଫିକେଟ ଦେଇ ଶିକ୍ଷକ ଚାକିରି

ନୀଳଗିରି, ୫ା୪(ସ୍ବ.ପ୍ର.): ରାଜ୍ୟରେ ବିଭିନ୍ନ ସ୍ଥାନରେ ଏବେ ନକଲି ସାର୍ଟିଫିକେଟ ଧର ପଗଡ଼ ଚାଲିଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରିରେ ନକଲି ସାର୍ଟିଫିକେଟ ଦେଇ ୩ଜଣ ଶିକ୍ଷୟତ୍ରୀଶିକ୍ଷକ ଚାକିରି କରିଥିବା ଚର୍ଚ୍ଚା ଜୋର୍‌ ଧରିଛି। ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ...

ତାତିଲେ ମହିଳା, ନିଆଁରେ ମଦ ଢାଳିଲେ

ଭଦ୍ରକ ଅଫିସ, ୫ା୪: ଗାଁରେ ବେଆଇନ ମଦ ବିକ୍ରିକୁ ନେଇ ତାତିଲେ ମହିଳା। ବିକ୍ରେତାଙ୍କ କ୍ୟାବିନ ଭଙ୍ଗାରୁଜା କରିବା ସହ ଟାୟାର ଜାଳି ନିଆଁରେ ମଦ ଢାଳି ନଷ୍ଟ କରିଛନ୍ତି। ଏପରିକି ଘଟଣାସ୍ଥଳକୁ ଯାଇଥିବା ପୋଲିସ ଭ୍ୟାନ୍‌କୁ ଅଟକାଇଥିଲେ। ଭଦ୍ରକ...

ଘରବାରି କିସମ ଜମିରେ ପୋଖରୀ ଖନନକୁ ବିରୋଧ

ଭଦ୍ରକ ଅଫିସ, ୫ା୪: ଘରବାରି କିସମ ଜମିରେ ବେଆଇନ ପୋଖରୀ ଖନନ ଯୋଗୁ ଘର ଭୁଶୁଡ଼ିବା ଆଶଙ୍କାରେ ପ୍ରତିବାଦ କରି ଏକ ପରିବାର ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି। ପ୍ରକାଶ ଯେ, ଭଦ୍ରକ ଜିଲା ସାବରଙ୍ଗ ଥାନା...

ପୋଲିସ-ବନବିଭାଗ ଦୋଷ ଲଦାଲଦି

ରୂପସା, ୫ା୪(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ଲଚ୍ଛମନଖୁଣ୍ଟା ଅଞ୍ଚଳରୁ ଏକ ଟ୍ରକ୍‌ ଯୋଗେ ପ୍ରାୟ ୫ ଲକ୍ଷ ଟଙ୍କାର ମୂଲ୍ୟବାନ କାଠ ସୋମବାର ରାତିରେ ଚୋରାଚାଲାଣ ହେଉଥିବା ବେଳେ ଲଚ୍ଛମନଖୁଣ୍ଟା-ଗଡ଼ପଦା ରାସ୍ତାର ଖଣ୍ଡିଆଘାଇ ପୋଲଠାରେ କାଦୁଅରେ ଫସିଯାଇଥିଲା।...

ତାରିଣୀ ମନ୍ଦିର ରଙ୍ଗମରା କାମରେ ଅନିୟମିତତା

ଘଟଗାଁ, ୫ା୪(ଡି.ଏନ.ଏ): କେନ୍ଦୁଝର ଜିଲା ଘଟଗାଁସ୍ଥିତ ମା’ ତାରିଣୀ ମନ୍ଦିର ପରିଚାଳନା ବୋର୍ଡ ଗତ ୬ ମାସ ହେଲା ଭାଙ୍ଗିଯାଇଛି। କାମଚଳା ଭାବେ ସମ୍ବଲପୁର ଡିଭିଜନାଲ ଇନ୍ସପେକ୍ଟର ଦାୟିତ୍ୱରେ ଅଛନ୍ତି। ମାସରେ ଦିନେ ଦୁଇ ଦିନ ଆସି ସେ ପଳାଉଥିବା...

୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ବଲାଙ୍ଗୀର ଅଫିସ୍‌/କଟକ ଅଫିସ୍‌, ୫।୪: କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ମଙ୍ଗଳବାର ତଦନ୍ତର ଚତୁର୍ଥ ଦିନରେ ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ର, ପ୍ରମୁଖ ସହଯୋଗୀ ଆଲୋକ ରଞ୍ଜନ ଉଦ୍‌ଗାତାଙ୍କ ସମେତ ଅନ୍ୟ ଦୁଇ ଅଭିଯୁକ୍ତ ତ୍ରିବିହାରୀ ପଣ୍ଡା ଏବଂ...

ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ସୁରେନ୍ଦ୍ରଙ୍କୁ ସ୍ବର୍ଣ୍ଣ

ଭଣ୍ଡାରିପୋଖରୀ, ୫ା୪(ସ୍ବ.ପ୍ର.): କ୍ରୀଡ଼ା କ୍ଷେତ୍ରରେ ଭଦ୍ରକ ଜିଲା ସମେତ ଓଡ଼ିଶାକୁ ଗୌରବାନ୍ବିତ କରିଥିବା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ଗ୍ରାମର ଯୁବ ପ୍ରତିଭା ସୁରେନ୍ଦ୍ର ଦାସ ଏବେ ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ପାଇଛନ୍ତି।...

ଭିଟାମାଟି ହରାଇ ବିସ୍ଥାପିତ ନିରାଶ୍ରୟ

ଯୋଡ଼ା,୫ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ବାସୁଦେବପୁରଠାରେ ନିର୍ମାଣାଧୀନ କାନପୁର ବୃହତ ଜଳସେଚନ ପ୍ରକଳ୍ପର ବୁଡ଼ି ଅଞ୍ଚଳ ଭାବେ ଚିହ୍ନଟ କରାଯାଇଥିବା ବିଲେଇ ପଦା ଗ୍ରାମର ୨୨ଟି ଘରକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି। ତେବେ ଘର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri