ଆମ ଜିଲା ଖବର

ଉଦ୍‌ଘାଟନ ଅପେକ୍ଷାରେ ବାଂଶଡ଼ା ସେତୁ

ଚାନ୍ଦବାଲି,୩।୪(ଡି.ଏନ.ଏ.): ବହୁ ପ୍ରତିକ୍ଷୀତ ବାଂଶଡ଼ା ସେତୁ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ପ୍ରକଳ୍ପର ବ୍ୟୟବରାଦ ୪ କୋଟିରୁ ଆରମ୍ଭ ହୋଇ ଏବେ ପ୍ରାୟ ୨୯ କୋଟିରେ ପହଞ୍ଚତ୍ଛି। ଚଳିତମାସ ୫-ଟି ସଚିବ ଚାନ୍ଦବାଲି ଗସ୍ତରେ ଆସି ଏହାର ଅଗ୍ରଗତିକୁ ନେଇ...

ଗୋଷ୍ଠୀ ପାଇଖାନାରେ ତାଲା

କେନ୍ଦୁଝର,୩ା୪(ସ୍ବ.ପ୍ର.): ସୁସ୍ଥ ପରିବେଶ ଓ ବାତାବରଣ ସୃଷ୍ଟି ଲକ୍ଷ୍ୟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ସ୍ବଚ୍ଛଭାରତ ମିଶନ ଅଭିଯାନରେ ଗୋଷ୍ଠୀ ପାଇଖାନା ନିର୍ମାଣ କରାଯାଇଛି। ଲୋକେ ବାହାରକୁ ଶୌଚ ହେବାକୁ ନ ଯାଇ ଏହି ପାଇଖାନାରେ ଶୌଚ ହେବେ। ଏଥିପାଇଁ ସ୍ବତନ୍ତ୍ର...

ଅଧିକାରୀଙ୍କ ଲିଖିତ ପ୍ରତିଶ୍ରୁତି ପାଣିରଗାର

ନୂଆଗାଁ,୩।୪ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସୋରଡ଼ା ଛକଠାରୁ ଗୌଡ ଚାଞ୍ଚେରାପଲି ଦେଇ ଯାଇଥିବା ଆର୍‌ଡି ରାସ୍ତାରେ ବେଲପା ନଦୀର ପୋଲ ଭୁଶୁଡିବାକୁ ପ୍ରାୟ ଅଢେଇ ବର୍ଷ ପୁରିଲାଣି । କିନ୍ତୁ ଠିକାଦାର ପୋଲ ନିର୍ମାଣ କରିବାରେ ଅବହେଳା...

ପୁଆଣିଆଁ କ୍ରଶର ପାଇଁ ନାହିଁ ଆଇନ୍‌

ନୟାଗଡ଼ ଅଫିସ,୩।୪: ନୟାଗଡ଼ ଜିଲା ଓଡ଼ଗାଁ ତହସିଲ ଗୋତିସାହି ଆରଆଇ ଅଫିସର ପୁଆଣିଆଁ ଅଞ୍ଚଳରେ କ୍ରଶର ଜଙ୍ଗଲକୁ ନଷ୍ଟ କରି ଚାଲିଛି ବୋଲିି ଅଭିଯୋଗ ହେଉଛି । ଏଠାରେ ବର୍ଷକର ଟାର୍ଗେଟକୁ ମାସକରେ ଶେଷ କରି ସରକାରଙ୍କ ରାଜସ୍ବ ହରିଲୁଟ୍‌...

ଅସରାଏ ବର୍ଷାରେ ମଧୁବନ ମିନିଷ୍ଟାଡିୟମ ଜଳାର୍ଣ୍ଣବ

ଖଣ୍ଡପଡ଼ା,୩ା୪(ସ୍ବ.ପ୍ର.): ଅଦିନିଆ ବର୍ଷାରେ ଖଣ୍ଡପଡ଼ା ମଧୁବନ ମିନିଷ୍ଟାଡିୟମ ପରିସରରେ ବର୍ଷା ପାଣି ଜମି ରହି ସମସ୍ୟା ସୃଷ୍ଟି କରୁଛି। ଅଦିନିଆ ଲଗାଣ ବର୍ଷା ପ୍ରଭାବରେ ଖେଳପଡ଼ିଆ ପରିସର ଜଳାର୍ଣ୍ଣବ ହୋଇ ଉଠୁଥିବାରୁ ଏ ନେଇ କ୍ରୀଡାବିତ୍‌ ଓ ସହରବାସୀଙ୍କ ମଧ୍ୟରେ...

କୋଟିଏ ଟଙ୍କା ବ୍ୟୟ ପରେ ବି ପାନୀୟ ଜଳ ଯୋଗାଣ ସ୍ବପ୍ନ

ନୂଆଗାଁ,୩।୪(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିଙ୍ଗାରପଲି ପଞ୍ଚାୟତରେ ପାନୀୟ ଜଳ ଯୋଗାଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରତି ଗାଁକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ହେଲେ ବିଭାଗୀୟ...

ତ୍ୱରାନ୍ବିତ ହେଉନି ସହରର ବିକାଶ

ଖୋର୍ଦ୍ଧା ଅଫିସ,୩ା୪: ଖୋର୍ଦ୍ଧା ଜିଲାକୁ ଇତିମଧ୍ୟରେ ୩୦ ବର୍ଷ ପୂରିଛି। ୧୯୯୩ ମସିହାରେ ଏହି ଜିଲା ଗଠନ ହୋଇଥିବାବେଳେ ୧୯୯୫ରେ ଖୋର୍ଦ୍ଧା ସ୩ରେ ମୁଖ୍ୟ କାର୍ଯ୍ୟାଳୟ ସ୍ଥାପନ କରାଯାଇଥିଲା। ପାଇକ ବୀରଙ୍କ ମାଟି ଭାବେ ଖୋର୍ଦ୍ଧା ପରିଚିତ। ଭାରତୀୟ ସ୍ବାଧିନତା...

ଅଜଣା ରୋଗରେ ଗୋରୁ ଆକ୍ରାନ୍ତ, ଚିନ୍ତାରେ ଗୋପାଳକ

ନିଶ୍ଚିନ୍ତକୋଇଲି,୩।୪(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକରେ ଗୋରୁଙ୍କୁ ଅଜଣା ରୋଗ ପିଛା ଛାଡ଼ୁନାହିଁ। କେତେବେଳେ ଚର୍ମରୋଗ ତ କେତେବେଳେ ଫାଟୁଆ ବ୍ୟାପିବାରେ ଲାଗିଛି। ଏବେ ଋତୁ ପରିବର୍ତ୍ତନ ହୋଇଥିତ୍ବାବେଳେ ହଠାତ ଗୋରୁ ଅଜଣା ରୋଗରେ ଆକ୍ରାନ୍ତ ହେଉଛନ୍ତି। ସେମାନଙ୍କୁ ଦୁର୍ଗନ୍ଧଯୁକ୍ତ ଝାଡ଼ା ହେଉଛି।...

ପଶ୍ଚିମା ଝଡ଼ ବର୍ଷାରେ ରାସ୍ତା ଅବସ୍ଥା ଶୋଚନୀୟ

ତିଗିରିଆ,୩।୪(ଡି.ଏନ.ଏ.): ତିଗିରିଆ ବ୍ଲକ ପାଇକିଆଁରାଠାରୁ ଚଷାଆଁରାକୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇଯାଇଛି। ପଶ୍ଚିମା ଝଡ଼ ପ୍ରଭାବରେ କିଛି ଦିନ ହେବ ବର୍ଷା ଲାଗି ରହିବାରୁ ଏହି ରାସ୍ତାରେ ଯାତାୟାତ ଏକରକମ ଠପ୍‌ ହୋଇଯାଇଛି। ପ୍ରତିବର୍ଷ ବନ୍ୟା ଆସିଲେ...

ରାତାରାତି ମରାମତି କରି ରଙ୍ଗ ବୋଳିଦେଲେ

ବାଙ୍କୀ,୩ା୪(ସ୍ବ.ପ୍ର.): ଉଦ୍‌ଘାଟନର ୧୦ଦିନ ମଧ୍ୟରେ ବାଙ୍କୀ କଲେଜ ମିନି ଷ୍ଟାଡିୟମ ଗ୍ୟାଲେରି ଶନିବାର ଭୁଶୁଡ଼ିବା ଘଟଣା ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଅତି ନିମ୍ନମାନର କାର୍ଯ୍ୟ ଯୋଗୁ ସାମାନ୍ୟ ବର୍ଷାରେ ଗ୍ୟାଲେରି ଭୁଶୁଡ଼ିବା ଘଟଣା ଲୋକଙ୍କ ମଧ୍ୟରେ ଯେତିକି ଅସନ୍ତୋଷ...

ସୁବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ଆନନ୍ଦ ବଜାର

ପୁରୀ ଅଫିସ,୩ା୪: ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଏବେ ତତ୍ପରତା ପ୍ରକାଶ ପାଇଛି। ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ନବନିର୍ବାଚିତ କର୍ମକର୍ତ୍ତାମାନେ ଦାୟିତ୍ୱ ଗ୍ରହଣ କରିବା ପରେ ଆନନ୍ଦ ବଜାରରେ କିଭଳି ଶୃଙ୍ଖଳା ଆସିପାରିବ ସେନେଇ ପୁରୀ...

ହାତୀ ଆକ୍ରମଣରେ ଦିବ୍ୟାଙ୍ଗ ଗୁରୁତର

ବାଉଁଶୁଣୀ,୩ା୪(ଡି.ଏନ୍‌.ଏ.): ଏବେ ଗାଁ ମୁହାଁ ହୋଇଛନ୍ତି ହାତୀ। ସୋମବାର ସକାଳେ ବୌଦ୍ଧ ଜିଲା ତାଲସରଡ଼ା ପଞ୍ଚାୟତ ଗୋବିନ୍ଦପୁର (ବସ୍ତମପୁର)ରେ ଦନ୍ତା ହାତୀ ଆତଙ୍କ ଦେଖିବାକୁ ମିଳିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ ସକାଳୁ ଗ୍ରାମର ୨/୩ ଜଣ ବ୍ୟକ୍ତି ଗୋଠସାହି ପାଖରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri