୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ
ଜଗତସିଂହପୁର, ୧୧।୩: ୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ। ମାର୍ଚ୍ଚ ମାସରେ ଦରମା ବନ୍ଦ କଲେ ଜଗତସିଂହପୁର ଜିଲାପାଳ। ନୋଡାଲ ଅଫିସର ଧାନ କ୍ରୟ କେନ୍ଦ୍ରରେ ମନମୁଖୀ ଅନୁପସ୍ଥିତ ରହୁଥିଲେ । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଦରମା…
ଜଙ୍ଗଲ ସୁରକ୍ଷାରେ ଅବହେଳା, ୩ ବନ କର୍ମଚାରୀ ନିଲମ୍ବିତ
କେନ୍ଦୁଝର,୧୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ) : ମୁଖ୍ୟାଳୟରୁ ଅନଧିକୃତ ଅନୁପସ୍ଥିତି, ପ୍ରଶାସନିକ ଅନୁଶାସନ ଏବଂ ଜଙ୍ଗଲ ଅଗ୍ନିକାଣ୍ଡ ସମେତ ବନ କାର୍ଯ୍ୟର ଭୁଲ ପରିଚାଳନା ଓ ହାତୀ ଫସଲ କ୍ଷୟ କ୍ଷତି ଆକଳନ ରେ ବିଳମ୍ବ ପାଇଁ ତିନି ଜଣ କର୍ମଚାରୀଙ୍କ ବିରୁଦ୍ଧରେ…
viral video: ହାତଯୋଡ଼ି ଚଳନ୍ତା ଟ୍ରେନ ଆଗରେ ଛିଡ଼ା ହେଲେ ଯୁବକ, ପରେ ଘଟିଲା ଏମିତି….
ବରପାଲି,୧୧।୩(ଚିତ୍ତରଞ୍ଜନ ସାହୁ): ହାତଯୋଡ଼ି ଚଳନ୍ତା ଟ୍ରେନ ଆଗକୁ ଯାଇ ଜଣେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାର ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଘୂରି ବୁଝୁଛି। ଘଟଣାଟି ବରଗଡ଼ ଜିଲା ବରପାଲି ରେଳ ଷ୍ଟେଶନ ନିକଟର ବୋଲି ଚର୍ଚ୍ଚା ଚାଲିଛି। ସେହିପରି ଯୁବକ…
ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା, ନବୀନଙ୍କୁ ପଠାଇଲେ ଇସ୍ତଫାପତ୍ର
ବାଲେଶ୍ୱର, ୧୧।୩:(ବାଞ୍ଛାନିଧି ଦେ) ବାଲେଶ୍ୱରରେ ଭୁଶୁଡୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ଛାଡୁଛନ୍ତି ଦଳ। ଏବେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା ସୁନୀତା ବେହେରା ବିଜେଡି ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ନେଇ ସୁନୀତା ବିଜେଡି…
ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ସ୍କୁଲର ଶିକ୍ଷକଙ୍କୁ ପୋଲିସ ଅଟକ ରଖି…
ପଦ୍ମପୁର,୧୧।୩ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁରରେ ପ୍ରଶ୍ନ ପତ୍ର ଲିକ୍ ମାମଲାରେ ମଙ୍ଗଳବାର ରାତିରେ ବିଭିନ୍ସ୍କୁଲର ଶିକ୍ଷକମାନଙ୍କୁ ପୋଲିସ ଅଟକ ରଖିଛି। ସେଥିମଧ୍ୟରୁ ବିଳମ୍ବିତ ରାତିରେ ୬ ଜଣ ଶିକ୍ଷକଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଥିବାବେଳେ ନୂଆପଡା ଜିଲା…
ଭିଜିଲାନ୍ସ ଜାଲରେ ତହସିଲ
କଣ୍ଟାପଡ଼ା,୧୧।୩: ଭିଜିଲାନ୍ସ ଜାଲରେ କଟକ ଜିଲା କଣ୍ଟାପଡ଼ା ତହସିଲ୍ଦାର। ବୁଧବାର ସକାଳୁ ସକାଳୁ ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି। କଟକ, ଭୁବନେଶ୍ୱର, ପୁରୀ…
ଦାରିଙ୍ଗବାଡ଼ିରେ ଫେଲ୍ ମାରୁଛି ବାଲ୍ୟ ବିବାହ ଆଇନ: ନାବାଳିକା ଗର୍ଭବତୀ ନେଇ ଥାନାରେ ଅଭିଯୋଗ
ଦାରିଙ୍ଗବାଡି,୧୧ା୩ (ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ୍ ଦୁର୍ଗମ ପଞ୍ଚାୟତ ସିର୍କାବର୍ଗ ଅଞ୍ଚଳରେ ଜଣେ ନାବାଳିକା ବିବାହ କରି ଗର୍ଭବତୀ ହେବା ଘଟଣାକୁ ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ପଞ୍ଚାୟତର ପିଇଓ ରୋଶନ କୁମାର ରଥ ଦାରିଙ୍ଗବାଡ଼ି ଥାନାରେ କରିଛନ୍ତି। ପରିବାର ଲୋକଙ୍କୁ…
ଚିତ୍ତରଞ୍ଜନ ଦାଶ ପାଇଲେ ଦିବ୍ୟାଙ୍ଗ ମିତ୍ର ପୁରସ୍କାର
ନୂଆପଡ଼ା,୧୧ା୩ (ମକାରୁ ବେମାଲ ): ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ମାସିକ ସମୀକ୍ଷା ବୈଠକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଅନନ୍ତ କୁମାର ହେମ୍ବ୍ରମ…
ଆଦିବାସୀ ନେତାଙ୍କ ପରଲୋକ: ଝୁରୁଛି ଗାଁ
କର୍ଲାମୁଣ୍ଡା,୧୧।୩ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଆଦିବାସୀ ସଂଘ କୋଷାଧ୍ୟକ୍ଷ ତଥା ହୋଟେଲ ମାଲିକ ନରେନ୍ଦ୍ର ଶବର (୫୩)ଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି। ସୂଚନାମତେ ଶବର ପ୍ରତ୍ୟୁଷରେ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ। ଡାକ୍ତରଖାନା ନେବା ପୂର୍ବରୁ…
ମାଛ ଧରିବାକୁ ଯାଇଥିଲେ, ଝାମ୍ପିନେଲା କୁମ୍ଭୀର: ସ୍ତ୍ରୀ-ପୁଅ ପହଞ୍ଚିବାରୁ, ଲୋମଟଙ୍କୁରା ଘଟଣା ଜାଣିଲେ…
ମହାକାଳପଡ଼ା,୧୧ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ କାଂଶପାଳ ମୌଜା ଗୋବରୀ ନଦୀ ସଂଲଗ୍ନ ୫୦ ନଂ. ପ୍ଲଟ ନିକଟରେ ମଙ୍ଗଳବାର ଭୋର ୫ଟାରେ ଭଉଁରି ଜାଲ ପକାଇବା ବେଳେ କୁମ୍ଭୀର ଜଣେ ମତ୍ସ୍ୟଜୀବୀଙ୍କୁ ଝାମ୍ପି ନେଇଛି। ଏହି…
ଭତ୍ତା ଅପେକ୍ଷାରେ ମଞ୍ଜୁ: ଦୁର୍ଦ୍ଦିନରେ ବିତୁଛି ଜୀବନ
ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ପଞ୍ଚାୟତ ଭାଲିଆମୁଣ୍ଡା ବଳଦେବପୁର ବସ୍ତିରେ ରୁହନ୍ତି ମଞ୍ଜୁ ହୋତା(୬୦)। ବିଧବା ଭତ୍ତା ପାଇଁ ବ୍ଲକ ପ୍ରଶାସନ ନିକଟରେ ଆବେଦନ କରିଥିଲେ ମଧ୍ୟ ଆଜିଯାଏ ମିଳି ପାରିନାହିଁ।ଭତ୍ତା ବାବଦରେ ଯାହାକୁ ପଚାରିଲେ କେବଳ ଆଶ୍ୱାସନା ମିଳୁଥିବା ସେ…
ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ପ୍ରକଳ୍ପ: ଲାଗିରହିଛି ଜଳ ସମସ୍ୟା
ଲୋଇସିଂହା,୧୧ା୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବଡଟୀକା ପଞ୍ଚାୟତ ବଡଟୀକା ସଦର ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଗ୍ରାମକୁ ମେଗା ପ୍ରକଳ୍ପ ଜରିଆରେ ପଇିବା ପାଣି ଯୋଗାଣ ପାଇଁ ସରକାରୀ ଓ ପ୍ରଶାସନିକ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି।…
Archives


