ଆମ ଜିଲା ଖବର

ସୁବାସଙ୍କ ଉପରେ ପୁଣି ଭରସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୨୭ା୩(ଦିଲ୍ଲୀପ ସାମଲ): ରାଜ୍ୟର ବିଭିନ୍ନ ବିଧାନସଭା ମଣ୍ଡଳୀର ଆସନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ବିଭିନ୍ନ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛତ୍ରପୁର ବିଧାନସଭା ମଣ୍ଡଳୀର ଆସନ...

ପୂର୍ବତନ ବିଜେଡି ବିଧାୟକ ଭାଜପା ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

କର୍ଲାମୁଣ୍ଡା,୨୭।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନରେ ଏବେ ନୂଆମୋଡ଼ ନେଇଛି। ନର୍ଲା ନିର୍ବାଚନ ମଣ୍ଡଳୀର ପୁର୍ବତନ ବିଜେଡି ବିଧାୟକ ଧନେଶ୍ୱର ମାଝୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେବା ପରେ ବିଜେଡି...

ଓଡ଼ିଶାରୁ ଆନ୍ଧ୍ରକୁ କରୁଥିଲେ ଲୁହା ଚୋରା ଚାଲାଣ: ୭ ଗିରଫ

ପଟାଙ୍ଗି,୨୭ା୩(ଶରତ ଧଳ): ଓଡ଼ିଶା ତଥା ପଡ଼େଶୀ ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ଚାଲିଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଲୁହା ସାମଗ୍ରୀ ଚୋରି କରି ପଡ଼ୋଶୀ ଆନ୍ଧ୍ର ରାଜ୍ୟକୁ ଚୋରାଚାଲାଣ ହେଉଥିବା ବେଳେ ପୋଲିସ ହାତରେ ଧରାପଡ଼ି ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ...

ଗାଁ ମୁଖିଆଙ୍କୁ ମରଣାନ୍ତକ ଆକ୍ରମଣ: ଶଳା-ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ଗୋପାଳପୁର,୨୭ା୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳରେ ଗାଁ ମୁଖିଆଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ବୁଧବାର ପୋଲିସ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପାନ୍ନପୁଲ୍ଲୀ ଗ୍ରାମର ପି. ନୀଳାମ୍ବର ରେଡ୍ଡୀ(୩୨)...

ମା’ଙ୍କ ଆଗରେ ଚାଲିଗଲା ପୁଅର ଜୀବନ

ପାଟଣା ,୨୭।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କୁଆପଶି ନିକଟରେ ବୁଧବାର ପୂର୍ବାହ୍ନରେ ୨ ବାଇକ ମୁଁହାମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ପୁଅର ମୃତ୍ୟୁ ହୋଇଥିବାବେଳେ ମା’...

ପ୍ରଫୁଲ୍ଲଙ୍କୁ ପଞ୍ଚମଥର ପାଇଁ ମିଳିଲା ବିଜେଡି ଟିକେଟ୍‌

କାମାକ୍ଷାନଗର,୨୭।୩(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ୫୭ ବିଧାନସଭା ପାଇଁ ପ୍ରଫୁଲ୍ଲ କୁମାର ମଲ୍ଲିକକୁ ପୂନର୍ବାର ବିଜେଡି ଚଳିତ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳର ସୁପ୍ରିମୋ ଏହା ଘୋଷଣା କରିବା ପରେ ଦଳୀୟ କର୍ମୀଙ୍କ ମହଲରେ...

କନଷ୍ଟେବଳଙ୍କ ମୃତଦେହ ନେବାପାଇଁ ୨ ସ୍ତ୍ରୀ-ମା’ଙ୍କ ମଧ୍ୟରେ ଟଣାଓଟରା

କଟକ,୨୭।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସସିବି ମେଡିକାଲରେ ବୁଧବାର ଜଣେ କନଷ୍ଟେବଳଙ୍କ ମୃତ୍ୟପରେ ମୃତଦେହ ନେବା ପାଇଁ କନଷ୍ଟେବଳଙ୍କ ସ୍ତ୍ରୀ ଏବଂ ମା’ଙ୍କ ମଧ୍ୟରେ ଟଣାଓଟରା। ମୃତଦେହ ନେବା ପାଇଁ ଏସସିବି ମେଡିକାଲ ଶବଗ୍ରୁହ ନିକଟରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ। ଘଟଣା ଅନୁଯାୟୀ,...

ବିଧାୟକ ଟିକେଟ୍‌ ମିଳିବା ପରେ ଖୁସିରେ ନାଚିଲେ ସମର୍ଥକ

ସୋରଡା,୨୭।୩ (ଲମ୍ବୋଦର ପାଣିଗ୍ରାହୀ): ବିଜୁ ଜନତା ଦଳର ସୋରଡା ବିଧାୟୀକା ପ୍ରାର୍ଥୀ ଭାବେ ଏଠାକାର ପୂର୍ବତନ ଏନଏସି ଅଧ୍ୟକ୍ଷା ତଥା ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁଙ୍କ ଧର୍ମପତ୍ନୀ ସଂଘମିତ୍ରା ସ୍ବାଇଁଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଦଳ ତରଫରୁ ଘୋଷଣା ହେବାପରେ ଏଠାରେ...

ଅପରାଜିତାଙ୍କୁ ଅଟକାଇବାକୁ ବଡ଼ ଚାଲ୍ ଚଲାଇଲା ବିଜେଡି, ଏବେ କଠିନ ହୋଇପାରେ ବିଜୟ ରାସ୍ତା

ଭୁବନେଶ୍ୱର,୨୭।୩: ବିଧାନସଭା ଏବଂ ଲୋକ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ୯ ଲୋକ ସଭା ଆସନ ପାଇଁ ଦଳ ଟିକେଟ ଘୋଷଣା କରିଛି। ଏଥିରେ ସବୁଠୁ ବଡ଼...

ପୂର୍ବରୁ ଥିଲା ଶତ୍ରୁତା, ବଚସା ପରେ ଯୁବକଙ୍କୁ ମଦ କାଚ ଭୁସି ହତ୍ୟା

ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହରର ରାମକୃଷ୍ଣ ନଗରରେ ଜଣେ ଯୁବକଙ୍କୁ ମଦ କାଚରେ ଭୁସି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ କ୍ରିଷ୍ଣା କଣ୍ଡାଗରି (୩୦)। ତାଙ୍କ ଘର ରାୟଗଡ଼ା ସହରର ରେଳବାଇ କୋଲୋନୀରେ। ଘାସିରାମ ଝୋଡିଆ ନାମକ ଯୁବକ...

ଛତିଶଗଡ଼ରେ ଏନ୍‌କାଉଣ୍ଟର, ଯବାନଙ୍କ ଗୁଳିରେ ଟଳିଲେ ୬ ନକ୍ସଲ 

ବିଜାପୁର ,୨୭।୩: ଏନ୍‌କାଉଣ୍ଟରେ ଟଳିପଡ଼ିଲେ ନକ୍ସଲ। ଛତିଶଗଡ଼ ବିଜାପୁର ଜିଲାରେ ବୁଧବାର ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ନକ୍ସଲ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ଜଣାପଡ଼ିଛି। ତେବେ ବିଜାପୁରର ଚିପୁରଭାଟି ନିକଟ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଦ୍ୱାରା...

ମା’ ଠାକୁରାଣୀ ଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ; ଦାରିଙ୍ଗବାଡ଼ିରେ ଭକ୍ତିମୟ ପରିବେଶ

ଦାରିଙ୍ଗବାଡି, ୨୭।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ମା’ଠାକୁରାଣୀଙ୍କ ଯାତ୍ରା -୨୦୨୪ ନିମନ୍ତେ ବୁଧବାର ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି ଅବସରରେ ମା’ଠାକୁରାଣୀ ପୂଜା କମିଟି ପକ୍ଷରୁ ପୂଜାପାଠ, ହୋମ ଯଜ୍ଞର ଆୟୋଜନ କରାଯାଇଥିଲା। କମିଟିର ଟୁକୁନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri