ଗଠନ ହେଲା ୫୪ ବିପର୍ଯ୍ୟୟ ପରିଚାଳନା କମିଟି, ଦୈବୀ ଦୁର୍ବିପାକ ମୁକାବିଲାରେ…
ଭଞ୍ଜନଗର,୨୫ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବିପର୍ଯ୍ୟୟ ପ୍ରଶମନ ସମିତି ଓ ଓସ୍ଡିଏମା ସହାୟତାରେ ଭଞ୍ଜନଗର ବ୍ଲକ ପ୍ରଶାସନ ସହଯୋଗରେ ବାର୍ଡ ସଂସ୍ଥା ଦ୍ୱାରା ଭଞ୍ଜନଗରରେ ବ୍ଲକରେ ଥିବା ୧୦ଟି କୁଲାଡ଼,ଗୋଲାପଡା, ବାଉଁଶଲୁଣ୍ଡି, ଡିହପଢାଳ , ତୁରୁମୁ,ତିଳିଶିଙ୍ଗୀ,ବ୍ରାହ୍ମଣପଦର, ଦୋମୁହାଣି, ହରିଗଡ଼ ଓ ଗାଲେରୀ…
ଆତଙ୍କବାଦୀ ଆକ୍ରମଣକୁ ଦୃଢ ନିନ୍ଦା: ମୃତ ପର୍ଯ୍ୟଟକଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା
ବୁଗୁଡା,୨୫।୪(କାଳୀଚରଣ ଦାଶ): ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପର୍ଯ୍ୟଟକଙ୍କ ମୃତ୍ୟୁ ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଛି। ପଡ଼ୋଶୀ ଦେଶ ପାକିସ୍ତାନର ପ୍ରୋତ୍ସାହନରେ ଆତଙ୍କବାଦୀଙ୍କ ବର୍ବରତା ସବୁ ସୀମା ଟପି ଯାଇଥିବା ବେଳେ ଏଭଳି ଘଟଣାକୁ ଦୃଢ ନିନ୍ଦା କରି ସ୍ଥାନୀୟ ହିନ୍ଦୁ…
ଗହୀରମଥା ଚଳଚଞ୍ଚଳ: ଦୁଇଦିନରେ ୮୨ ଲକ୍ଷ କଇଁଛ ଶାବକ ଅଣ୍ଡାରୁ ବାହାରି ହେଲେ ସମୁଦ୍ରମୁହାଁ
ରାଜନଗର,୨୫ା୪: ଦୀର୍ଘ ୫୦ ଦିନ ପରେ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇପଡ଼ିଛି। ଲକ୍ଷଲକ୍ଷ ମାଈ କଇଁଛ ଗହୀରମଥାର ଅଗରନାସୀ-୨ରେ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ କରିଛନ୍ତି। ଗତ ଦୁଇଦିନ ଭିତରେ ୮୨ ଲକ୍ଷ ଶାବକ ଅଣ୍ଡାରୁ ବାହାରି ମା’ଙ୍କ…
ନିୟମକୁ ଅଣଦେଖା: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଯାତ୍ରୀ ଥାଇ ଡିଜେଲ ଭର୍ତ୍ତି କରୁଛି ଲକ୍ଷ୍ମୀବସ୍, ସାଧାରଣରେ ଅସନ୍ତୋଷ
ଦାରିଙ୍ଗବାଡ଼ି,୨୫ା୪(ଅରୁଣ ସାହୁ): ରାଜ୍ୟ ସରକାର ସମସ୍ତ ପଞ୍ଚାୟତରୁ ବ୍ଲକ ହେଡକ୍ୱାର୍ଟରକୁ ସୁବିଧା ଓ ଶସ୍ତାରେ ଯାତାୟାତ ପାଇଁ ଲକ୍ଷ୍ମୀବସ୍ର ବ୍ୟବସ୍ଥା କରିଛନ୍ତି କିନ୍ତୁ ଅନେକ ସମୟରେ ଏହି ବସ୍ରେ କାର୍ଯ୍ୟକରୁଥିବା କର୍ମଚାରୀଙ୍କ ମନମାନି ଓ ସରକାରୀ ନିୟମ ଉଲ୍ଲଂଘନ କରୁଥିବା ଦେଖିବାକୁ…
ଅଟୋରେ ଯାଉଥିବା ବେଳେ ଉପରେ ପଡ଼ିଲା ଗଛ: ଚାଲିଗଲା ୨ ଜୀବନ
ବଲାଙ୍ଗୀର,୨୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଆଠଗାଁ ରାସ୍ତା କଂସାବାହାଲ ଛକ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। କାଳବୈଶାଖୀ ତାଣ୍ଡବରେ ଜୋରରେ ପବନ ବହି ଏକ ଗଛ ପଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା…
ଆତଙ୍କବାଦୀ ଆକ୍ରମଣରେ ନିହତଙ୍କ ପାଇଁ କ୍ୟାଣ୍ଡେଲ ଶୋଭାଯାତ୍ରା
ଗଞ୍ଜାମ,୨୫ା୪(ବିଦ୍ୟାଧର ସାହୁ): ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ସରଳ ନିରୀହ ପର୍ଯ୍ୟଟକମାନଙ୍କ ଅମର ଆତ୍ମାର ସଦ୍ଗତି ପାଇଁ ଗଞ୍ଜାମ ସହର ବଜରଙ୍ଗ ଦଳ ଓ ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି…
ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କେସିଙ୍ଗା ମୁସଲମାନ ସମାଜର ବିରୋଧ, ଦୋଷୀଙ୍କୁ କଠୋର ଦଣ୍ଡ ସହ ଫାଶୀ ପାଇଁ ଦାବି
କେସିଙ୍ଗା,୨୫ା୪(ତୁମେଶ୍ୱର ସାହୁ): କଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କ ଅମର ଆତ୍ମାର ସଦ୍ଗତି କାମନା ସହ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପାଇଁ କେସିଙ୍ଗା ମୁସଲମାନ ସମାଜ ପକ୍ଷରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଦାବି କରି ସ୍ଥାନୀୟ…
ବର୍ଷେ ହେଲା ପମ୍ପ ହାଉସ୍ ଅଚଳ: ଝରଣା ପାଣି ପିଉଛନ୍ତି ଗ୍ରାମବାସୀ
ସୁନାବେଡା,୨୫ା୪(କୃତ୍ତିବାସ ପ୍ରଧାନ): ସରକାର ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ ପାନୀୟ ଜଳର ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚକରି ପାଣି ଟାଙ୍କି ସହ ପମ୍ପ ହାଉସ କରିଥିଲେ ସୁଦ୍ଧା ଲୋକେ ସେଥିରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ସୁନାବେଡ଼ା ପୌର ପରିଷଦ ସୀମାବର୍ତ୍ତୀ…
ପାକିସ୍ତାନ ବିରୋଧରେ ବାହାରିଲା ମୁସ୍ଲିମ୍ ଅଞ୍ଜୁମାନ କମିଟି, ନାରାରେ କମ୍ପୁଛି ଜୟପୁର
ଜୟପୁର,୨୫ା୪: ଜୟପୁର ବ୍ରହ୍ମାସାହି ନିକଟ ମସ୍ଜିଦ୍ରେ ଶୁକ୍ରବାର ଅବସରେ ନାମଜ ପରେ ନିଷ୍ପତ୍ତି ନିଆଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ମୁସଲିମ ଅଞ୍ଜୁମାନ କମିଟିର ସଦସ୍ୟମାନେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ହିନ୍ଦୁସ୍ତାନ ଜିନ୍ଦାବାଦ୍ ପାକିସ୍ତାନ ମୁର୍ଦ୍ଦାବାଦ୍ ନାରା ଦେଇଛି। ପହଲଗାମ୍ (କଶ୍ମୀର)ରେ…
ଘନଘନ ବିଦ୍ୟୁତ୍ କାଟ, ଜନଜୀବନ ଅସ୍ତବ୍ୟସ୍ତ
ଦାରିଙ୍ଗବାଡି,୨୫।୪(ଅରୁଣ ସାହୁ): ରାଜ୍ୟର ଚାରିଆଡେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଗତ କିଛିଦିନ ହେଲା ଘନଘନ ବିଦ୍ୟୁତ୍ କାଟକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା…
ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ
ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍ (୧ମ) ମଞ୍ଜୁଲତା ଲେଙ୍କା ୩୦୨ ଦଫାରେ ୪ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତମାନେ ହେଲେ…
ପହଲଗାମ୍ରୁ ସତ୍ୟବାଦୀ ଫେରିଲେ ୮ ପର୍ଯ୍ୟଟକ
ସାକ୍ଷୀଗୋପାଳ,୨୫ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଜମ୍ମୁ-କଶ୍ମୀରର ପହଲଗାମ୍ ପରିଭ୍ରମଣରେ ଯାଇଥିବା ସତ୍ୟବାଦୀର ୮ ଜଣ ପର୍ଯ୍ୟଟକ ସୁରକ୍ଷିତ ଫେରି ଆସିଛନ୍ତି। ସେମାନେ ହେଲେ ଦୀପକ ଶତପଥୀ, ପ୍ରଶାନ୍ତ ପାଣି, ତୋଫାନ ବେହେରା, ସ୍ବରୂପ ଜେନା, ପୂଜା ସୁନ୍ଦରାୟ, ବର୍ଷାରାଣୀ ସେଠୀ, ପ୍ରଶାନ୍ତ…
Archives


