ଆମ ଜିଲା ଖବର

ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ଟ୍ରକ୍‌, ଅଲଗା ହେଲା ମୁଣ୍ଡଗଣ୍ଡି

କୋରାପୁଟ,୫ା୪(ସ୍ବ.ପ୍ର.): କୋରାପୁଟ ଓଏମ୍‌ପି ପେଟ୍ରୋଲ ପମ୍ପ୍‌ ନିକଟରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି। ଆନ୍ଧ୍ରରୁ ଜୟପୁର ଯାଉଥିବା ଏକ ଟ୍ରକ୍‌ ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଯିବାରୁ ଗଣ୍ଡିରୁ ମୁଣ୍ଡ ଅଲଗା ହୋଇଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ କୋରାପୁଟ...

ଝଡ଼ବର୍ଷାରେ ଭାଙ୍ଗିଲା ବଡ଼ବଡ଼ ଗଛ

ରାୟଗଡ଼ା,୫ା୪(ସ୍ବ.ପ୍ର.): ଅଦିନିଆ ଝଡ଼ବର୍ଷା ଯୋଗୁ ରାୟଗଡ଼ା ସହର ରାସ୍ତାରେ ବଡ଼ବଡ଼ ଗଛ ଭାଙ୍ଗିପଡ଼ିଛି। ବୁଧବାର ସନ୍ଧ୍ୟାରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ହେବାରୁ ସହରର ରିଙ୍ଗ୍‌ରୋଡସ୍ଥିତ ୟୁଜିଏମଆଇଟି ନିକଟରେ, ନ୍ୟୁ କଲୋନୀ ରୋଡ୍‌ ଭିଗିନାନ ବିଦ୍ୟାଳୟଠାରେ ଗଛ ଭାଙ୍ଗିପଡ଼ିଛି। ସେହିଭଳି...

ଭାଇଙ୍କୁ ପିଟି ହତ୍ୟା କଲେ ଭାଇ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ଗୋଷାଣୀନୂଆଗାଁ ଥାନା ପଛପାଖରେ ଥିବା ରାଜୀବ ଆବାସ ଯୋଜନା ଘରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ସାନଭାଇଙ୍କୁ ଡମ୍ବଲ୍ସ(ବାୟାମ ଲୁହା)ରେ ଛେଚି ମଝିଆ ଭାଇ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କରିଛନ୍ତି। ମୃତକ ହେଲେ...

ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଦଣ୍ଡାଦେଶ, ଏମ୍‌ପି ପଦ ରଦ୍ଦ ନେଇ ଗର୍ଜିଲେ ଜୟଦେବ

ଆନନ୍ଦପୁର,୫ା୪(ସ୍ବ.ପ୍ର.): ପୁରୁଣା ମାମଲାର ବିଚାର କରି ରାହୁଲ ଗାନ୍ଧୀଙ୍କୁ ସର୍ବାଧିକ ଦୁଇ ବର୍ଷର ଦଣ୍ଡାଦେଶ ଓ ୨୪ ଘଣ୍ଟା ମଧ୍ୟରେ ଏମ୍‌ପି ପଦ ରଦ୍ଦ କରିବା ଘଟଣାକୁ ନେଇ ଆନନ୍ଦପୁରର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତି...

ମନ୍ଦିର ପରିଚାଳନା କମିଟିକୁ ନେଇ ବିବାଦ

ଆନନ୍ଦପୁର,୫ା୪(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ ଫକୀରପୁରଠାରେ ଥିବା ବାଲୁଙ୍କେଶ୍ୱର ମନ୍ଦିରର ନୂତନ ପରିଚାଳନା କମିଟିକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଦୀର୍ଘ ୨୦ ବର୍ଷ ପରେ ଗଠିତ ହୋଇଥିବା କମିଟିକୁ ଚଞ୍ଚକତାପୂର୍ଣ୍ଣ ଭାବେ କରାଯାଇଥିବା ଅଭିଯୋଗ ହୋଇଛି। ୪ ଓ୍ବାର୍ଡ...

୪୭ ଗ୍ରାମ ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ନୟାଗଡ଼ ଅଫିସ, ୫।୪:ନୟାଗଡ଼ ଅବକାରୀ ବିଭାଗର କର୍ମଚାରୀମାନେ ବୁଧବାର ଇଟାମାଟି ପାଇକସାହିର ଦଣ୍ଡପାଣି ପ୍ରଧାନଙ୍କୁ ଇଟାମାଟି ଫିଲ୍ମ ହଲ ନିକଟରୁ ଗିରଫ କରି ୪୭ ଗ୍ରାମ ବ୍ରାଉନ ସୁଗାର ଜବତ କରିଛନ୍ତି। ଯାହାର ଦାମ ୫ ଲକ୍ଷଟଙ୍କା ହେବ ବୋଲି...

ବ୍ୟାଙ୍କ ନିକଟରୁ ଲୁଟ୍‌ ଘଟଣା: ଧରାପଡ଼ିଲେ ଲୁଟେରା ଗ୍ୟାଙ୍ଗ୍‌, ୬ ଗିରଫ

ଫୁଲବାଣୀ ଅଫିସ,୫ା୪: ଫୁଲବାଣୀ ସହର ଆକ୍ସିସ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଲୁଟ୍‌ ଘଟଣାରେ କନ୍ଧମାଳ ଜିଲା ପୋଲିସ କଳାହାଣ୍ଡି ପୋଲିସ ସହାୟତାରେ ଲୁଟେରା ଗ୍ୟାଙ୍ଗ୍‌ଙ୍କୁ କେସିଙ୍ଗା ନିକଟରୁ ଧରିଛି। ଏହି ଘଟଣାରେ ମୋଟ ୬...

ଭାଉଜଙ୍କୁ କଟୁରୀରେ ହାଣି ହତ୍ୟାକଲେ ଦିଅର

ଚଣ୍ଡିଖୋଲ/ଛତିଆ, ୫।୪(ଡି.ଏନ୍‌ ଏ): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ କପାଷ୍ଟିକିରି ଗ୍ରାମରେ ବୁଧବାର ସକାଳେ ଏକ ଅଘଟଣ ଘଟିଛି। ଗ୍ରାମର ଗୌରାଙ୍ଗ ନାୟକଙ୍କ ସ୍ତ୍ରୀ ଅନିତା ନାୟକ (୫୫) ସକାଳେ ଦାଣ୍ଡ ପହଁରୁ ଥିବା ସମୟରେ ତାଙ୍କ ଦିଅର...

ଦେଢ଼ମାସ ବିତିଲା, ମୃତ୍ୟୁ ରହସ୍ୟ ଖୋଲୁନି

ମୁରିବାହାଲ,୫ା୪(ଡ଼.ଏନ.ଏ.): ବଲାଙ୍ଗୀର ଜ଼ିଲା ମୁରିବାହାଲ ଥାନା ଡୁଡୁକାପଡା ଗ୍ରାମରେ ଗ୍ରାମ୍ୟ ପରିମଳ ବିଭାଗ ପାଣ୍ଠିରେ ଗଭୀର କୂଅ ଖନନ କାର୍ଯ୍ୟରେ ନିୟୋଜିତ ଜେସିବି ଡ୍ରାଇଭର ସିନ୍ଧେକେଲା ଥାନା ପାଣ୍ଡ୍ରିପାଏନ ହଁସପଡାର ପଦ୍ମନ ହସ (୨୪) ଙ୍କ କାର୍ଯ୍ୟସ୍ଥଳରେ ଗତ ଫେବୃଆରୀ...

ହିନ୍ଦୋଳରେ ବାଜିଲା ଶଙ୍ଖ: ଏନ୍‌ଏସି ପଦ ହାତେଇଲା ବିଜେଡି

ଢେଙ୍କାନାଳ,୫।୪(ବ୍ୟୁରୋ): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ଭୋଟ ଗଣତି ଶେଷ ହୋଇଛି। ଚଳିତ ନିର୍ବାଚନରେ ବିଜେଡି ନଗରପାଳ ପଦ ସହ ମୋଟ ୧୬ କାଉନସିଲର ପଦବୀ ମଧ୍ୟରୁ ୧୧ଟି ୱାର୍ଡରେ ବିଜୟୀ ହୋଇଛି । ଏଥି ସହ ବିଜେଡିି...

ତେଲଙ୍ଗାନା ଇଟାଭାଟିରେ ୧୪ ଦାଦନ ଶ୍ରମିକ ନିର୍ଯାତିତ

ନୂଆପଡା ଅଫିସ,୫ା୪: ନୂଆପଡା ଜିଲା କୋମନା ବ୍ଲକ ଅଧୀନ ଦୁଇଟି ଗାଁର ୧୪ ଜଣ ଦାଦନ ଶ୍ରମିକ ତେଲଙ୍ଗାନା ରାଜ୍ୟକୁ ଇଟା ତିଆରି କରିବା ପାଇଁ ଯାଇ ନିର୍ଯାତନାର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏହି ଶ୍ରମିକମାନଙ୍କ ପରିବାରର ୫...

ବ୍ୟବହାରିକ ଜ୍ଞାନ ସଂଗ୍ରହ, ରାଗିଂମୁକ୍ତ କ୍ୟାମ୍ପସ୍‌ କର

ସମ୍ବଲପୁର,୫ା୪(ବ୍ୟୁରୋ): ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଇଂ. ରୋହିତ ପୂଜାରୀ ଛାତ୍ରୀଛାତ୍ରଙ୍କ ସହ କ୍ଲାସରୁମରେ ଆଲୋଚନା କରିଥିଲେ। କଲେଜରେ ଥିବା ସମସ୍ୟା, ହଷ୍ଟେଲ ପାଇଁ କରାଯାଇଥିବା କଡା ନିୟମ ଗୁଡିକ ସମ୍ପର୍କରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri