କିନ୍ନର ହତ୍ୟା ଘଟଣା: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ, ଗହୀର ମଝିରେ ଏକୁଟିଆ ରହୁଥିବାବେଳେ…
ପିପିଲି,୨୩ା୨: ପିପିଲି ସିଫା ନିକଟରେ କିନ୍ନରଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଛବିନ କାଣ୍ଡିଙ୍କୁ ଗିରଫ କରିଛି ପୋଲିସ। ତେବେ ହତ୍ୟାକାଣ୍ଡର ୨୦ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। କୋଣାର୍କର ରାମଚଣ୍ଡୀ ଅଞ୍ଚଳ ଗହୀର ମଝିରେ…
କାହିଁକି ଶ୍ରୀମନ୍ଦିର ଉପରେ ବାରମ୍ବାର ଉଡୁଛି ଡ୍ରୋନ୍: ୭ ଶହ ଜଣ ନେଲେଣି ଫୋନ୍
ପୁରୀ,୨୧।୨: ଶ୍ରୀମନ୍ଦିର ଉପରେ ବେଆଇନ ଭାବେ ୧୦ ଥର ଡ୍ରୋନ ଉଡ଼ିଛି। ଏନେଇ ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଲିଖିତ ଉତ୍ତର ରଖିଛନ୍ତି। ୨୦୨୪ଜୁନ୍ ଏଯାବତ୍ ଡ୍ରୋନ ଉଡ଼ିବାର ୧୦ଟି ମାମଲା ରୁଜୁ ହୋଇଛି। ୨ଟି ମାମଲାର ଫାଇନାଲ ଫର୍ମ…
କଣାସରେ ପଶିଲା ଗୋଠଛଡ଼ା ହାତୀ
କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ କରିବା ସହିତ କେତେକ ଜୀବନ ନେଇଛନ୍ତି। ବରୁଣେଇ ଜଙ୍ଗଲରୁ ଏକ ହାତୀ ନିଜ…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା
କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରାଯିବ । ସରକାର ଏକାଥରେ କୋଟିଏ ମହିଳାଙ୍କ ଖାତାକୁ ୫ ହଜାର…
ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..
ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି): ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି । ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟରେ ବୁଡ଼ିଯାଇଥିଲେ ପାଞ୍ଚଜଣ ପର୍ଯ୍ୟଟକ। ତେବେ…
ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ
କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ ଦି’ ଓଳି ଉପାସ ରହୁଥିବା ଗଣେଶ ଏତେ ବଡ ରୋଗରୁ କେମତି ମୁକ୍ତି…
କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….
ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯାଇଥିଲା । ତେବେ ବୁଧବାର ରାତିରେ ଓଭରବ୍ରିଜ ନିକଟ…
ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…
ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢୀ କହିଛନ୍ତି, ୨୦୨୬-୨୭ ପାଞ୍ଜି…
ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ
ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ତେବେ ଏହି ଘଟଣା ପୁରୀର ଏକ ହୋଟେଲର ବୋଲି ଜଣାପଡିଛି…
ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…
ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି। ମୃତକ ହେଲେ ଲିଙ୍ଗରାଜ ସାହୁଙ୍କ ଝିଅ ଲକ୍ଷ୍ମୀପ୍ରିୟା ସାହୁ । ସୂଚନା ଅନୁସାରେ…
୭ରୁ ଓଡ଼ିଶା-ଜାପାନ ପର୍ବ: ଜାଣନ୍ତୁ ଏହାର ଉଦେଶ୍ୟ
ପୁରୀ,୬ା୨(ଅଜିତ୍ କୁମାର ମହାନ୍ତି): ଚଳିତ ମାସ ୭ ଏବଂ ୮ ତାରିଖ ସନ୍ଧ୍ୟାରେ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍ ସେଣ୍ଟର ପକ୍ଷରୁ ସ୍ଥାନୀୟ ତାଳବଣିଆ ପଡ଼ିଆରେ ଓଡ଼ିଶା-ଜାପାନ ପର୍ବ ଆୟୋଜନ ହେବ। ଏ ନେଇ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍ ସେଣ୍ଟରର ସଭାପତି ଶ୍ରୀମନ୍ତ କୁମାର ଦାଶ…
ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା
ଭୁବନେଶ୍ୱର,୬।୨ (ସୁନିତ୍ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ ପରିଡ଼ା ବିଜୟୀ ହୋଇ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପଦରେ ଅଛନ୍ତି। ତାଙ୍କ ବିରୋଧରେ ବିଜେଡି…
Archives


