ପୁରୀ

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ ପାଇଁ ଗୁଣ୍ଡିଚା ମନ୍ଦିର ଖୋଲାଯାଇଛି। ପ୍ରଥମେ ଶ୍ରଦ୍ଧାଳୁଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସୁନାବେଶ ଏକ ପ୍ରମୁଖ ନୀତି…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ ଘରୁ ବାହାରକୁ ବାହାରିପାରୁ ନାହାନ୍ତି। ଏପରିକ ବର୍ଷା ପାଣି ନିସ୍କାସନ ନ ହୋଇ…

ବର୍ଷା ପବନରେ କୃଷ୍ଣପ୍ରସାଦ ବେହାଲ: ଗାଁ ଦାଣ୍ଡରେ ଲହଡ଼ି ମାରୁଛି ପାଣି, ଚିଲିକାରେ ବୁଡ଼ି ଜଣେ ମୃତ

‎କୃଷ୍ଣପ୍ରସାଦ,୨୪।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ):‎ ପୁରୀ ଜିଲା କୃଷ୍ଣପ୍ରସାଦରେ ତାଣ୍ଡବ ରଚିଛି ଗଭୀର ଅବପାତ । ଏହାର ପ୍ରଭାବରେ ପ୍ରବଳ ତୋଫାନ ସାଙ୍ଗକୁ ଲଗାତର ବର୍ଷା ଅନେକ କ୍ଷୟକ୍ଷତି କରିଛି । ମାଛ ଧରିବାକୁ ଯାଇଥିବା ଅଁଳାକୁଦା ଗ୍ରାମର ମୂଳିରାମ ପରିଡା ଚିଲିକା…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି । ଫାଇଲିନ, ହୁଡହୁଡ ବାତ୍ୟାର କ୍ଷତି ଆହୁରି ଭରଣା ନ ହେଉଣୁ ପୁଣି…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀଗଣ, ଯନ୍ତ୍ରୀ ଏବଂ ସମସ୍ତ ଉପବିଭାଗର ଅଧିକାରୀମାନେ ଉପସ୍ଥିତ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ ଗଢ଼ିବା’ର ସ୍ବପ୍ନ ଦେଖିଥିଲେ, ସେହି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ ଆଜି ନିଜ ଅସ୍ତିତ୍ୱ ରକ୍ଷା…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା ଗୋଦାମ ଓ ପ୍ରସ୍ତୁତି ହେଉଥିବା ଦୋକାନରେ ଗୁରୁବାର ସକାଳୁ ବଡ଼ଧରଣର ଚଢ଼ାଉ କରାଯାଇଛି…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି ପାଇଁ କିଛି ସମୟ ଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଥିଲା। ମିଳିଥିବା ସୂଚନା…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର ଦୁଇ ରାଜସ୍ୱ ଅଧିକାରୀଙ୍କୁ ୩୫ ହଜାର ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ଧରିଛି…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ ଅଭିଯୁକ୍ତଙ୍କ ନିକଟରୁ ପୁଳା ପୁଳା ଟଙ୍କା ଜବତ କରିଛି। ଅଭିଯୁକ୍ତଦ୍ୱୟ ହେଲେ ତାଳବଣିଆ…

ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରିଛି । ଗିରଫ ୨ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?