କୋଣାର୍କ, ୩୦ା୧୧(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୩୪ତମ କୋଣାର୍କ ଉତ୍ସବ ଏବଂ…
ପୁରୀ ,୨୯।୧୧: ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବାୟତ ଶ୍ରୀମୁଖ ଶୃଙ୍ଖାର କରିବେ । ଏ ନେଇ ସା ୫ଟାରୁ ରାତି ୯ଟା…
ପୁରୀ, ୨୮ା୧୧(ଅଜିତ୍ ମହାନ୍ତି):ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା, ମରାମତି କରିବା ସହ ରତ୍ନ ଗଣତି ନେଇ ବାରମ୍ବାର ବିଭିନ୍ନ ଅନୁଷ୍ଠାନ ସହ ଗଜପତି ମହାରାଜା ଏବଂ ଅନ୍ୟ ସେବାୟତ…
ଅସ୍ତରଙ୍ଗ,୨୬।୧୧(ପ୍ରଦୀପ୍ତ ଦୀକ୍ଷିତ୍)କାର୍ତ୍ତିକ ପୂର୍ଣ୍ଣିମାକୁ ମୁଖ୍ୟତଃ ଲୋକେ ଡଙ୍ଗାଭସା ପୂର୍ଣ୍ଣିମା ରୂପେ ଜାଣିଥାନ୍ତି। ଏହି ପୂର୍ଣ୍ଣିମା ଆସିଲେ ଲୋକଙ୍କ ଖୋଜା ପଡ଼େ ଡଙ୍ଗା। ଓଡ଼ିଆ ଜାତିର ସଂସ୍କୃତି, ପରମ୍ପରା…
ନିମାପଡ଼ା,୨୬।୧୧(ରଞ୍ଜନ ପଟ୍ଟନାୟକ)କାଗଜ ଡଙ୍ଗା ଦେଇଛି ରୋଜଗାର। ଏଭଳି ସ୍ଥିତି ନିମାପଡ଼ା ବ୍ଲକ ଅଧୀନ ସାଇଁଶ ପଞ୍ଚାୟତ ତୋରିହଁବନ୍ଧ ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମର ମହିଳା ଫୁର୍ସତ୍ ସମୟରେ…
ପୁରୀ,୨୫ା୧୧: କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି କାର୍ତ୍ତିକ ପୂର୍ଣ୍ଣିମା ପରଦିନଠାରୁ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ…
ବ୍ରହ୍ମଗିରି,୨୪ା୧୧(ସ୍ବାଧିନ ଚମ୍ପତ୍ତିରାୟ): ଜଣେ ମହିଳା ଭିକ୍ଷା ବୃତ୍ତି କରି ନିଜର ପେଟ ପୋଷିବା ସହିତ ବଳକା ଅର୍ଥକୁ ଏକ ମହାନ କାର୍ଯ୍ୟରେ ବିନିଯୋଗ କରି ଉଦାହରଣ ପାଲଟିଛନ୍ତି।…
ପୁରୀ, ୨୧ା୧୧(ଅଜିତ୍ ମହାନ୍ତି):ସମ୍ପ୍ରତି ପବିତ୍ର କାର୍ତ୍ତିକ ମାସ ଚାଲିଥିବାରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ହେଉଛି। ଶ୍ରୀମନ୍ଦିର ଏବଂ ବଡ଼ଦାଣ୍ଡରେ ଭକ୍ତ ଓ ହବିଷିଆଙ୍କ…
ସାକ୍ଷୀଗୋପାଳ, ୨୧ା୧୧ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ):କାର୍ତ୍ତିକ ମାସ ଶୁକ୍ଳପକ୍ଷ ନବମୀ ତିଥି ମଙ୍ଗଳବାର ସାକ୍ଷୀଗୋପାଳ ମନ୍ଦିରରେ ପାଳନ ହେବ ଅଁଳାନବମୀ। ଏହି ଅବସରରେ ବର୍ଷକୁ ଗୋଟିଏ…
ପୁରୀ,୧୮।୧୧: ପୁରୀ ସମୁଦ୍ରରେ ଗାଧୋଇଲା ବେଳେ ୪ ଜଣ ପର୍ଯ୍ୟଟକ ଭାସିଯାଇଛନ୍ତି। ସେକ୍ଟର ୩ରେ ଗାଧୋଇଲା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି। ସେଠାରେ ଉପସ୍ଥିତ ଥିବା…