ପୁରୀ

ଦର୍ପଦଳନ ରଥରେ ଫାଟ

ପୁରୀ, ୧୮ା୬(ଅଜିତ ମହାନ୍ତି) ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ ମାତ୍ର ଦୁଇଦିନ ବାକିଥିବାବେଳେ ଶନିବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଫାଟ ଦେଖିବାକୁ ମିଳିଛି। ରଥର ସାନଉଛୁଳା…

3 years ago

ପଞ୍ଚସଖାଙ୍କ ସମାଧିପୀଠ ଅବହେଳିତ

ସାକ୍ଷୀଗୋପାଳ,୧୭ା୬(କିଶୋର ମହାପାତ୍ର /ପ୍ରଶାନ୍ତ ବାରିକ) ପୁରୀ ଜିଲା ସତ୍ୟବାଦୀ ବକୁଳବନରେ ପୁଣ୍ୟାତ୍ମା ପଞ୍ଚସଖାଙ୍କ ସ୍ମୃତି ରକ୍ଷା ନିମନ୍ତେ ପ୍ରତିଷ୍ଠା ହୋଇଥିବା ପଞ୍ଚସଖା ସ୍ମୃତି ସମାଧିପୀଠ ଏବେ ଅବହେଳିତ…

3 years ago

ଭିଜିଲାନ୍ସ ଜାଲରେ କୋଟିପତି ନିଲମ୍ବିତ ଯୋଗାଣ ଅଧିକାରୀ

ଭୁବନେଶ୍ୱର(ସତ୍ୟଜିତ୍‌ ରାଉତ)/ନିମାପଡ଼ା(ବିଚିତ୍ରାନନ୍ଦ ସାହୁ), ୧୭ା୬: ସରକାରୀ କ୍ଷମତାର ଅପବ୍ୟବହାର କରି ନିଲମ୍ବିତ ହୋଇଥିବା ନୟାଗଡ଼ ଜିଲା ଯୋଗାଣ ଅଧିକାରୀ (ସିଏସ୍‌ଓ) ବ୍ରଜେନ୍ଦ୍ର କୁମାର ନାୟକ ଭିଜିଲାନ୍ସ ଜାଲରେ…

3 years ago

ଅଦିନିଆ ରଥଯାତ୍ରାକୁ ବିରୋଧ

ପୁରୀ,୧୭ା୬(ଅଜିତ୍‌ ମହାନ୍ତି) ଅଦିନିଆ ରଥଯାତ୍ରାକୁ ନେଇ ପୁଣି ବିବାଦ ସୃଷ୍ଟି ହୋଇଛି। ମଧ୍ୟପ୍ରଦେଶର ଗ୍ବାଲିୟରଠାରେ ଚଳିତ ମାସ ୨୪ତାରିଖରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେବ ବୋଲି ସୋସିଆଲ ମିଡିଆରେ…

3 years ago

ନକଲି ମହାପ୍ରସାଦକୁ ନେଇ ଚିନ୍ତା

ମହାପ୍ରଭୁଙ୍କ ଅବଢ଼ା ନାଁ ଶୁଣିଦେଲେ ମନରେ ଭରିଯାଏ ଭକ୍ତି। ଟିକେ ମହାପ୍ରସାଦ ପାଇଗଲେ ଜୀବନ ଧନ୍ୟ ହୋଇଯିବା ଭଳି ମନେ ହୁଏ। ହେଲେ ମହାପ୍ରସାଦ ବି ନକଲି…

3 years ago

ଶୋଇପଡ଼ିଲେ ଫାଣ୍ଡି ଅଧିକାରୀ, ଚମ୍ପଟ ମାରିଲେ ଅଭିଯୁକ୍ତ

ଗୋପ,୧୬।୬(ଭାରତୀ ଭୂଷଣ ଉପାଧ୍ୟାୟ): ପୁରୀ ଜିଲା ଗୋପ ଥାନାର ନୟାହାଟ ଫାଣ୍ତିରୁ ବୁଧବାର ଅପରାହ୍ନରେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ଫାଣ୍ଡି ଅଧିକାରୀ ଓ କର୍ମଚାରୀମାନେ ଶୋଇଥିବାବେଳେ…

3 years ago

ଦଣ୍ଡ ପ୍ରଣାମ କରି ରାଜସ୍ଥାନରୁ ପୁରୀ

ପୁରୀ,୧୬ା୬(ଅଜିତ୍‌ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ ଉଦ୍ଦେଶ୍ୟରେ ରାଜସ୍ଥାନରୁ ଜଣେ ଭକ୍ତ ଦଣ୍ଡ ପ୍ରମାଣ କରି ଗୁରୁବାର ପୁରୀରେ ପହଞ୍ଚିଛନ୍ତି। ଏହି ଭକ୍ତ ଜଣଙ୍କ…

3 years ago

ଗୋରୁଙ୍କୁ ବ୍ୟାପୁଛି ଏକଟାଙ୍କିଆ ରୋଗ

ସାକ୍ଷୀଗୋପାଳ,୧୬।୬(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର): ସତ୍ୟବାଦୀର କିଛି ଅଞ୍ଚଳରେ ଗୋରୁ ବାଛୁରୀଙ୍କୁ ଏକଟାଙ୍କିଆ ରୋଗ ବ୍ୟାପୁଥିବା ନେଇ ଗୋପାଳକ ଅଭିଯୋଗ କରିଛନ୍ତି। ଗୋରୁଙ୍କୁ ହଠାତ୍‌ ପ୍ରବଳ ଜ୍ୱର ଆସି…

3 years ago

୩ ଘଣ୍ଟା ନବଯୌବନ ଦର୍ଶନ

ପୁରୀ,୧୬ା୬(ଅଜିତ୍‌ ମହାନ୍ତି): ଚଳିତ ମାସ ୧୯ ତାରିଖରେ ମହାପ୍ରଭୁଙ୍କ ଦୁର୍ଲଭ ନବଯୌବନ ଦର୍ଶନ ଓ ୨୦ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ନବଯୌବନ ବେଶ ଦର୍ଶନ…

3 years ago

ସମୟରେ ନୀତି ପାଳନ, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ପୁରୀ ଅଫିସ,୧୪।୬(ଅଜିତ ମହାନ୍ତି): ୬ଦିନ ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ଥାନୀୟ ପୌରସଦନ ପରିସରରେ ତୃତୀୟ ତଥା ଶେଷ ରଥ ସମନ୍ବୟ ବୈଠକ…

3 years ago