ପୁରୀ

ଜାତୀୟ ପତାକାକୁ ଅସମ୍ମାନ କରି ପିଇଓ ଗିରଫ

ଗୋପ/କୋଣାର୍କ,୧୩।୧(ଡି.ଏନ୍‌.ଏ.): ଭାରତର ଜାତୀୟ ପତାକାକୁ ଅସମ୍ମାନ କରିଥିବା ଅଭିଯୋଗରେ କୋଣାର୍କ ଥାନା ପୋଲିସ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ ଉକ୍ତ…

3 years ago

ରିଭର୍ସ ସ୍ପିଡ୍‌ ପେଣ୍ଟିଂ ମାଧ୍ୟମରେ ବିଶ୍ୱକପ୍‌ର ଶୁଭେଚ୍ଛା ଜଣାଇଲେ ଆୟୁଷ

ପୁରୀ ଅଫିସ, ୧୨ା୧: ବୁଧବାରଠାରୁ ହକି ବିଶ୍ୱକପ୍‌ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସାରା ଦେଶରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି। ପୁରୀର ଚିତ୍ରଶିଳ୍ପୀ ଆୟୁଷ ମହାପାତ୍ର…

3 years ago

ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ନେଇ ଦ୍ୱନ୍ଦ୍ୱ

ପୁରୀ ଅଫିସ, ୧୨।୧: ଶ୍ରୀମନ୍ଦିରରେ ଅସରପା ଓ ମୂଷାଙ୍କ ଉତ୍ପାତ ଯୋଗୁ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ପ୍ରତି ବିପଦ ସୃଷ୍ଟି ହୋଇଥିବା ଆଶଙ୍କା ଦେଖାଦେଇଛି। ଏନେଇ କେତେଜଣ ସେବାୟତ…

3 years ago

ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ, ୧୧ା୧: ମାଘ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ…

3 years ago

୧୩ରୁ ଆରମ୍ଭ ହେବ ହକି ବିଶ୍ୱକପ୍‌: ମ୍ୟାଚ୍‌ ଦେଖିବା ଲାଗି ଏଲ୍‌ଇଡି ଟିଭି ବ୍ୟବସ୍ଥା

ପୁରୀ ଅଫିସ, ୧୦ା୧: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍‌। ଚଳିତ ଥର ଏହାକୁ ଓଡ଼ିିଶା ଆୟୋଜନ କରୁଛି। ଏହାକୁ ସ୍ମରଣୀୟ…

3 years ago

କାବୁ ହେଲା ସହରକୁ ପଶି ଆସିଥିବା ହାତୀ

ପୁରୀ ଅଫିସ,୧୦।୧: ଶେଷରେ ଟ୍ରାଙ୍କୁଲାଇଜ୍‌ ହେଲା ପୁରୀ ସହରରେ ପଶିଥିବା ଦନ୍ତାହାତୀ। ମଙ୍ଗଳବାର ବାଲୁଖଣ୍ଡ ଅଭୟାରଣ୍ୟରେ ହାତୀକୁ ଟ୍ରାଙ୍କୁଲାଇଜ୍‌ କରିବାରେ ବନବିଭାଗ ସଫଳ ହୋଇଛି। ଏହାପରେ ତାକୁ…

3 years ago

କାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୦।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ । ଭକ୍ତମାନେ ଅପରାହ୍ନ ପ୍ରାୟ ୩ରୁ ୪ଘଣ୍ଟା ଧରି…

3 years ago

ସମୁଦ୍ର ଉପକୂଳ ଜୀବନଜୀବିକା ବିପଦସଙ୍କୁଳ ହୋଇପଡ଼ୁଛି

ପୁରୀ ଅଫିସ, ୧୦ା୧: ପୁରୀ ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରତିକାର କ୍ରିୟାନୁଷ୍ଠାନ କମିଟି ଏବଂ ଓଡ଼ିିଶା ଜନଶକ୍ତି ମଞ୍ଚ ତରଫରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ…

3 years ago

ସହରରେ ପଶିଲା ହାତୀ

ପୁରୀ ଅଫିସ, ୧୦ା୧: ପୁରୀ ସହରରେ ହାତୀ ଆତଙ୍କ। ସୋମବାର ଭୋର ସମୟରେ ଚନ୍ଦନପୁର ଅଞ୍ଚଳର ପ୍ରତାପ ପୁରୁଷୋତ୍ତମପୁର ଜଙ୍ଗଲ ନିକଟରେ ଏକ ଦନ୍ତାହାତୀ ଦେଖିବାକୁ ମିଳିଥିଲା।…

3 years ago

ସାକ୍ଷୀଗୋପାଳ ମନ୍ଦିର ନିକଟରେ ଜଳିଗଲା ତୀର୍ଥଯାତ୍ରୀ ବସ୍‌

ସାକ୍ଷୀଗୋପାଳ,୧୦।୧ (ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ପଛପାଶର୍‌ବରେ ପାର୍କିଂ କରିଥିବା ଏକ ତୀର୍ଥଯାତ୍ରୀ ବସ୍‌ରେ ସୋମବାର ମଧ୍ୟାହ୍ନରେ ନିଅଁା ଲାଗିଯାଇଛି। ବସ୍‌ର ଯାତ୍ରୀମାନେ ସ୍ନାନ,ଶୌଚ ଓ…

3 years ago