ପୁରୀ ଅଫିସ,୬ା୨:ଫାଲୁଗୁନ ମାସ କୃଷ୍ଣପକ୍ଷ ଏକାଦଶୀ ଅବସରରେ ବିଭିନ୍ନ ଶୈବପୀଠରେ ପଙ୍କୋଦ୍ଧାର ଏକଦଶୀ ନୀତି ପାଳନ କରାଯିବ। ସେହିପରି ଚତୁର୍ଦ୍ଦଶୀରେ ମହାଶିବରାତ୍ରୀ ବା ଜାଗର ଯାତ୍ରା ପାଳନ…
ପୁରୀ ଅଫିସ,୬ା୨: ସୂର୍ଯ୍ୟଦତ୍ତ ଜାତୀୟ ପୁରସ୍କାର ପାଇଁ ଅନ୍ତର୍ଜତେୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମନୋନୀତ ହୋଇଛନ୍ତି। ଏ ନେଇ ପଟ୍ଟନାୟକ ରବିବାର ସୂଚନା ଦେଇଛନ୍ତି।…
ପୁରୀ ଅଫିସ, ୬ା୨:ଶ୍ରୀମନ୍ଦିରରେ ରବିବାର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ସକାଳେ ମଙ୍ଗଳ ଆଳତି ପରେ ଭକ୍ତମାନେ ଶ୍ରୀମନ୍ଦିର ଭିତରକାଠ ନିକଟରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଥିଲେ।…
ପୁରୀ ଅଫିସ, ୬ା୨:ବିରଳ ଅଲିଭ୍ ରିଡ୍ଲେଙ୍କ ଭୂସ୍ବର୍ଗ କୁହାଯାଉଥିବା ପୁରୀ ବେଳାଭୂମି ଏବେ ସେମାନଙ୍କ ପାଇଁ ଏକପ୍ରକାର ମୃତ୍ୟୁସ୍ଥଳ ପାଲଟିଛି। କାରଣ ପ୍ରାୟ ପ୍ରତିଦିନ ପୁରୀ ବେଳାଭୂମିରେ…
ଭୁବନେଶ୍ୱର,(ବ୍ୟୁରୋ)/ପୁରୀ ଅଫିସ, ୩।୨:ସୂର୍ଯ୍ୟୋଦୟ ଫାଉଣ୍ଡେଶନ ସଭାପତି ତଥା ବିଶିଷ୍ଟ ଗାୟିକା ପଦ୍ମଶ୍ରୀ ଅନୁରାଧା ପଡ୍ୱାଲ ଓଡ଼ିଶାରେ ସେବା କରିବାକୁ ମନ ବଳାଇଛନ୍ତି। ଏଥିପାଇଁ ତାଙ୍କ ସୂର୍ଯ୍ୟୋଦୟ ଫାଉଣ୍ଡେଶନ,…
ଗୋପ,୨।୨(ଡି.ଏନ୍.ଏ.): ଗୋପ ଥାନା ବ୍ରିଟିଶ୍ ଶାସନ ସମୟରେ ୧୮୦୬ ମସିହାରେ ସ୍ଥାପନ କରାଯାଇଥିଲା। ଏହି ଥାନା ଅଧୀନରେ ଗୋଟିଏ ଫାଣ୍ଡି ଏବଂ ଗୋଟିଏ ବିଟ୍ କେନ୍ଦ୍ର ରହିଛି।…
ପୁରୀ ଅଫିସ, ୧।୨: ଶ୍ରୀମନ୍ଦିର ପରିସରକୁ ଯେତେ ପରିଷ୍କାର ପରିଚ୍ଛନ୍ନ ରଖିବା ପାଇଁ ଚେଷ୍ଟା କରାଯାଉଥିଲେ ମଧ୍ୟ ତାହା ଫଳପ୍ରଦ ହୋଇପାରୁନାହିଁ। ଏଥିଲାଗି ପ୍ରଶାସନ ପକ୍ଷରୁ କଟକଣା…
ଡେଲାଙ୍ଗ/ଗୋପ/କାକଟପୁର,୩୧।୧(ଡି.ଏନ୍.ଏ.):ଡେଲାଙ୍ଗ ବ୍ଲକ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ ଆଣି ଡେଲାଙ୍ଗ -ପିପିଲି ଜନକଲ୍ୟାଣ ମଞ୍ଚର ଆବାହକ ରାଧାମୋହନଙ୍କ ନେତୃତ୍ୱରେ ଶତାଧିକ ହିତାଧିକାରୀ ସୋମବାର ବ୍ଲକ…
ପୁରୀ ଅଫିସ ୩୦ା୧:ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ବରିଷ୍ଠ ମଞ୍ଚ ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ମିଶ୍ରଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ବର୍ଷ ବୟସ ହୋଇଥିଲା।…
କୋଣାର୍କ,୨୯।୧(ଡି.ଏନ୍.ଏ.): ବିଶ୍ବ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କ ସନ୍ନିକଟ ପୁରାଣ ବର୍ଣ୍ଣିତ ଚନ୍ଦ୍ରଭାଗାରେ ଶନିବାର ମାଘସପ୍ତମୀ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଚନ୍ଦ୍ରଭାଗା ତୀର୍ଥରେ ଭୋରରୁ ପ୍ରାୟ ୩ଲକ୍ଷରୁ…