ପୁରୀ

ମାଘ ସପ୍ତମୀ ପାଇଁ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ସମାଗମ

କୋଣାର୍କ,୨୮।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶ୍ରଦ୍ଧାଳୁମାନେ ବାଉଁଶ କଣିରେ…

3 years ago

ଶ୍ରୀମନ୍ଦିରରେ ନୀତି ବିଳମ୍ବ ନେଇ ଅସନ୍ତୋଷ

ପୁରୀ ଅଫିସ,୨୭ା୧: ଶୁକ୍ରବାର ଭୋର୍‌ ପହୁଡ଼ ନୀତି ପାଳନରେ ଶ୍ରୀମନ୍ଦିର ଦ୍ୱାରଫିଟାରେ ବିଳମ୍ବ ହୋଇଛି। ଏନେଇ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଜି ଭୋର୍‌ ୫ଟା ୫ମିନିଟ୍‌ରେ…

3 years ago

ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ

ପୁରୀ ଅଫିସ,୨୬।୧: ପବିତ୍ର ଶ୍ରୀପଞ୍ଚମୀ ଅବସରରେ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ଗୁରୁବାର ପରମ୍ପରା ଅନୁଯାୟୀ ରଥଖଳାରେ ୩ଟି ଧଉରା କାଠ ପୂଜାର୍ଚ୍ଚନା କରାଯାଇଛି। ଏହି…

3 years ago

ଶ୍ରୀମନ୍ଦିରରେ ପଶିଲେ ବିଦେଶୀ, ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ

ପୁରୀ ଅଫିସ, ୨୬ା୧: ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବୁଧବାର ଅପରାହ୍ନରେ ଜଣେ ବିଦେଶୀ ନାଗରିକ ହାତରେ ବ୍ୟାଗ ଧରି ଶ୍ରୀମନ୍ଦିର ପରିସରରୁ…

3 years ago

ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୨୬ା୧(ବ୍ୟୁରୋ): ଓଡ଼ିଶାକୁ ଆସୁଥିବା ତୀର୍ଥଯାତ୍ରୀଙ୍କ ଅତିଥି ସତ୍କାର କରିବାର ଦାୟିତ୍ୱ ନେବା ପାଇଁ ବୁଧବାର ନୂଆଦିଲ୍ଲୀସ୍ଥିତ ସଫଦରଜଙ୍ଗ ରେଳ ଷ୍ଟେଶନଠାରେ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍‌ର ଲୋକାର୍ପଣ କରାଯାଇଛି।…

3 years ago

ରଥଯାତ୍ରା ପୂର୍ବରୁ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ

ପୁରୀ ଅଫିସ,୨୫ା୧: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି। ତେବେ ଗତ ୬ ତାରିଖଠାରୁ ଶ୍ରୀମନ୍ଦିର ସିଂହଦ୍ୱାର ପାର୍ଶ୍ୱ ରାସ୍ତା କାର୍ଯ୍ୟ…

3 years ago

ତଦନ୍ତ ରିପୋର୍ଟ ୮ ସପ୍ତାହରେ ଦେବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୨୫ା୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁ ମାମଲାରେ ଗତ ୧୪ ତାରିଖରେ ଜାତୀୟ ମାନବ ଅଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ଟିମ୍‌ ତଦନ୍ତ ଏବଂ ରାଜଶ୍ରୀଙ୍କ ପରିବାରକୁ…

3 years ago

ମହାପ୍ରଭୁଙ୍କ ଦର୍ଶନ କଲେ ଅନନ୍ତ ଅମ୍ବାନୀ

ପୁରୀ ଅଫିସ,୨୪।୧: ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ଅପରାହ୍ନରେ ସେ ଭୁବନେଶ୍ୱରରେ ପହଞ୍ଚିବା…

3 years ago

ରଥାଯାତ୍ରା ପୂର୍ବରୁ ହେବ ଗୁଣ୍ଡିଚା ମନ୍ଦିର ମରାମତି

ପୁରୀ ଅଫିସ୍‌,୨୪।୧(ଡି.ଏନ୍‌.ଏ.): ମହାପ୍ରଭୁଙ୍କ ଘୋଷଯାତ୍ରା ଜୁଲାଇରେ ହେବ । ୩ ଠାକୁର ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ଏହା ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିର ଭିତର…

3 years ago

ୟୁଟ୍ୟୁବ୍‌ ଦେଖାଇଲା ରୋଜଗାର ବାଟ

ପିପିଲି,୨୩।୧(ଡି.ଏନ୍‌.ଏ.):ନିମାପଡ଼ା ଅଞ୍ଚଳର ଯୁବଚାଷୀ ପରେଶ ଗୁରୁ। ସେ ଜଣେ ଡ୍ରାଇଭର ହୋଇଥିବାବେଳ ୟୁଟ୍ୟୁବ ଦେଖି ଚାଷକୁ ପେସା ଭାବରେ ଗ୍ରହଣ କରି ସ୍ବାବଲମ୍ବୀ ହୋଇପାରିଛନ୍ତି। ସେ ଅଳ୍ପ…

3 years ago