ପୁରୀ

ସହାୟତା ଆଳରେ ପ୍ରଚାର ନ ହେଉ

ପୁରୀ ଅଫିସ,୨୪।୮: ପୁରୀ ଜିଲାର ଅଧିକାଂଶ ଅଞ୍ଚଳରେ ବନ୍ୟାର ବିଭୀଷିକା ଦେଖାଯାଇଥିବା ବେଳେ ଏବେ ବି ହଜାର ହଜାର ଲୋକ ବନ୍ୟାଜଳ ଘେରରେ ରହିବା ସହ ନାନା…

3 years ago

ଖଣ୍ଡିଆକୁଦରେ ବୁଡ଼ିଲା ଡଙ୍ଗା

ଗୋପ,୨୩।୮(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ଖଣ୍ଡିଆକୁଦ ଠାରେ ମଙ୍ଗଳବାର ଅପରାହ୍ନରେ ଡ଼ଙ୍ଗା ବୁଡ଼ି ଯାଇଛି। ଡଙ୍ଗାରେ ୨୫ରୁ ୩୦ ବନ୍ୟାବିତ୍ପଣ୍ଣ ଯାତ୍ରୀ ଥିବା ବେଳେ ସେମାନେ…

3 years ago

ଆଜି ରାଜ୍ୟରେ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ…

3 years ago

ବନଭୋଜି ବେଶରେ ମହାପ୍ରଭୁ

ପୁରୀ ଅଫିସ,୨୩ା୮:ଶ୍ରୀମନ୍ଦିରରେ ସୋମବାର କୋଳିବିକା ନୀତି ଓ ଶ୍ରୀବିଗ୍ରହଙ୍କ ବନଭୋଜି ବେଶ ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡ଼ଭାଇ ପ୍ରଭୁ ବଳଭଦ୍ର ହାତରେ ବାଡ଼ି ଆଉ…

3 years ago

ଟଙ୍କା ନ ଦେଲେ ଏସ୍‌ଏଲ୍‌ସି ମିଳୁନି

ପୁରୀ ଅଫିସ,୨୩।୮:ରାଜ୍ୟ ସରକାରଙ୍କ ୫-ଟି ଯୋଜନାରେ ସାମିଲ ଥିବା ସରକାରୀ ବିଦ୍ୟାଳୟରେ ବି ପିଲାଙ୍କୁ ଆର୍ଥିକ ଶୋଷଣର ଶିକାର ହେବାକୁ ପଡୁଛି। ସ୍କୁଲ ଲିଭିଙ୍ଗ୍‌ ସାର୍ଟିଫିକେଟ (ଏସ୍‌ଏଲ୍‌ସି)…

3 years ago

ଚାଷୀଙ୍କ ପାଇଁ ସମସ୍ୟା ଜମି କିସମ ପରିବର୍ତ୍ତନ

ପୁରୀ ଅଫିସ,୨୨।୮: ପୁରୀ ଜିଲା ଅର୍ଥନୀତିର ପ୍ରମୁଖ ଭାଗ କୃଷି ଉପରେ ନିର୍ଭରଶୀଳ। ଗ୍ରାମାଞ୍ଚଳର ଲୋକେ ବିଭିନ୍ନ ଚାଷକରି ଗୁଜରାଣ ମେଣ୍ଟାଇଥାଆନ୍ତି। ଏଭଳି ସ୍ଥଳେ ଚାଷଜମିର କିସମ…

3 years ago

ମାଟ୍ରିକ୍‌ ମାର୍କଶିଟ୍‌ ପାଇଁ ଟଙ୍କା ଆଦାୟ ଘଟଣା: ପ୍ରଧାନଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଗୋପ,୨୨।୮(ଡି.ଏନ୍‌.ଏ.): ଗୋପ ବ୍ଲକ ଦିହୁଡା ନୀଳକଣ୍ଠେଶ୍ୱର ନୋଡାଲ ସ୍କୁଲରେ ଶନିବାର ମାଟ୍ରିକ୍‌ ମାର୍କଶିଟ୍‌ ପାଇଁ ଟଙ୍କା ନିଆଯାଇଥିଲା। ଏଥିସହ ୯ମ ଶ୍ରେଣୀ ପିଲାଙ୍କଠାରୁ ନାମ ରେଜିଷ୍ଟ୍ରେଶନ ଫି…

3 years ago

ଭଜନ ଗାଇଲେ ରାଜ୍ୟପାଳ

ପୁରୀ ଅଫିସ,୨୧।୮: ପୁରୀରେ ଆୟୋଜିତ ଶ୍ରୀମଦ୍‌ ଭାଗବତ କଥା ଜ୍ଞାନଯଜ୍ଞ କାର୍ଯ୍ୟକ୍ରମରେ ଯୋଗଦେଇ ଏକ ସୁନ୍ଦର ଭଜନ ଗାନ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ରାଜ୍ୟପାଳଙ୍କ…

3 years ago

ଭିତରକାଠ ଦର୍ଶନରୁ ଭକ୍ତ ବଞ୍ଚିତ

ପୁରୀ ଅଫିସ,୧୯।୮:ଶ୍ରୀମନ୍ଦିରରେ ଭକ୍ତଙ୍କୁ ଭିତରକାଠ ଦର୍ଶନ ମିଳିପାରୁନାହିଁ। ଦୂରଦୂରାନ୍ତରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ସବୁ ସମୟରେ ଭିତରକାଠ ଦର୍ଶନ ପାଉନାହାନ୍ତି। ଫଳରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ…

4 years ago

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ

ପୁରୀ ଅଫିସ, ୧୮ା୮: ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗି…

4 years ago