ପୁରୀ

ଆରମ୍ଭ ହେଲା ପହଣ୍ଡି

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଭଉଣୀଙ୍କୁ ଧରି ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଠାକୁରଙ୍କ ନୀତିକାନ୍ତି ସମାପନ…

4 years ago

ମହାପ୍ରଭୁଙ୍କ ପାଇଁ ଗଢ଼ାସରିଛି ଅଧର ହାଣ୍ଡି

ପୁରୀ ଅଫିସ, ୯ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ଶୁକ୍ଳ ଦଶମୀ ତିଥି ଶନିବାର…

4 years ago

ଶ୍ରୀଗୁଣ୍ଡିଚା ମନ୍ଦିରକୁ ଗଲା ୩ ଆଖଡ଼ାର ନିଶାନ

ପୁରୀ ଅଫିସ, ୯ା୭: ଆଷାଢ ଶୁକ୍ଳ ନବମୀ ତିଥିରେ ଶୁକ୍ରବାର ୩ ଆଖଡ଼ାର ନିଶାନ ଶୋଭାଯାତ୍ରା ସମ୍ପନ୍ନ ହୋଇଛି। ବଡ଼ ଆଖଡ଼ା, ହାତୀ ଆଖଡ଼ା ଏବଂ ନିର୍ମାହୀ…

4 years ago

ଶ୍ରୀକ୍ଷେତ୍ରରେ ‘ଜଗା ପାଇଁ ଗଛଟିଏ ଲଗା’

ପୁରୀ ଅଫିସ,୯ା୭:ଆଗକୁ କେବଳ ରଥ ନୁହେଁ, ଠାକୁରଙ୍କ ନିର୍ମାଣ ପାଇଁ ବି କାଠ ଅଭାବ ସମସ୍ୟା ଉପୁଜି ପାରେ। ଏଣୁ ଆସନ୍ତୁ ଠାକୁରଙ୍କ ପାଇଁ ଗଛଟିଏ ଲଗାଇବା।…

4 years ago

ରଥ ଛୁଇଁପାରିଲେନି ଭକ୍ତ

ପୁରୀ ଅଫିସ,୯।୭: ମହାପ୍ରଭୁ ରଥରୁ ଓହ୍ଲାଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ସିଂହଦ୍ୱାର ସମ୍ମୁଖରେ ତିନି ରଥ ଦଣ୍ଡାୟମାନ ହୋଇ ରୁହେ। ଅନେକ ଭକ୍ତ ମହାପ୍ରଭୁଙ୍କ…

4 years ago

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ବଞ୍ଚିତ ହେଲେ ସହସ୍ରାଧିକ ଶ୍ରଦ୍ଧାଳୁ

ପୁରୀ ଅଫିସ,୮।୭: ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ଶୁକ୍ରବାର ବଞ୍ଚିତ ହୋଇଛନ୍ତି ସହସ୍ରାଧିକ ଶ୍ରଦ୍ଧାଳୁ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବାହୁଡ଼ା ଯାତ୍ରା ପାଇଁ…

4 years ago

ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ,୮।୭: ପୁଣି ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି। ଜଣେ ବଙ୍ଗୀୟ ପର୍ଯ୍ୟଟକ ଏହି ଫଟୋ ଭାଇରାଲ କରିଥିବା ଚର୍ଚ୍ଚା ହେଉଛି । ଶୁକ୍ରବାର…

4 years ago

ରାତି ପାହିଲେ ବାହୁଡ଼ା ଯାତ୍ରା, ରତ୍ନବେଦୀକୁ ବାହୁଡିବେ ମହାପ୍ରଭୁ

ପୁରୀ ଅଫିସ,୮।୭: ରାତି ପାହିଲେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ମହାପ୍ରଭୁ ଜନ୍ମବେଦୀ ଛାଡି ରତ୍ନବେଦୀକୁ ବାହୁଡିବେ। ଶୁକ୍ରବାର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ ହୋଇଛି…

4 years ago

ଦୁଇ ଦିନରେ ଶେଷ ହେବ ରୂପା ଛାଉଣୀ କାର୍ଯ୍ୟ

ପୁରୀ ଅଫିସ,୮।୭: ଶ୍ରୀମନ୍ଦିରର ସମସ୍ତ ଦ୍ୱାର ରୂପା ଛାଉଣୀ କରାଯିବ। ପ୍ରସ୍ତାବିତ ଏହି କାର୍ଯ୍ୟ ଆସନ୍ତା ୧୦ ତାରିଖ ମଧ୍ୟରେ ଶେଷ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ…

4 years ago

ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ, ଅପରାହ୍ନରୁ ଦର୍ଶନ ବନ୍ଦ

ପୁରୀ ଅଫିସ,୮।୭: ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଓ ଶନିବାର ବାହୁଡ଼ା ଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି । ହେଲେ ସା ଦର୍ଶନ…

4 years ago