ପୁରୀ ଅଫିସ,୭।୩; ସମ୍ପ୍ରତି ରୁଷ୍ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଲାଗିରହିଛି। ଏଭଳି ପରିସ୍ଥିତି ମଧ୍ୟରେ ୟୁକ୍ରେନ୍ ସମେତ ଏହାର ପଡ଼ୋଶୀ ଦେଶ ହଙ୍ଗେରୀ, ପୋଲାଣ୍ଡ, ରୋମାନିଆ…
ସାକ୍ଷୀଗୋପାଳ,୬ା୩(ଡି.ଏନ୍.ଏ.): ଭୁବନେଶ୍ୱର-ପୁରୀ ୩୧୬ ନଂ. ଜାତୀୟ ରାଜପଥର ସାକ୍ଷୀଗୋପାଳ ବଡ଼କାଞ୍ଜିଆଛକ ନିକଟରେ ପୁରୀ ଯାଉଥିବା ଏକ କାର୍ ରବିବାର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଭୁବନେଶ୍ୱରରୁ ୪ଜଣ ଯାତ୍ରୀଙ୍କୁ…
ପୁରୀ ଅଫିସ,୬।୩: ପୁରୀ ସଦର ବ୍ଲକ୍ ଅଧ୍ୟକ୍ଷ ପଦ କାହା ହାତକୁ ଯିବ ସେକଥା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବର୍ତ୍ତମାନ ପୁରୀ ସଦରର ୩୦ ବିଜୟୀ ସମିତିସଭ୍ୟଙ୍କୁ…
ସାକ୍ଷୀଗୋପାଳ,୫।୩(ଡି.ଏନ୍.ଏ): ପୁରୀ ଜିଲା ସତ୍ୟବାଦୀ ଥାନା ନୂଆ ସୋମେଶ୍ୱରପୁର ଶାସନ ଶ୍ରୀ ଗୋପୀନାଥ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ୭ ଟି ଆଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଥିଲା। ଏହି…
ପୁରୀ ଅଫିସ, ୫।୩: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୬ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ବାଲୁକା ଶିଳ୍ପୀ…
ପୁରୀ ଅଫିସ,୫।୩: କରୋନା ସଂକ୍ରମଣ ହ୍ରାସ ପାଇବା ପରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଚାଲିଛି। କଟକଣା କୋହଳ କରାଯାଇ ଭକ୍ତଙ୍କୁ ଦାରୁଦିଅଁଙ୍କ ଦର୍ଶନର ସୁଯୋଗ ଦିଆଯାଉଛି। ତେବେ…
ପୁରୀ ଅଫିସ,୩।୩: ବନ୍ୟପ୍ରାଣୀଙ୍କ ସୁରକ୍ଷା ତଥା ଅବାଧ ବିଚରଣ ପାଇଁ ସରକାରୀ ସ୍ତରରେ ଅନେକ ପଦକ୍ଷେପ ନିଆଯାଉଛି। ଏପରିକି କେତେକ ଜଙ୍ଗଲକୁ ଅଭୟାରଣ୍ୟ ଘୋଷଣା କରାଯାଇଛି। ପୁରୀ…
ପୁରୀ ଅଫିସ,୧।୩:ବାପା ଦିନମଜୁରିଆ। ମୁଣ୍ଡ ଗୁଞ୍ଜିବାକୁ ପକ୍କା ଘରଟିଏ ନାହିଁ। ଫନୀ ମହାବାତ୍ୟା ପରଠାରୁ ପଲିଥିନ ତଳେ ବିତିଛି ଜୀବନ। ହେଲେ ରାଜନୀତି ପ୍ରତି ଥିବା ଆଗ୍ରହ…
ପୁରୀ ଅଫିସ,୧।୩:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୧୦୦ ମିଟର ପରିଧିରେ ନିର୍ମାଣ କାର୍ଯ୍ୟ ହୋଇପାରିବନାହିଁ ବୋଲି ନ୍ୟାଶନାଲ…
ସାକ୍ଷୀଗୋପାଳ, ୨୮।୨ (ଡି.ଏନ୍.ଏ.) ଅନ୍ତିମ ପର୍ଯ୍ୟାୟ ଭୋଟଗଣତିରେ ପୁରୀ ଜିଲା ପରିଷଦ ୩୩ ନମ୍ବର ଜୋନରେ ଭାଜପା ପ୍ରାର୍ଥୀ ରତିକାନ୍ତ ମିଶ୍ର ବିଜୟୀ ହୋଇଛନ୍ତି। ସେ ସମୁଦାୟ…