ପୁରୀ

‘ବିଶ୍ୱରେ ଓଡ଼ିଶା ଯୁବତୀଯୁବକଙ୍କ ଚାହିଦା ବଢ଼ିବ’

ଭୁବନେଶ୍ୱର,(ବ୍ୟୁରୋ)/ପୁରୀ ଅଫିସ/କୃଷ୍ଣପ୍ରସାଦ, ୬ା୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି।…

4 years ago

ଘରୋଇ ସଂସ୍ଥା ହାତକୁ ଯିବ ଭକ୍ତନିବାସ

ପୁରୀ ଅଫିସ,୬।୧: ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପାଇଁ ଥିବା ଭକ୍ତନିବାସକୁ ପ୍ରଶାସନ ଏବେ ଘରୋଇକରଣ କରିବାକୁ ଯୋଜନା ଚଳାଇଛି। ସୁଲଭ ମୂଲ୍ୟରେ ରହଣି ପାଇଁ ଥିବା ବଗଲା ଧର୍ମଶାଳାକୁ…

4 years ago

ତିନିଦିନ ପରେ ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ, ୩।୧: ତିନିଦିନ ବ୍ୟବଧାନ ପରେ ସୋମବାର ଶ୍ରୀମନ୍ଦିର ଖୋଲିଛି। ନବବର୍ଷ ଭିଡକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା।…

4 years ago

ଦେବୀ ମୁହାଁଣରେ ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ

ଅସ୍ତରଙ୍ଗ,୩।୧(ଡି.ଏନ୍‌.ଏ.): ପୁରୀ ଜିଲାର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡିଶାଳ କୁହାଯାଉଥିବା ଅସ୍ତରଙ୍ଗ ଅଞ୍ଚଳର ଦେବୀ ମୁହାଁଣ ନିକଟରେ ଅଲିଭ ରିଡ୍‌ଲେଙ୍କ ଅଣ୍ଡା ଦେଇଥିବା ଦେଖିବାକୁ ମିଳିଛି। ୨ଗୋଟି ଅଲିଭ…

4 years ago

ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ଗୃହ

କୃଷ୍ଣପ୍ରସାଦ,୩୧ା୧୨(ଡି.ଏନ୍‌.ଏ.): ଫାଇଲିନ୍‌ ବାତ୍ୟାରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଥିଲା। ବହୁ ପରିବାର ବାସଗୃହ ହରାଇଥିଲେ। ପକ୍କାଘର ନ ଥିବା ପରିବାରଙ୍କୁ ବାତ୍ୟା…

4 years ago

ମିଳୁନି ରତ୍ନଭଣ୍ଡାର ରେଜିଷ୍ଟର ତଥ୍ୟ

ପୁରୀ ଅଫିସ,୩୧।୧୨: ୧୯୮୫ ମସିହା ଜୁଲାଇ ୧୪ରେ ବଡ଼ଠାକୁରଙ୍କ ଶିରରେ ଲାଗିଥିବା ଚିତା ବ୍ୟବହାରଯୋଗ୍ୟ ନ ହେବା ହେତୁ ରାଜ୍ୟ ସରକାରଙ୍କ ବିଧି ବିଭାଗ ଚିଠି ନମ୍ବର-…

4 years ago

୩ ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ, ୩୧ା୧୨:ଓମିକ୍ରନ ସଂକ୍ରମଣ ଓ ଭିଡ଼କୁ ଆଶଙ୍କା କରି ପୁରୀ ଶ୍ରୀମନ୍ଦିରରେ ୩୧ତାରିଖଠାରୁ ଜାନୁୟାରୀ ୧ ଓ ୨ତାରିଖ ପର୍ଯ୍ୟନ୍ତ ସାଧରଣ ଦର୍ଶନ ବନ୍ଦ ରହିବ।…

4 years ago

ସୂର୍ଯ୍ୟମନ୍ଦିର ପ୍ରବେଶ ପଥରେ ଠେଲାପେଲା

କୋଣାର୍କ,୨୯।୧୨(ଡି.ଏନ୍‌.ଏ.): ରାଜ୍ୟରେ ଏବେ ଶୀତର ପ୍ରକୋପ ସହ ପର୍ଯ୍ୟଟନ ଋତୁ ଚାଲିଥିବାରୁ ଗତ କିଛିଦିନ ହେଲା କୋଣାର୍କରେ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ତେବେ ମଙ୍ଗଳବାର ପୂର୍ବାହ୍ନରେ…

4 years ago

ସେଣ୍ଟ୍ରାଲବ୍ୟାଙ୍କ ଶାଖାରୁ ଲୁଟ ଉଦ୍ୟମ

ସାକ୍ଷୀଗୋପାଳ,୨୮।୧୨(ଡି.ଏନ୍‌.ଏ): ପୁରୀ ଜିଲା ସାକ୍ଷୀଗୋପାଳ ବଜାର ଚନ୍ଦନପୋଖରୀ ନିକଟ ସେଣ୍ଟ୍ରାଲବ୍ୟାଙ୍କ ଅଳଗୁମ ଶାଖାରୁ ସୋମବାର ରାତିରେ ଲୁଟ ଉଦ୍ୟମ ହୋଇଛି। ଦୁର୍ବୃତ୍ତ ବ୍ୟାଙ୍କ ପଛପାର୍ଶ୍ୱ ଝରକା ଗ୍ରୀଲକାଟି…

4 years ago

କଟକ ପରେ ପୁଣି ମାଞ୍ଜା ସୂତାରେ କଟିଲା ଆଉ ଜଣଙ୍କ ବେକ

ପୁରୀ ଅଫିସ,୨୭।୧୨: କଟକ ପରେ ପୁରୀରେ ମାଞ୍ଜା ସୂତା ଲାଗି ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଉକ୍ତ ବ୍ୟକ୍ତି ହେଲେ କୁଣ୍ଢାଇବେଣ୍ଟ ସାହିର ଭଞ୍ଜବିହାରୀ ପାତ୍ର ।…

4 years ago