ପୁରୀ

ସାକ୍ଷୀଗୋପାଳ ମନ୍ଦିର-ବକୁଳବନର ହେବ ଉନ୍ନୟନ କାର୍ଯ୍ୟ: ପ୍ରଥମ ପର୍ଯ୍ୟାୟରେ ୭ କୋଟି ଟଙ୍କାର ଅନୁଦାନ ମଞ୍ଜୁର

ସାକ୍ଷୀଗୋପାଳ,୨୯ା୭(ଡି.ଏନ୍‌.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ପୁରାଣ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଓ ଐତିହାସିକ ବକୁଳବନର ଉନ୍ନୟନ କାର୍ଯ୍ୟ ହେବ। ଏନେଇ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ…

4 years ago

ମହାପ୍ରଭୁଙ୍କୁ ସୁବର୍ଣ୍ଣ ଜିଭଛେଲା ଦାନ କଲେ ପଦ୍ମଚରଣ

ପୁରୀ ଅଫିସ, ୨୯ା୭: ଜଣେ ଦାତା ବୁଧବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୩ଟି ସୁବର୍ଣ୍ଣ ଜିଭଛେଲା ଦାନ କରିଛନ୍ତି। ଦାତା ଜଣଙ୍କ ହେଲେ ଭୁବନେଶ୍ୱର ନିବାସୀ ପଦ୍ମଚରଣ ପାତ୍ର।…

4 years ago

ସାକ୍ଷୀଗୋପାଳ ମନ୍ଦିର, ବକୁଳବନର ଉନ୍ନତିକରଣରେ ଖର୍ଚ୍ଚ ହେବ ୭ କୋଟି

ସାକ୍ଷୀଗୋପାଳ,୨୮।୭(ଡି.ଏନ୍‌.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ଉନ୍ନତିକରଣ ହେବ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଏବଂ ଐତିହାସିକ ବକୁଳବନ। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ…

4 years ago

ପ୍ରଭାତଙ୍କୁ ଶୌର୍ଯ୍ୟବୀର ପଦକ

କାକଟପୁର/ଅସ୍ତରଙ୍ଗ,୨୮ା୭(ଡି.ଏନ୍‌.ଏ.):କାକଟପୁର ବ୍ଲକ ଅର୍ନ୍ତଗତ ଅଶିଜଙ୍ଗା ଗ୍ରାମର ପ୍ରଭାତ କୁମାର ବେହେରାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୌର୍ଯ୍ୟବୀର ପଦକ ପ୍ରଦାନ କରିଛନ୍ତି। ଭାରତ ସରକାରଙ୍କ ସାମରିକ ବିଭାଗରେ ପ୍ରଭାତ…

4 years ago

ଡିଡି ପଞ୍ଜାବ ରିଅଲିଟି ଶୋ’ ଫାଇନାଲରେ ଅନିକେତ

ସାକ୍ଷୀଗୋପାଳ,୨୮ା୭(ସ୍ବ.ପ୍ର.):ଡିଡି ପଞ୍ଜାବରେ ପ୍ରସାରିତ ଅନଲାଇନ ରିଅଲିଟି ଶୋ ‘କିସମେ କିତନା ହେ ଦମ’ ଫାଇନାଲରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ବୀରରାମଚନ୍ଦ୍ରପୁର ଗ୍ରାମର ଅନିକେତ ମିଶ୍ର…

4 years ago

କଟକଣା ସତ୍ତ୍ୱେ ଗୁଣ୍ଡିଚା ମନ୍ଦିରରେ ପଶିଲେ ଭକ୍ତ

ପୁରୀ ଅଫିସ,୨୮।୭:ପ୍ରଶାସନର କଡ଼ା କଟକଣା ସତ୍ତ୍ୱେ ମଙ୍ଗଳବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ଜଣ ବ୍ୟକ୍ତି ଅନଧିକାର ପ୍ରବେଶ କରିଛନ୍ତି। ଏହାକୁ ନେଇ ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନ ଉଠିଛି।…

4 years ago

ସ୍ବର୍ଗଦ୍ୱାର ଛାତରୁ ଗଳୁଛି ପାଣି

ପୁରୀ ଅଫିସ,୨୭। ୭: ଗତ ଅକ୍ଷୟତୃତୀୟାଠାରୁ ନୂଆ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଆରମ୍ଭ ହୋଇଛି। ଏହାର କିଛି ମାସ ପରେ ଏବେ ମୃତଦେହ ଦାହ ପିଣ୍ଡି ଉପର…

4 years ago

ପୁରୀବାସୀଙ୍କୁ ଟ୍ୟାପ୍‌ରେ ସ୍ଵଚ୍ଛ ପାଣି

ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ,୨୭। ୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ସୋମବାର ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌’ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଧାମ…

4 years ago

ଯୁବକଙ୍କୁ ବାନ୍ଧି ଆଖି ତାଡ଼ିବାକୁ ଉଦ୍ୟମ

ଗୋପ,୨୬।୭(ଡି.ଏନ୍‌.ଏ.): ଗୋପ ଥାନା ଅଧୀନ ଆଇମା ଗ୍ରାମଦାଣ୍ଡରେ ବାଲିଗଦାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ବଡଧରଣର ଗଣ୍ଡଗୋଳ ଘଟିଛି। ନୀଳକଣ୍ଠ ବେହେରା(୩୧) ଓ ତାଙ୍କ ପରିବାର…

4 years ago

ପୂର୍ବ ଶତ୍ରୁତାରୁ ସୋଲ କାରିଗରଙ୍କୁ ହତ୍ୟା

ପୁରୀ ଅଫିସ,୨୬।୭: ପୁରୀରେ ଦିନକୁ ଦିନ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ରବିବାର ବାସେଳି ସାହି ଥାନା ଅନ୍ତର୍ଗତ ବଡ଼ପୋଖରୀ ଜାଗା ନିକଟରେ ଜଣେ ସୋଲ କାରିଗରଙ୍କୁ…

4 years ago