ପୁରୀ

ପୁଅକୁ ହରାଇବାର ଦେଢ଼ ମାସ ପରେ ବି ନ୍ୟାୟ ମାଗୁଛନ୍ତି ବାପା

ପିପିଲି,୨୦।୪(ସ୍ବ.ପ୍ର.): ପିପିଲିର ଗୁଡ଼ିଆପୋଖରୀ ଛକ ନିକଟସ୍ଥ ନିଶା ନିବାରଣ ସଂସ୍ଥା ଦିଶା ଫାଉଣ୍ଡେଶନରେ ମାନସିକ ବିକାରଗ୍ରସ୍ତ ଯୁବକ ଗୌତମ ମଲ୍ଲିକଙ୍କ ମୃତ୍ୟୁ ଘଟଣା ଏବେ ବି ରହସ୍ୟାବୃତ୍ତ…

6 years ago

ବାହାର କାଠରୁ ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ ଅଫିସ,୨୦।୪: ନୂତନ ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ସୋମବାର ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଭିତରେ ଓ ବାହାରେ କଟକଣାକୁ କଡ଼ାକଡ଼ି…

6 years ago

ହସ୍ପିଟାଲ ନାଁରେ ସାଇବର ଠକେଇ ଅପରାଧ

ପୁରୀ ଅଫିସ,୧୯।୪: ରାଜ୍ୟରେ ଦିନକୁ ଦିନ ସାଇବର ଠକେଇ ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଲୋକଙ୍କୁ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ଠକମାନେ ନୂଆ…

6 years ago

ଜିଲା ମୁଖ୍ୟ ଚିକିତ୍ସାଳୟରେ ଫାୟାର ସିଷ୍ଟମ୍‌ ଅଚଳ

ପୁରୀ ଅଫିସ,୧୯।୪: ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନିଶମ ସେବା ସପ୍ତାହ ଚାଲୁ ରହିଛି। ଅଗ୍ନିଶମ ଟିମ୍‌ ସହରର ବିଭିନ୍ନ ସଂସ୍ଥା ଓ ବଡ଼ବଡ଼ କୋଠାରେ ଅଗ୍ନି ସୁରକ୍ଷାକୁ…

6 years ago

ଶ୍ରୀମନ୍ଦିରରେ ସୁରକ୍ଷାକର୍ମୀଙ୍କ ରକ୍ତଛିଟା

ପୁରୀ ଅଫିସ, ୧୯।୪:ଶ୍ରୀମନ୍ଦିରରେ ବହୁ ବ୍ୟବଧାନରେ ପୁଣି ଅଘଟଣ ଦେଖିବାକୁ ମିଳିଛି। ରବିବାର ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡ଼ିଛି ରକ୍ତ ଛିଟା। ଯାହାଫଳରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ…

6 years ago

ପିପିଲି ଉପନିର୍ବାଚନ ସମୀକରଣ ବଦଳିବା ଚର୍ଚ୍ଚା

ଭୁବନେଶ୍ୱର, ୧୯ା୪(ବ୍ୟୁରୋ):କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ପରେ ପିପିଲି ଉପନିର୍ବାଚନ ସ୍ଥଗିତ ରହିଥିଲା। ନିର୍ବାଚନ କମିଶନ ଆସନ୍ତା ମେ ୧୩ରେ ପିପିଲିରେ ଭୋଟ ହେବା ନେଇ…

6 years ago

ମିନି ଷ୍ଟାଡିୟମ କାମ ଆଗଉନି, ସାଧାରଣରେ ଅସନ୍ତୋଷ

କୋଣାର୍କ, ୧୮।୪ (ଡି.ଏନ୍‌.ଏ): କୋଣାର୍କ ଏନ୍‌ଏସି ଅଧୀନ ଭଗବତୀ ମହାବିଦ୍ୟାଳୟ ପରିସରରେ ମିନି ଷ୍ଟାଡିୟମ ନିିର୍ମାଣରେ ଅହେତୁକ ବିଳମ୍ବ ଘଟୁଛି। ଏଥିଯୋଗୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇବା…

6 years ago

କରୋନାରେ ନାଟ୍ୟକାର ବଟରାଜ ଦେବ ଗୋସ୍ବାମୀ ଓ ସ୍ତ୍ରୀଙ୍କ ଦେହାନ୍ତ

ପୁରୀ ଅଫିସ, ୧୮ା୪: ସୁପରିଚିତ ନାଟ୍ୟକାର, ଅଭିନେତା ତଥା ନିର୍ଦ୍ଦେଶକ ବଟରାଜ ଦେବ ଗୋସ୍ବାମୀ ଓ ତାଙ୍କ ସହଧର୍ମିଣୀ ରାଧାମଣି ଗୋସ୍ବାମୀଙ୍କର ଶନିବାର କରୋନାରେ ଜୀବନ ଯାଇଛି।…

6 years ago

ପୁଅ ଅଜିତଙ୍କ ପଛରେ ଚାଲିଗଲେ ମା’

ପୁରୀ ଅଫିସ,୧୭।୪: ପିପିଲି ଉପନିର୍ବାଚନ ପୂର୍ବରୁ ଗତ ୧୪ ତାରିଖରେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହୋଇଥିଲା। ଏହାର ଦିନ କେଇଟା ପରେ…

6 years ago

ଆଜି ରାତିରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା

ପୁରୀ ଅଫିସ,୧୭।୪: ଶନିବାରଠାରୁ ରାଜ୍ୟର ୨୦ ଜିଲାରେ ଆରମ୍ଭ ହେଉଛି ନାଇଟ୍‌ କର୍ଫ୍ୟୁ। ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଆଉ…

6 years ago