ପୁରୀ

ବୋମାମାଡ଼ ଘଟଣା: ୭ ଗିରଫ

ପୁରୀ ଅଫିସ,୧୮।୧: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ ଘଟଣାରେ ପୁରୀ ବାସେଳିସାହି ଥାନା ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କଠାରୁ ବିପୁଳ ମାରଣାସ୍ତ୍ର ଜବତ ହୋଇଛି।…

5 years ago

୨୧ରୁ ବିନା କୋଭିଡ୍‌ ରିପୋର୍ଟରେ ଦର୍ଶନ

ପୁରୀ ଅଫିସ,୧୮।୧: ଆସନ୍ତା ୨୧ତାରିଖରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ଦାରୁଦିଅଁଙ୍କ ଦର୍ଶନ ଆରମ୍ଭ ହେବ। ସ୍ବତନ୍ତ୍ର ଏସ୍‌ଓପି ମାନି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇପାରିବେ। ବରିଷ୍ଠ ନାଗରିକ…

5 years ago

ଚିଲିକାରେ ଡଲ୍‌ଫିନ ଗଣନା ଆରମ୍ଭ

ବ୍ରହ୍ମଗିରି,୧୭।୧(ଡି.ଏନ୍‌.ଏ.): ଚିଲିକାରେ ମୁଖ୍ୟ ଆକର୍ଷଣ ପାଲଟିଥିବା ‘ଇରାଓ୍ବାଡି’ ଡଲ୍‌ଫିନର ଗଣନା କାର୍ଯ୍ୟ ରବିବାର ସକାଳୁ ଆରମ୍ଭ ହୋଇଛି । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ବନବିଭାଗର ମିଳିତ…

5 years ago

ପୁରୀରେ ପହଞ୍ଚିଲା କୋଭିଡ୍‌ ଟିକା

ପୁରୀ ଅଫିସ,୧୩।୧: ପୁରୀରେ କୋଭିଡ-୧୯ ଭାକ୍ସିନ ପହଞ୍ଚିଛି। ପୁରୀ ସଦର ମହକୁମା ମୁଖ୍ୟ ଚିକିତ୍ସାଳୟ ଶୀତଳଭଣ୍ଡାରରେ ଭାକ୍ସିନ୍‌ ରହିଛି। ୭ଶହ ଫାଇଲରେ ୭ ହଜାର ଡୋଜ୍‌ ପୁରୀରେ…

5 years ago

ଲାଞ୍ଚ ନ ଦେବାରୁ ବିଲ୍‌ ବନ୍ଦ ଅଭିଯୋଗ

କୋଣାର୍କ,୧୨।୧(ଡି.ଏନ.ଏ.): କୋଣାର୍କ ଏନ୍‌ଏସି ପକ୍ଷରୁ ରିଙ୍ଗ୍‌ରୋଡ୍‌ଠାରେ ୮୫ ଲକ୍ଷ ଟଙ୍କା ବ୍ୟୟରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇଛି। ୮ମାସ ତଳୁ କାର୍ଯ୍ୟ ସରିଥିଲେ ମଧ୍ୟ ଏଯାଏ…

5 years ago

ମହାପ୍ରଭୁଙ୍କୁ ସୂର୍ଯ୍ୟ-ଚନ୍ଦ୍ର ଦାନ

ପୁରୀ ଅଫିସ, ୧୧।୧: ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ରବିବାର ଭୁବନେଶ୍ୱର ନିବାସୀ ପଦ୍ମଚରଣ ପାତ୍ର ୩ ହଳ ସୁବର୍ଣ୍ଣ ସୂର୍ଯ୍ୟ-ଚନ୍ଦ୍ର ଦାନ କରିଛନ୍ତି। ପଦ୍ମଚରଣ ସସ୍ତ୍ରୀକ ଶ୍ରୀମନ୍ଦିର ପ୍ରଶାସନିକ…

5 years ago

ତୈଳ ସନ୍ଧାନରେ ଫୁଟୁଛି ଡିନାମାଇଟ୍‌, ଫାଟିଲା ଘର

ଗୋପ,୧୧।୧(ଡି.ଏନ୍‌.ଏ.): ପୁରୀ ଜିଲାର ଗୋପ, କୋଣାର୍କ ଅଞ୍ଚଳରେ ତୈଳ ସନ୍ଧାନ ଚାଲୁଥିବାବେଳ ମାଟି ତଳେ ଡିନାମାଇଟ ଫୁଟୁଛି। ଗାଁ ନିକଟରେ ଡିନାମାଇଟ ଫୁଟୁଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡୁଛନ୍ତି।…

5 years ago

ଭକ୍ତଙ୍କ ପାଇଁ ଖୁସି ଖବର: ୨୧ରୁ ହଟିବ କାଳିଆ ଦର୍ଶନ କଟକଣା

ପୁରୀ ଅଫିସ,୧୦।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଉ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦରକାର ପଡ଼ିବନି। ଆସନ୍ତା ୨୧ ତାରିଖରୁ ଏହି କଟକଣା ହଟିଯିବ। ଏନେଇ ରବିବାର…

5 years ago

ଜିଇବାର ରାହା ଖୋଜୁଛନ୍ତି ସବ୍‌ନମ୍‌: ଦୁଇ କିଡ୍‌ନୀ ନଷ୍ଟ, ଚିକିତ୍ସା ପାଇଁ ସମ୍ବଳ ନାହିଁ

ପିପିଲି, ୯।୧(ସ୍ବ.ପ୍ର.): ପୁରୀ ଜିଲା ପିପିଲି ପୌରାଞ୍ଚଳ ଅଧୀନ ଭବାନୀପୁର ୮ନଂ. ୱାର୍ଡର ବାସିନ୍ଦା ହେଉଛନ୍ତି ସବ୍‌ନମ୍‌(୨୬)। ତାଙ୍କର ଦୁଇଟିଯାକ କିଡ୍‌ନୀ ନଷ୍ଟ ହୋଇଯାଇଛି। ତାଙ୍କ ଚିକିତ୍ସାରେ…

5 years ago

୪ ଆନ୍ତଃ ଜିଲା ହାଇଓ୍ବେ ଲୁଟେରା ଗିରଫ

ସାକ୍ଷୀଗୋପାଳ,୮।୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ କ୍ରମାଗତ ଲୁଟ୍‌ କରୁଥିବା ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗର ୪ ଜଣ ଲୁଟେରାଙ୍କ ସହିତ ଚୋରି ଜିନିଷ ରଖିଥିବା ଅନ୍ୟ ଦୁଇ ଜଣଙ୍କୁ ଶୁକ୍ରବାର…

5 years ago