ପୁରୀ

ଖୋଲିବ ଶ୍ରୀମନ୍ଦିର: କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦେଖାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବାହାର ଭକ୍ତ

ପୁରୀ ଅଫିସ,୧୨।୧୨: ଖୋଲିବ ଶ୍ରୀମନ୍ଦିର। ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଶନିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର…

5 years ago

୯୨୨୨ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଡ୍‌ ଟିକା

ପୁରୀ ଅଫିସ, ୧୧।୧୨: ରାଜ୍ୟ ସରକାର କରୋନା ସଂକ୍ରମଣ ରୋକିବା ଉପରେ ଯଥେଷ୍ଟ ପ୍ରାଧାନ୍ୟ ଦେଉଛନ୍ତି। ତେଣୁ ପୁରୀ ସମେତ ବିଭିନ୍ନ ଜିଲାରେ ସଂକ୍ରମଣ ହ୍ରାସ ପାଇବାରେ…

5 years ago

୧୨ରେ ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତି

ପୁରୀ ଅଫିସ,୧୦ା୧୨:ଶ୍ରୀମନ୍ଦିର ଦ୍ୱାର କେବେ ଖୋଲିବ ତାହାକୁ ଉତ୍କଣ୍ଠାର ସହିତ ସମସ୍ତେ ଚାହିଁବସିଛନ୍ତି। ରାଜ୍ୟବାସୀଙ୍କ ଭାବାବେଗ ସହିତ ଜଡ଼ିତ ଏହି ପ୍ରସଙ୍ଗ ବର୍ତ୍ତମାନର ସବୁଠୁ ଗୁରୁତ୍ୱପୂର୍ଣ୍ଣ ପାଲଟିଛି।…

5 years ago

କୋଣାର୍କ ଇକୋ ରିଟ୍ରିଟ୍‌ ଆରମ୍ଭ

କୋଣାର୍କ,୯ା୧୨(ଡି.ଏନ୍‌.ଏ.): ପ୍ରକୃତିର ମଜା ନେବା ସହ କିଛି ଆଡଭେଞ୍ଚର ସ୍ପୋର୍ଟସର ଉପଭୋଗ କରିବା ପାଇଁ ବୁଧବାର ଆରମ୍ଭ ହୋଇଯାଇଛି ଇକୋ ରିଟ୍ରିଟ୍‌। ଚଳିତବର୍ଷ ରାଜ୍ୟରେ ମୋଟ ୫ଟି…

5 years ago

ଓ୍ବେବ୍‌ସାଇଟ୍‌ରେ ଶ୍ରୀମନ୍ଦିରର ଭୁଲ୍‌ ଚିତ୍ର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ, ସଚିବଙ୍କ ବିରୋଧରେ ଏତଲା

ପୁରୀ ଅଫିସ,୯ା୧୨: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ୱେବ୍‌ସାଇଟ୍‌ରେ ଶ୍ରୀମନ୍ଦିର ସମ୍ପର୍କରେ ଭୁଲ୍‌ ତଥ୍ୟ ପ୍ରଦାନ କରାଯାଇଛି। ଶ୍ରୀମନ୍ଦିରକୁ ଏଥିରେ ଭୁଲ୍‌ ଚିତ୍ରଣ କରାଯାଇଥିବା ଅଭିଯୋଗ ହୋଇଛି। ଶ୍ରୀମନ୍ଦିର…

5 years ago

ବଦଳିଲେ ବାସେଳିସାହି ଥାନା ଅଧିକାରୀ

ପୁରୀ ଅଫିସ,୭ା୧୨: ବାସେଳିସାହି ଥାନା ଆଇଆଇସି ଜୀବନାନନ୍ଦ ଜେନାଙ୍କୁ ଶେଷରେ ରବିବାର ବଦଳି କରାଯାଇଛି। ଜେନାଙ୍କୁ ପୁରୀ ଜିଲା ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ କରାଯାଇଛି। ବହୁ ଚର୍ଚ୍ଚିତ…

5 years ago

ସରକାରୀ ଯୋଜନା ପାଲଟିଛି ସାତସପନ: ଜରିପାଲ ତଳେ ବିତୁଛି ବୃଦ୍ଧାଙ୍କ ଜୀବନ

କାକଟପୁର,୭।୧୨(ଡି.ଏନ୍‌.ଏ.): ରାଜ୍ୟ ଓ କେନ୍ଦ୍ର ସରକାର ଗରିବ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ପକ୍କା ଘର ଯୋଗାଇ ଦେଉଛନ୍ତି। କିନ୍ତୁ ସେହି ଯୋଜନା ପ୍ରାୟ ସମୟରେ…

5 years ago

ଅଭିଯୋଗ ସମାଧାନ ପାଇଁ ଖୋଲିବ ୨୪ ଘଣ୍ଟିଆ କଲ୍‌ ସେଣ୍ଟର

ପୁରୀ ଅଫିସ,୭।୧୨: ପୁରୀ ଜିଲା ପୋଲିସ ମୁଖ୍ୟାଳୟରେ ଖୁବ୍‌ଶୀଘ୍ର ୨୪ଘଣ୍ଟିଆ କଲ୍‌ ସେଣ୍ଟର ଖୋଲାଯିବ। ଲୋକଙ୍କ ଅଭିଯୋଗ ସିଧାସଳଖ ଯେଭଳି ତୁରନ୍ତ ଗ୍ରହଣ କରି କାର୍ଯ୍ୟାନୁଷ୍ଠାନ ନେଇହେବ…

5 years ago

ଥାନା ହାଜତରେ ମୃତ୍ୟୁ ଘଟଣା: କେ.ରମେଶଙ୍କ ବ୍ୟବଚ୍ଛେଦ ରିପୋର୍ଟରେ ୧୬ କ୍ଷତଚିହ୍ନ

ପୁରୀ ଅଫିସ,୬ା୧୨: ପୁରୀ ବାସେଳିସାହି ଥାନା ହାଜତରେ ନଭେମ୍ବର ୧୯ରେ କେ. ରମେଶ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ହେପାଜତରେ ଏହି ଘଟଣା ଘଟିଥିବାରୁ…

5 years ago

କଥକରେ କୃଷ୍ଣରାସ, ଓଡ଼ିଶୀରେ ଚକ୍ରବୂ୍ୟହ

କୋଣାର୍କ,୫।୧୨(ଡି.ଏନ୍‌.ଏ.): ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ଶୁକ୍ରବାର ଚତୁର୍ଥ ସନ୍ଧ୍ୟାରେ କଥକ ଓ ଓଡ଼ିଶୀ ନୃତ୍ୟର ନିଖୁଣ ଉପସ୍ଥାପନା ସନ୍ଧ୍ୟା ସମୟକୁ ଚିତ୍ତାକର୍ଷକ କରିଥିଲା।…

5 years ago