ପୁରୀ ଅଫିସ,୧୭।୧୦: ୫ବର୍ଷରେ ଶୁକ୍ରବାର ବହୁ ଚର୍ଚ୍ଚିତ ପୁରୀ ଟ୍ରେନ୍ ପୋଡ଼ି ମାମଲାର ରାୟ ପ୍ରକାଶ ପାଇଛି। ପୁରୀର ଆସିଷ୍ଟାଣ୍ଟ ସେସନ୍ସ ଜଜ୍ କମ୍ ସିଜେଏମ୍ ଇନ୍ଦୁ…
କୃଷ୍ଣପ୍ରସାଦ,(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦାଠାରୁ ସାତପଡ଼ା ଯାତାୟତ କରୁଥିବା ଦ୍ୱିତୀୟ ଭସାପୋଲ (ଭେସେଲ)ଟି ଜହ୍ନିକୁଦା କୂଳରେ ଶୁକ୍ରବାର ବୁଡି ଯାଇଛି। ସାତପଡା ଜହ୍ନିକୁଦା ଚିଲିକାରେ…
ସାକ୍ଷୀଗୋପାଳ,୧୬ା୧୦(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରପଞ୍ଚ ହରିହର ନନ୍ଦଙ୍କୁ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଅତର୍କିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସରପଞ୍ଚଙ୍କ ଡାହାଣ ହାତ…
ପୁରୀ ଅଫିସ,୧୬ା୧୦: କରୋନା ବିପଦ ଟଳିନାହିଁ। ଆଗକୁ ଶୀତଋତୁରେ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ଥିବାରୁ ଏଥିପ୍ରତି ହେୟଜ୍ଞାନ କଲେ ସ୍ଥିତି ପୁଣି ସଙ୍ଗିନ ହୋଇପାରେ। କାର୍ତ୍ତିକ…
କଟକ ଅଫିସ/ପୁରୀ ଅଫିସ,୧୫ା୧୦: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ଅଭିଯୋଗ ମାମଲାରେ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି। ବଗଲା ଧର୍ମଶାଳା ଜମିରେ…
ପୁରୀ ଅଫିସ,୧୫ା୧୦:ପୁରୀକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢ଼ିତୋଳିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିଲାଗି ବିଭିନ୍ନ ପ୍ରକଳ୍ପ ପ୍ରସ୍ତୁତ ହୋଇଛି। ଏଥିମଧ୍ୟରେ ଶ୍ରୀସେତୁ ଏକ ମେଗା…
ପୁରୀ ଅଫିସ,୧୪ା୧୦:ଶ୍ରୀସେତୁ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ବୁଧବାର ଜନଶୁଣାଣି ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଯୋଗୁ ପ୍ରଭାବିତ ହେବାକୁ ଥିବା ୪ଟି ମୌଜା (ସମଙ୍ଗ,…
ପୁରୀ ଅଫିସ,୧୪ା୧୦:ବଗଲା ଧର୍ମଶାଳା ଜମି ବିକ୍ରି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେବ ଭାଜପା। ଏନେଇ ବୁଧବାର ସକାଳ ୯ଟାରେ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସିଂହଦ୍ୱାରଠାରୁ ନବୀନ…
ପୁରୀ ଅଫିସ,୧୪ା୧୦:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସୁଜଳ ଯୋଜନା ବା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ଓ ପୁରୀ…
ପୁରୀ ଅଫିସ, ୧୩।୧୦: ଶାରଦୀୟ ଦୁର୍ଗାପୂଜାରେ କାକଟପୁରର ଅଧିଷ୍ଠାତ୍ରୀ ଠାକୁରାଣୀ ମା’ ମଙ୍ଗଳାଙ୍କ ସିଂହବାହିନୀ ବେଶ ପାଇଁ ପୁରୀରେ ଚାଲିଛି ସିଂହ ମୂର୍ତ୍ତି ନିର୍ମାଣ। ପଥୁରିଆ ସାହିର…