ପୁରୀ

କାଲି ଦାରୁଦିଅଁଙ୍କ ପ୍ରତ୍ୟକ୍ଷ ସ୍ନାନ: ଅପେକ୍ଷା କରି ରହିଛି ସ୍ନାନବେଦି

ପୁରୀ ଅଫିସ,୪ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ…

6 years ago

ଦେବସ୍ନାନ ପୂର୍ଣ୍ଣିମା ପାଇଁ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଆଇଜି

ପୁରୀ ଅଫିସ, ୪ା୬: ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। କରୋନା ପାଇଁ ଯଦିଓ ଏଥର ବିନା ଭକ୍ତରେ ସ୍ନାନଯାତ୍ରା ହେଉଛି ତଥାପି ପୋଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି…

6 years ago

ଜେନା ସାହିରେ ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା

ପିପିଲି,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ପୁରୀ ଜିଲା ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର…

6 years ago

ପୁରୀରେ ପହଞ୍ଚିଲା ରଥ ଦଉଡି

ପୁରୀ ଅଫିସ,୪ା୬: ଆସନ୍ତା ୨୩ ତାରିଖରେ ରଥଯାତ୍ରା। ଏଥିପାଇଁ ଗୁରୁବାର ପୁରୀରେ ପହଞ୍ଚତ୍ଛି ରଥ ଦଉଡ଼ି। ଓଡ଼ିଶା ସମବାୟ କତା ନିଗମରୁ ୨୦ଟି ଦଉଡ଼ି ଏକ ଗାଡ଼ିିରେ…

6 years ago

ସ୍ନାନଯାତ୍ରା ପାଇଁ ମୁତୟନ ହେବେ ୩୮ ପ୍ଲାଟୁନ୍‌ ଫୋର୍ସ

ପୁରୀ ଅଫିସ,୪।୬: ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏଥର ବିନା ଭକ୍ତରେ ସ୍ନାନଯାତ୍ରା ହେବା ନେଇ ଯଦିଓ ନିଷ୍ପତ୍ତି ହୋଇଛି, ତଥାପି ପୋଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି…

6 years ago

ପୁରୀରୁ ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଲା

ପୁରୀ ଅଫିସ,୪ା୬: ପୁରୀ ଜିଲାରୁ ଗୁରୁବାର ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଛି। ଏମାନଙ୍କ…

6 years ago

ସ୍ନାନଯାତ୍ରାର ସିଧା ପ୍ରସାରଣ କରିବ ଦୂରଦର୍ଶନ

ପୁରୀ ଅଫିସ, ୩ା୬-ଆସନ୍ତା ୫ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ମହାପ୍ରଭୁ ପ୍ରତ୍ୟକ୍ଷ ସ୍ନାନ କରିବେ। ପ୍ରତିବର୍ଷ ବିଭିନ୍ନ ଚ୍ୟାନେଲ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନଯାତ୍ରାର ସିଧା ପ୍ରସାରଣ କରି ଆସୁଥିଲେ।…

6 years ago

ଶ୍ରୀମନ୍ଦିରରେ ପ୍ରବେଶ କଲେ ଦଇତାପତି ସେବକ

ପୁରୀ ଅଫିସ,୩।୬: ଆସନ୍ତା ୫ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଦାରୁବିଗ୍ରହଙ୍କୁ ପହଣ୍ଡିରେ ସ୍ନାନ ବେଦୀକୁ ଅଣାଯିବ। ମହାପ୍ରଭୁଙ୍କ…

6 years ago

କତା କାରଖାନାରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ଲକ୍ଷ ଟଙ୍କାର ସମ୍ପତ୍ତି

ସାକ୍ଷୀଗୋପାଳ/ପିପିଲି, ୩।୬(ଡି.ଏନ.ଏ):  ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପାଶର୍‌ବ ସାତଶଂଖ ନିକଟ ଶିରିଆପୁର ନାସନାଲ କୟର ଏକ କତା କାରଖାନାରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ତିନି…

6 years ago

ରୁକ୍ମିଣୀଙ୍କୁ ବିବାହ କଲେ ମହାପ୍ରଭୁ

ପୁରୀ ଅଫିସ,୩ା୬:  ବିଦର୍ଭ ରାଜା ଭୀଷ୍ମକଙ୍କ କନ୍ୟା ରୁକ୍ମିଣୀ ମା’ ବିମଳାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ମହାପ୍ରଭୁ ତାଙ୍କୁ ହରଣ କରି ନେଉଥିଲେ। ଏହି ସମୟରେ…

6 years ago