ପୁରୀ

ପୁରୀରୁ ୭ ନୂଆ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୫

ପୁରୀ ଅଫିସ, ୧୦।୬: ପୁରୀ ଜିଲାରୁ ପୁଣି ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଧବାର ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା…

6 years ago

ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ଶ୍ରୀମନ୍ଦିର ସେବାୟତଙ୍କୁ ବଣ୍ଟାଗଲା ହୋମିଓପାଥି ଔଷଧ

ପୁରୀ ଅଫିସ, ୯ା୬: ସେବାୟତଙ୍କ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ହୋମିଓପାଥି ଔଷଧ ପ୍ରଦାନ ଲାଗି ନିଷ୍ପତ୍ତି ହୋଇଥିଲା। ଏହି…

6 years ago

କୋଣାର୍କରେ ଖୋଲିଲା ଯାତ୍ରୀନିବାସ

କୋଣାର୍କ,୮ା୬(ଡି.ଏନ୍‌.ଏ.): କରୋନା ଯୋଗୁ ବନ୍ଦ ରହିଛି ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର। ପର୍ଯ୍ୟଟନସ୍ଥଳୀ କୋଣାର୍କ ଶୂନଶାନ। ବନ୍ଦ ହେବାର ଅଢ଼େଇ ମାସ ପରେ ସୋମବାର କୋଣାର୍କରେ ଯାତ୍ରୀନିବାସ ଓ…

6 years ago

ପ୍ରତିଷେଧକ ଶକ୍ତି ବୃଦ୍ଧି ଯୋଜନା: ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ

ପୁରୀ ଅଫିସ, ୭ା୬: କରୋନା(କୋଭିଡ-୧୯)କୁ ନଜରରେ ରଖି ଶ୍ରୀମନ୍ଦିର ସେବାୟତଙ୍କ ମଧ୍ୟରେ ପ୍ରତିଷେଧକ ଶକ୍ତି ବୃଦ୍ଧି ଉଦ୍ଦେଶ୍ୟରେ ହୋମିଓପାଥି ଔଷଧ ଦିଆଯିବ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ…

6 years ago

କୃଷ୍ଣପ୍ରସାଦ ବ୍ଲକରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା, ଚାରିଛକବଜାରକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

କୃଷ୍ଣପ୍ରସାଦ,୮ା୬(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗୁମୁଣ୍ଡିଆ ପଞ୍ଚାୟତରେ ସ୍ତ୍ରୀ, ସ୍ବାମୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଉଭୟ ଦିଲ୍ଲୀରୁ ଫେରି ୭ ଦିନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ…

6 years ago

ପୁରୀରୁ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା

ପୁରୀ ଅଫିସ, ୮।୬: ପୁରୀ ଜିଲାରୁ ସୋମବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା…

6 years ago

ନୀଳଚକ୍ରରେ ଉଡ଼ିଲା ଧଳାବାନା: ସ୍ବାଭାବିକ ବର୍ଷା, ପବନର ସୂଚକ

ପୁରୀ ଅଫିସ,୮।୬: ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତିଦିନ ଧ୍ୱଜା ବା ବାନା ବନ୍ଧାଯାଏ। ଚୁନରା ସେବକମାନେ ଅପରାହ୍ନରେ ଏହି ବାନା ବାନ୍ଧିଥାନ୍ତି। ନୀଳଚକ୍ର ଅଗ୍ରଭାଗରେ ଗୋଟିଏ ମୁଖ୍ୟ ବାନା…

6 years ago

୩୦ବର୍ଷରୁ ଊର୍ଦ୍ଧ୍ୱ ଅପୂଜା ଥିଲେ ଅଲାରନାଥ

ବ୍ରହ୍ମଗିରି,୭ା୬(ଡି.ଏନ୍‌.ଏ.): କରୋନା ଲାଗି ମହାପ୍ରଭୁ ଅଲାରନାଥଙ୍କ ମନ୍ଦିରରେ ୧୪୪ ଧାରା ଜାରି ରହିଛି। ଆସନ୍ତା ୨୦ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଫଳରେ ମନ୍ଦିରର…

6 years ago

ରଥଖଳାରୁ…ଉଠିଲା ଦ୍ୱିତୀୟ ଭୂଇଁ

ପୁରୀ ଅଫିସ,୭।୬: ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ତତ୍ତ୍ବାବଧାନରେ କାମ ଜାରି ରହିଛି। ଶନିବାର ରଥଖଳାରେ…

6 years ago

ଚାଲିଛି ମହାପ୍ରଭୁଙ୍କ ଗୁପ୍ତ ସେବା: ପୂଜା ପାଇଲେ ପଟି ଦିଅଁ

ପୁରୀ ଅଫିସ,୭।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦୀରେ ୧୦୮ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ମହାପ୍ରଭୁଙ୍କ…

6 years ago