ପୁରୀ

ବାଡ଼ିଆ ହେଲା ହଂସପଟା

ପୁରୀ ଅଫିସ,୧୮ା୬: ପ୍ରସ୍ତୁତ ହୋଇଗଲାଣି ତିନିରଥ। ଅଳ୍ପ କିଛି ଯାହା କାମ ରହିଛି ତାହା ଖୁବ୍‌ଶୀଘ୍ର ଶେଷ ହୋଇଯିବ। ବୁଧବାର ତିନିରଥରେ ହଂସପଟା ବାଡ଼ିଆଯାଇଛି। ଏଥିସହ ପାର୍ଶ୍ୱ…

6 years ago

କଣ୍ଟେନମେଣ୍ଟ ଜୋନ୍‌ରେ ଜିଲାପାଳଙ୍କ ଅଫିସ

ପୁରୀ ଅଫିସ,୧୮ା୬: କଣ୍ଟେନମେଣ୍ଟ ଜୋନ୍‌ (ଆବଦ୍ଧ ଅଞ୍ଚଳ)ରେ ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ। ପୁରୀ କୋର୍ଟ ପରିସରର ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର…

6 years ago

୧୪ ଦିନ କ୍ୱାରାଣ୍ଟାଇନରେ ୨୧ ପୋଲିସ କର୍ମଚାରୀ

କଣାସ,୧୮ା୬(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅଞ୍ଚଳରେ ୨ଜଣ ଅଭିଯୁକ୍ତ ବୁଧବାର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଫଳରେ ଏମାନଙ୍କ ସଂସ୍ପର୍ଶରେ ଆସିଥିବା କଣାସ ଥାନାର ୧୦ଜଣ…

6 years ago

ଶହୀଦ ଯବାନଙ୍କ ପାଇଁ ମହାପ୍ରଭୁଙ୍କ ନିକଟରେ ଦୀପଦାନ

ପୁରୀ ଅଫିସ, ୧୭।୬: ଲଦାଖ ସୀମାରେ ଭାରତ-ଚାଇନା ସେନା ମଧ୍ୟରେ ସଂଘର୍ଷ ଘଟି ୨ ଓଡ଼ିଆଙ୍କ ସମେତ ୨୦ ଯବାନ ଶହୀଦ ହୋଇଛନ୍ତି। ଭାରତ ମାତାର ସୁରକ୍ଷା…

6 years ago

କରୋନା ପାଇଁ ପୁରୀ କୋର୍ଟ ବନ୍ଦ

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ୧୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପୁରୀ କୋର୍ଟର ଜଣେ ଓକିଲ ଏବଂ ଜଣେ ମୋହରିର…

6 years ago

ଲୋକଙ୍କୁ କରାଉଥିଲେ କରୋନା ସଚେତନ, ନିଜେ ହୋଇଗଲେ କରୋନା ରୋଗୀ; ବ୍ରହ୍ମଗିରି ଗାଁ ୪୮ ଘଣ୍ଟା ପାଇଁ ଶଟ୍‌ଡାଉନ୍

ବ୍ରହ୍ମଗିରି,୧୭ା୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ଜଣେ ବରିଷ୍ଠ ଆଇନଜୀବୀଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ବୁଧବାର ବ୍ରହ୍ମଗିରି ଗାଁକୁ ୪୮ ଘଣ୍ଟା ପାଇଁ ଶଟ୍‌ଡାଉନ୍‌…

6 years ago

ପୁରୀରୁ ପୁଣି ୧୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮ ଛୁଇଁଲା

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ପୁଣି ୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା…

6 years ago

ଆଜି ଦଶମୂଳ ଲାଗି ହେବେ ଦାରୁଦିଅଁ

ପୁରୀ ଅଫିସ,୧୭ା୬: ଅଣସରରେ ଥିବା ମହାପ୍ରଭୁ ବୁଧବାର ଦଶମୂଳ ଲାଗି ହେବେ। ଜ୍ୱରରେ ପୀଡ଼ିତ ଦାରୁଦିଅଁ ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ଏଥିଲାଗି ମଙ୍ଗଳବାର ସନ୍ଧ୍ୟାରେ…

6 years ago

ରଥରେ ଲାଗିଲା କଳସ, ଓଲଟ ଶୁଆ

ପୁରୀ ଅଫିସ,୧୬ା୬:  ରଥଯାତ୍ରା ପାଇଁ ଚାଲିଥିବା ତିନିରଥ ନିର୍ମାଣ କାମ ସରି ସରି ଆସୁଛି। ରଥଖଳାରୁ କାମ ପ୍ରାୟ ଶେଷ ହୋଇଥିବାବେଳେ ଏବେ ରଥ ଉପରେ ଅଳ୍ପ…

6 years ago

ଆହୁରି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା: ବଡ଼ଦାଣ୍ଡରୁ ହଟିବେ ଉଠା ଦୋକାନୀ, ୧୯ ସୁଦ୍ଧା କ୍ୟାବିନ୍‌ ଉଠାଇବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୧୬।୬: ପୁଣି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା। ମଙ୍ଗଳବାର ବଡ଼ଦାଣ୍ଡରୁ ଉଠା ଦୋକାନୀଙ୍କୁ ହଟାଇବାକୁ ପୌରସଂସ୍ଥା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୯ ତାରିଖ ସୁଦ୍ଧା…

6 years ago