ପୁରୀ

କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶତକ ଛୁଇଁଲା ପୁରୀ

ପୁରୀ ଅଫିସ, ୬।୬: କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶନିବାର ପୁରୀ ଜିଲା ଶତକ ଛୁଇଁଛି। ପୂର୍ବରୁ ଜିଲାର ୯୯ଜଣ ଏହି ମହାମାରୀ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା…

6 years ago

ପୁରୀ ସହରରେ ଆଜି ଲାଗୁ ହେବନି ଶଟ୍‌ଡାଉନ୍‌

ପୁରୀ ଅଫିସ, ୬।୬: ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ମଧ୍ୟରେ…

6 years ago

ଶ୍ରୀମନ୍ଦିର ଅଣସର ଘରେ ପଟିଦିଅଁ ପୂଜା ଆରମ୍ଭ

ପୁରୀ ଅଫିସ, ୬।୫: ସ୍ନାନ ମଣ୍ଡପରେ ୧୦୮ଗଡୁ ଜଳରେ ସ୍ନାନ ଯୋଗୁ ଦାରୁବ୍ରହ୍ମ। ଅସୁସ୍ଥ ହୋଇପଡିଛନ୍ତି। ଶ୍ରୀମନ୍ଦିର ଅଣସର ଘରେ ପ୍ରଭୁଙ୍କ ଗୁପ୍ତସେବା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ…

6 years ago

ଖାଁ ଖାଁ ଅଲାରନାଥ ପୀଠ, ଶୁଭୁନି ଭକ୍ତଙ୍କ ଗହଳି

ବ୍ରହ୍ମଗିରି, ୬।୬(ଡି.ଏନ୍‌.ଏ): ସ୍ନାନ ପୂର୍ଣ୍ଣିମାରେ କାଳିଆ ସାନ୍ତ ଭାଇ ଭଉଣୀଙ୍କ ସହିତ ମହାସ୍ନାନ କରି ଜ୍ବରରେ ପଡି ଅଣସର ପିଣ୍ଡିରେ ଗୁପ୍ତ ସେବା ପାଉଛନ୍ତି। ଏହି ସମୟରେ…

6 years ago

ଉଠିଲା ପ୍ରଥମ ଭୂଇଁ

ପୁରୀ ଅଫିସ, ୬ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ସ୍ନାନଯାତ୍ରା ଦୁଇଦିନ ପୂର୍ବରୁ ଚାରିନାହାକା ଉଠିଥିବାବେଳେ ଶୁକ୍ରବାର ତିନିରଥରେ ପ୍ରଥମ ଭୂଇଁ ଉଠିଛି। ଦ୍ୱିତୀୟ…

6 years ago

ଘର ଛାତରେ ମହାପ୍ରଭୁଙ୍କ ଫଟୋ ରଖି ନୃତ୍ୟ

ପୁରୀ ଅଫିସ, ୬ା୬: ସ୍ନାନଯାତ୍ରା କିମ୍ବା ରଥଯାତ୍ରା ଅବା ବାହୁଡ଼ା ଏହି ସମୟରେ ଶ୍ରୀକ୍ଷେତ୍ରର ନୃତ୍ୟ ଶିଳ୍ପୀମାନେ ମହାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ ପରିବେଷଣ କରିଥାନ୍ତି। ବିଶେଷକରି ରଥଯାତ୍ରା…

6 years ago

ଅଲାରନାଥଙ୍କ ପୀଠରେ ୧୪୪ ଧାରା ଜାରି

ବ୍ରହ୍ମଗିରି,୫ା୬(ଡି.ଏନ.ଏ.)- ଅନବସର ଦର୍ଶନ ପାଇଁ ମହାପ୍ରଭୁ ବ୍ରହ୍ମଗିରି ଅଲାରନାଥଙ୍କ ପୀଠରେ ପ୍ରଶାସନ ତରଫରୁ ୧୪୪ ଧାରା ଜାରି ହୋଇଛି। ଶୁକ୍ରବାର ଚତୁର୍ଦ୍ଧାମୂତ୍ତିଙ୍କ ମହାସ୍ନାନପରେ ଶ୍ରୀଜୀଉମାନେ ଶୁକ୍ରବାରଠାରୁ ଅନବସର…

6 years ago

ଆଜିକୁ ମିଶାଇ ଦ୍ୱିତୀୟ ଥର ଲାଗି ତୁଲାଇ ପାରିନି ସ୍ନାନଯାତ୍ରା ସେବା: ଗଜପତି

ପୁରୀ ଅଫିସ,୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶୁକ୍ରବାର ମହାପ୍ରଭୁ ସ୍ନାନମଣ୍ଡପରେ ବିଜେ କରି ହାତୀ ବେଶରେ ଦର୍ଶନ ଦେଉଛନ୍ତି। ନିର୍ଘଣ୍ଟ ସମୟରେ ମହାପ୍ରଭୁଙ୍କ ଜଳଲାଗି କରାଯିବା ପରେ…

6 years ago

ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ ଜଳଲାଗି…

6 years ago

ସୁଦର୍ଶନଙ୍କ ବାଲୁକା କଳାରେ କେରଳ ଗର୍ଭିଣୀ ହାତୀ ମୃତ୍ୟୁର କରୁଣ ଚିତ୍ର

ପୁରୀ ଅଫିସ,୫।୬- କେରଳରେ ବାଣଭର୍ତ୍ତି ସପୁରି ଖୁଆଇ ଏକ ଗର୍ଭିଣୀ ହାତୀକୁ ହତ୍ୟା କରାଯିବା ଘଟଣାକୁ ନେଇ ସାରା ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ଘଟଣାକୁ…

6 years ago